-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବାମନଘାଟୀ ଫୁଟବଲ ଚମ୍ପିୟାନସିପ୍ 2024-25 ଉଦଘାଟିତ

06-Sep-2024



ମୟୁରଭଞ୍ଜ:  ବାମନଘlଟି ହେଉଛି ଫୁଟବଲ ଖେଳର ଏନ୍ତୁଡିଶାଳ l ଏହି ବାମନଘାଟୀ ରୁ ଖେଳାଳୀମାନେ ନିଜର କ୍ରୀଡା ନୈପୁନ୍ୟ ପ୍ରଦର୍ଶନ କରି ଦେଶ ବିଦେଶରେ ସୁନାମ ଅର୍ଜନ କରି ଆସୁଛନ୍ତି l ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ସ୍ଥାନୀୟ କଚେରୀ ଷ୍ଟାଡିୟମ ପଡିଆ ଠାରେ ତ୍ରିଦିବସୀୟ “ବାମନଘାଟୀ ଫୁଟବଲ ଚମ୍ପିୟାନସିପ୍”  ରାଇରଙ୍ଗପୁର ଟାଉନ ଥାନା ଅଧିକାରୀ ସୁଚନ୍ଦ୍ର ମହାଳିକ ମୁଖ୍ୟ ଅତିଥି  ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ l ଆଜିର ଉଦଘାଟନୀ 6 ତାରିଖରେ ରେଡ ବୁଲ ମନିଂଷ୍ଟାର, ଅଭିରାଜ ଫୁଟବଲ କ୍ଲବ, ବି ଏମ୍ ଫୁଟବଲ କ୍ଲବ, ଏମାରଜେନସି 108, ଏମ୍ କେ ଡି ସ୍ପୋଟିଂ, (ଭାଟଗୋଡା),ନିଶ୍ଚିନ୍ତପୁର ଫୁଟବଲ କ୍ଲବ, ବି ଏସ୍ ବି ଫୁଟବଲ କ୍ଲବ ଓ ମନିଂ କ୍ଲବ (ମାରକଗୋଡା) ସମୁଦାୟ ଆଠଟି ଦଳ ଖେଳ ପ୍ରଦର୍ଶନ କରିଥିଲେ l ଆସନ୍ତାକାଲି 7 ତାରିଖ ବଡବାଇକଳା, ରେଡବୁଲ ଇଭିନିଂ ଷ୍ଟାଲ, ଡି କେ ଫୁଟବଲ କ୍ଲବ, ଓଡିଶା  ଟାଇଗର (ଟେନଟୋପୋଷି), ଇୟଙ୍ଗ ବଏଜ୍ ଫୁଟବଲ କ୍ଲବ, ଟିସକୋ କ୍ଲବ (ବାଦାମପାହାଡ), ବାଙ୍କା ଟାଇଗର ଓ କେ ପି ଏସ୍ ସ୍ପୋଟିଂ ସମୁଦାୟ ଆଠଟି ଦଳ ଖେଳ ପ୍ରଦର୍ଶନ କରିବେ l ଏଥିରେ  ବାମନଘାଟୀ ଉପଖଣ୍ଡର ସାତଟି ବ୍ଲକରୁ ଷୋହଳ ଟି ଦଳ ଅଂଶଗ୍ରହଣ କରିଥିଲେ l ଆସନ୍ତା ଆଠ ତାରିଖ ଫାଇନାଲ ପ୍ରତିଯୋଗିତା  ଅନୁଷ୍ଠିତ ହେବ , ଏଥିରେ ବାହାର ରାଜ୍ୟରୁ ଖେଳାଳୀଗଣ  ଆସି ନିଜର କ୍ରୀଡାନୈପୁନ୍ୟ ପ୍ରଦର୍ଶନ କରିବେ l ଆଜିର ଉଦଘାଟନୀ ପ୍ରତିଯୋଗିତା ରେ ଗୋଟିଏ ଦଳ ସେମିଫାଇନାଲ କୁ ଉଠିବ ବୋଲି କମିଟୀ ପକ୍ଷରୁ ସୂଚନା ମିଳିଛି l ଉକ୍ତ ପ୍ରତିଯୋଗିତାରେ ପ୍ରଥମ, ଦ୍ବିତୀୟ ତଥା ଆକର୍ଷଣୀୟ ପୁରସ୍କାର ରଖାଯାଇଛି l ଏହି ଉଦଘାଟନୀ ଭବ୍ୟ କାର୍ଯ୍ୟକ୍ରମରେ କମିଟୀ ର ଉପଦେଷ୍ଟା ମନୋରଂଜନ ପରମାଣିକ, ସଭାପତି କିଶୋର ଚନ୍ଦ୍ର ମହାନ୍ତ, ଉପ ସଭାପତି ଦିଲ୍ଲୀପ ମାଝୀ, ସଂପାଦକ ଅଜିତ ବାସ୍କେ, ଉପ ସଂପାଦକ ଲମ୍ବୋଧର ସୋରେନ, କାର୍ଯ୍ୟକାରୀ ସଦସ୍ୟ ଚାରୁଚନ୍ଦ୍ର ମୁର୍ମୁ,ଅଇନଠୁ ମାଝୀ , ଶଙ୍କର ମୁର୍ମୁ, ଓକିଲ ଦୁଷ୍ମନ୍ତ କୁମାର ବସା,   କ୍ରୀଡାଶିକ୍ଷକ ଦିଲ୍ଲୀପ କୁମାର ମହାନ୍ତି, ରେଫ୍ରି ସଂଗ୍ରାମ ମୁର୍ମୁ, ଦୀବରାଜ ହେମ୍ବ୍ରମ, ନୁନାରାମ ଟୁଡୁ ଓ ପାଣ୍ଡେ ହାଁସଦାଃ ପ୍ରମୁଖ ଯୋଗ ଦେଇଥିଲେ l ଉକ୍ତ ଫୁଟବଲ ପ୍ରତିଯୋଗିତା ଦେଖିବା ପାଇଁ ବହୁ କ୍ରୀଡାପ୍ରେମୀ ଉପସ୍ଥିତ ଥିଲେ l ରାଇରଙ୍ଗପୁର ରୁ ଶ୍ୟାମଳେନ୍ଦୁ ପରିଡାଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like