-+91-9937148622 |

prerana_bgr@rediffmail.com |

  Tuesday 10th November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||      ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   (09-Nov-2026)       ||      ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   (09-Nov-2026)       ||      କଳସ ଓ ମଶାଳଶୋଭାଯାତ୍ରାରୁ ଦ୍ୱାଦଶ ଭୀମପାହାଡ ମହୋତ୍ସବ ଆରମ୍ଭ   (09-Nov-2026)       ||      ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ସଞ୍ଜୟ କୁମାର ମେହେର ମନୋନୀତ   (09-Nov-2026)       ||      ମା’ ପାଟଖଣ୍ଡା ମନ୍ଦିର ପରିସରରେ ଦୀପଦାନ ଓ ଆଲୋକୀକରଣ ଉତ୍ସବ : ମା’ଙ୍କ ଆରାଧନାରେ ଆଲୋକମୟ ହେଲା ମନ୍ଦିର ପରିସର   (09-Nov-2026)       ||      *ଡାବୁଗାଁ ବ୍ଲକରେ ପୁଣି ଅପପୃଷ୍ଟିର ଶିକାର ହେଲେ ଚେରଚେଟିଆ ଗୁଡାର ୫ ବର୍ଷର ଅନାଥ ଝିଅ ପ୍ରତିମା ଭତ୍ରା*   (09-Nov-2026)       ||      ଦୀପାବଳୀରେ "ସମୃଦ୍ଧ ଭାରତ ସେବା ଫାଉଣ୍ଡେସନ"ର ଭିତ୍ତିପ୍ରସ୍ତର ସ୍ଥାପନ ପୂଜାର୍ଚ୍ଚନା ତଥା ବୃକ୍ଷ ରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ   (08-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସର୍ବପୁରାତନ ପୁରୁଣା ରାଜବାଟି ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

06-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ସର୍ବପୁରାତନ ପୁରୁଣା ରାଜବାଟି ଦୁର୍ଗାପୂଜା ପାଇଁ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଡି.ଜେ ବ୍ୟବହାର କୁ ନା। ସ୍ଥାନୀୟ ଆଦିବାସୀ ଓ ପାରମ୍ପରିକ ବାଦ୍ୟ ଓ ସଂସ୍କୃତିକୁ ଦିଆ ଯିବ ପ୍ରାଧାନ୍ୟ। 
  ଆଜି ବଲାଙ୍ଗୀରର ସର୍ବ ପୁରାତନ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ ସ୍ଥାନୀୟ ପୁରୁଣା ରଜବାଟି କ୍ଲବରେ ସମ୍ପର୍ଣ୍ଣ ହୋଇ ଯାଇଛି। ତେବେ ଏଥର ଏହି ଦୁର୍ଗାପୂଜା ୫୩ତମ  ହୋଇଥିବା ବେଳେ ରୀତି ନୀତି ଅନୁସାରେ  ଧୁମଧାମରେ ଏହାକୁ ପାଳନ କରିବା ପାଇଁ ପୁରୁଣା ରାଜବାଟି ଦୁର୍ଗା ପୂଜା କମିଟି ସ୍ଥିର କରିଛି। ସେହିପରି ସରକାର ଏଥର ଡିଜେ ବ୍ୟବହାର ନ କରିବା  ପାଇଁ ନିର୍ଦ୍ଦେଶ ଦେଇଥିବାରୁ ଏଥର ଏଠି ପାରମ୍ପରିକ ଆଦିବାସୀ ବାଦ୍ୟ ବ୍ୟବହାର ହେବ ଏବଂ ଭକ୍ତଙ୍କ ଦର୍ଶନ ପାଇଁ ସବୁ ସୁବିଧା ହାତକୁ ନିଆଯିବ। ସେହିପରି ତିନିଦିନ ଅନ୍ନ ଭୋଗ ମଧ୍ୟ ଏଠି ବଣ୍ଟନ ହେବ ବୋଲି କମିଟି ପ୍ରକାଶ କରିଛି। ତେବେ ଆଜିର ଏହି ବୈଠକରେ ପୁରୁଣା ରାଜବାଟି ଦୁର୍ଗା ପୂଜା କମିଟି ସବୁ ସଦସ୍ୟ ସହିତ ସଭାପତି ଉପେନ୍ଦ୍ର ନାରାୟଣ  ସିଂହଦେଓ, ଉପସଭାପତି ରଣରାଜ୍ ସିଂହ ଦେଓ, ସମ୍ପାଦକ ଧୃବରାଜ୍ ସିଂହ ଦେଓ, ଯୁଗ୍ମସମ୍ପାଦକ ଶେଖ ମହମ୍ମଦ ୱାହିଦ, ଓମ୍ ପ୍ରକାଶ ସାମନ୍ତ, ସୁନିଲ ସିଂହ ସେହିପରି କୋଷାଧକ୍ଷ  ଆନନ୍ଦ ସିଂହଦେଓ, ଯୁଗ୍ମ କୋଷାଧକ୍ଷ ବ୍ରଜ ଗୋପାଲ ସିଂ, ତେଜାରାଜ୍ ସାମନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026
  ଜିଲ୍ଲା  
ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   10-Nov-2026
  ଜିଲ୍ଲା  
କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   10-Nov-2026
  ଜିଲ୍ଲା  
ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   09-Nov-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ   09-Nov-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ   09-Nov-2026
  ଜିଲ୍ଲା  
ବଲାଙ୍ଗୀର : ୪୨ ଦିନ ପରେ ମଧ୍ୟ କୁକୁଡ଼ା ଉଠାଣ ଓ Thinning ହେଉନଥିବା ଅଭିଯୋଗ;ଦୈନିକ ୪୦ରୁ ୧୦୦ ପର୍ଯ୍ୟନ୍ତ ମୃତ୍ୟୁ ହେଉଥିବା ଦାବି   09-Nov-2026
  ଜିଲ୍ଲା  
ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   09-Nov-2026
  ଜିଲ୍ଲା  
ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   09-Nov-2026
  ଜିଲ୍ଲା  
*ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   09-Nov-2026
  ଜିଲ୍ଲା  
ବିନିକା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୬୬ଟି ଦରଖାସ୍ତ ଗ୍ରହଣ   09-Nov-2026
  ଜିଲ୍ଲା  
ଓଡିଶା ବିଜ୍ଞାନ ଏକାଡେମୀ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ, ଓଡିଶା ସରକାରଙ୍କ ଦ୍ଵାରା ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ   09-Nov-2026

You Might Also Like