-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ସ୍ୱୟଂପ୍ରଭା ସାହିତ୍ୟ ସଂସଦ ଏକ ନିଆରା କାର୍ଯ୍ୟକ୍ରମ

06-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ପାଖେଇ ଆସିଲା ପଶ୍ଚିମ ଓଡିଶାର ମହାନ ଗଣପର୍ବ ନୂଆଁଖାଇ। ନୂଆଁଖାଇ ପର୍ବ ରେ ସମସ୍ତେ ନୂତନ ବସ୍ତ୍ର ପରିଧାନ ସହିତ ନୂଆଁ ଧାନର ଅନ୍ନ,ପିଠା ପଣା କରି ଆରାଧ୍ୟ ଦେବୀ ମାଁ ସମଲେଶ୍ଵରୀଙ୍କ ଠାରେ ଭୋଗ କଲାପରେ ନିଜ ପରିବାର ବର୍ଗଙ୍କ ସହ ହସ ମଉଜରେ ଦିନଟି କରାଇଥାନ୍ତି । ତାପରେ ଆରମ୍ଭ ହୁଏ ଜୁହାର ଭେଟ କାର୍ଯ୍ୟକ୍ରମ ।କିନ୍ତୁ ନିଜ ପରିବାର ବର୍ଗଙ୍କ ପାଇଁ ଅଲୋଡା ହୋଇ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ଠାରେ ଥିବା ମାତୃଛାୟା ତପୋବନ ଆଶ୍ରମ ରେ ରହୁଥିବା  ଅନ୍ତେବାସୀ ମାନଙ୍କ ହୃଦୟ ଓ ମନର ଦୁଃଖକୁ ହୃଦୟଙ୍ଗମ କରି ବରଗଡ଼ ସ୍ଥିତ ସ୍ୱୟଂ ପ୍ରଭା ସାହିତ୍ୟ ସଂସଦ ର ସଦସ୍ୟା ମାନେ ନୂଆଁଖାଇ ପୂର୍ବରୁ ଅନ୍ତେବାସୀଙ୍କ ପାଇଁ ନୂଆ ସମ୍ବଲପୁରୀ ଶାଢ଼ୀ ଓ ଧୋତି ଗାମୁଛା  ପ୍ରଦାନ କରି ଏକ ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି ।ଆଶ୍ରମରେ ରହୁଥିବା ପ୍ରତିଟି ମାଆ ଙ୍କ ପାଇଁ ଖଣ୍ଡିଏ ଲେଖାଏଁ ନୂଆ ସମ୍ବଲପୁରୀ ଶାଢ଼ୀ ଓ ବରିଷ୍ଠ ନାଗରିକଙ୍କ ପାଇଁ ଧୋତି ଗାମୁଛା ପ୍ରଦାନ କରିଛନ୍ତି ।ନୂଆଁଖାଇ ପାଳନ ପୂର୍ବରୁ ଖଣ୍ଡିଏ ଲେଖାଏଁ ନୂଆ ଶାଢ଼ୀ ପାଇବା ପରେ ନିଜକୁ  ଅସହାୟ ମନେ କରୁଥିବା ଏ ମାଆ ଓ ବାପା ମାନଙ୍କ ମୁହଁରେ ହସ ଫୁଟାଇବା ସହିତ ସେମାନେ ସମାଜରେ ଏକା ନୁହନ୍ତି ତାଙ୍କ ସହିତ ସମାଜ ରହିଛି ଏକଥା ହୃଦୟଙ୍ଗମ କରିଥିବା ଅନ୍ତେବାସୀ ପ୍ରକାଶ କରିଥିଲେ ।ସାହିତ୍ୟ ସଂସଦର ଏହି ଛୋଟିଆ  ପ୍ରୟାସ ନିବିଡ ସମ୍ପର୍କ ଓ ଭାଇ ଚାରାର ପର୍ବ ନୂଆଁଖାଇ ଏହା ପ୍ରମାଣିତ ହୋଇଥିବାବେଳେ ସାହିତ୍ୟ ସଂସଦର ଏହି କାର୍ଯ୍ୟ ଜନ ସାଧାରଣରେ ପ୍ରଶଂସନୀୟ ହୋଇଛି ।  ସାହିତ୍ୟ ସଂସଦର ସମ୍ପାଦିକା କମଳିନୀ ଦେବୀଙ୍କ ନେତୃତ୍ବରେ ପବିତ୍ର ଗୁରୁ ଦିବସ ଅବସରରେ ବରିଷ୍ଠ ସଦସ୍ୟା ଦିବ୍ୟ କାନ୍ତି ଭୋଇ,ମୀନା ପଣ୍ଡା,କବିତା ଦେବତା,ସନ୍ତୋଷିନୀ ଦାଶ,ରାଧାରାଣୀ ପଟ୍ଟନାୟକ,ଗୀତା ଉଦଗାତା ,ବିଜୟା ରାଣୀ ମିଶ୍ର,ରୀତା ମିଶ୍ର,ଜ୍ୟୋସ୍ନା ଦାଶ ପ୍ରମୁଖ ଆଶ୍ରମ କୁ ଯାଇ ଅନ୍ତେବାସୀଙ୍କ ସହ ଭାବ ବିନିମୟ କରି ସମସ୍ତଙ୍କୁ ନୂତନ ସମ୍ବଲପୁରୀ ଶାଢ଼ୀ ପ୍ରଦାନ କରିବା ସହିତ ଆଗାମୀ ଦିନରେ ଅନ୍ୟାନ୍ୟ ସୁବିଧା ଅସୁବିଧା ବି ଯଥା ସମ୍ଭବ ପୁରଣ କରିବା ପାଇଁ ସାହିତ୍ୟ ସଂସଦର ସଦସ୍ୟା ଗଣ ସଂକଳ୍ପ ନେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like