-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଜେ ଏସ୍ ଏମ୍ କଳା , ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟରେ ଗୁରୁ ଦିବସ ପାଳିତ

06-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ଜେ ଏସ୍ ଏମ୍ କଳା , ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟରେ ଏକ ଆଦର୍ଶ ଶିକ୍ଷକ ତଥା ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା  ଗୁରୁ ଦିବସ ପାଳନ କରଯାଇଥିଲା  |   
ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରାମାନଙ୍କ କଲେଜର ମୁଖ୍ୟ ଉପଦେଷ୍ଟା ଶ୍ରୀ ମନରଞ୍ଜନ ସାହୁ, ନିର୍ଦ୍ଦେଶକ ପିତବାସ ପଣ୍ଡା,  ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା, ପୁଣି କଲେଜର ପ୍ରଧାନଶିକ୍ଷକ ଡ. ଦିବ୍ୟ କିଶୋର ପ୍ରଧାନ ସହିତ ଅନ୍ୟାନ୍ୟ ଅଧ୍ୟ୍ୟାପକ ଓ ଅଧ୍ୟ୍ୟାପିକାମାନଙ୍କୁ ସମ୍ମାନିତ କରାଯାଇଥିଲା
ଗୁରୁ ଶିଷ୍ୟ ସର୍ମ୍ପକ ଅତି ପ୍ରାଚିନ ପରର୍ମ୍ପରା ଯାହାକି ସମାଜକୁ ଉନ୍ନତ କରିବାରେ ସହାୟତା କରିଥାଏ ବୋଲି ଉପଦେଷ୍ଟ ଶ୍ରୀ ସାହୁ ପ୍ରକାଶ କରିଥିଲେ | ନିର୍ଦ୍ଦେଶକ ଶ୍ରୀ ପଣ୍ଡା ତାଙ୍କର ବକ୍ତବ୍ୟରେ ଶିକ୍ଷକର ଆଦର୍ଶ ହିଁ ଛାତ୍ରଛାତ୍ରୀମାନଙ୍କର ଜୀବନଙ୍କୁ ବେଶ୍ ପ୍ରଭାବିତ କରିଥାଏ ବୋଲି ପ୍ରକାଶ କରିଥିଲେ |  ସେହିପରି ସିଏ ଶ୍ରୀକାନ୍ତ ଶର୍ମା ଛାତ୍ରଛାତ୍ରୀମାନଙ୍କୁ ଉଦ୍ଦବୋଧନ ଦେଇ ଏକ ସମୃଦ୍ଧ ଦେଶ ଗଠନ କରିବାରେ ଶିକ୍ଷାବିତମାନଙ୍କର ଭୂମିକା ଉପରେ ଆଲୋକପାତ କରିଥିଲେ  | କଲେଜ ପ୍ରଶାସନିକ ଅଧିକାରୀ ଶୈଳେସ୍ କୁମାର ପାଲ, 

ଅଧ୍ୟ୍ୟାପିକା ସୁପ୍ରିୟା ମହାପାତ୍ର, ମନସ୍ମିତା ମିଶ୍ର, ଅନୁକଲ୍ପା ଜୋସି ଏବଂ ଅଧ୍ୟ୍ୟାପକ ଅଭିଜିତ ତାଲି ପ୍ରମୁଖ ଗୁରୁଦିବସ ଉପଲକ୍ଷ୍ୟ ନିଜସ୍ୟ ମତାମତ ପ୍ରଦାନ କରିଥିଲେ | ଏହି ଅବସରରେ ଛାତ୍ରଛାତ୍ରିମାନଙ୍କ ଦ୍ୱାରା ବିଭିନ୍ନ  ସାଂସ୍କୃତିକ କାର୍ଯ୍ୟକ୍ରମ ଆନୁଷ୍ଠିତ ହୋଇଥିଲା ଯେଉଁଥିରେ ସୁନିଲ ମେହେର, ଅଙ୍କିତା ଅଗ୍ରୱାଲ, ସାଜିଆ ଇଲ୍ମି ଅନ୍ୟାନ୍ୟ ଛାତ୍ରଛାତ୍ରୀ ମାନେ ମୁଖ୍ୟ ଭୁମିକା ଗ୍ରହଣ କରିଥିଲେ | ଶେଷରେ  ଛାତ୍ରୀ ମନିଷା ପୂଝାରୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like