-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ଗୁରୁ ଦିବସ ଓ ଜିଲ୍ଲାସ୍ତରୀୟ ଶିକ୍ଷା ପୁରସ୍କାର ଉତ୍ସଵ ଅନୁଷ୍ଠିତ

06-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ଜର୍ଜ ହାଇସ୍କୁଲ ଖେଳ ପଡିଆରେ ଗୁରୁ ଦିବସ ଓ ଜିଲ୍ଲା ସ୍ତରୀୟ ଶିକ୍ଷାପୁରସ୍କାର ପ୍ରଦାନ ଉତ୍ସଵ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲା ପାଳ ଶ୍ରୀ ଆଦିତ୍ୟ ଗୋୟେଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ବରଗଡ଼ ସାଂସଦ ଶ୍ରୀ ପ୍ରଦୀପ କୁମାର ପୁରୋହିତ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମାନିନୀ ଭୋଇ ଯୋଗ ଦେଇଥିଲେ। ଏହି ସଭାରେ ଏ ଡି ଏମ ଶ୍ରୀମତୀ ମଧୁ ଛନ୍ଦା ସାହୁ, ଶ୍ରୀ ଚୂଡ଼ାମଣି ସେଠ୍ ଅବସରପ୍ରାପ୍ତ ଶିକ୍ଷା ନିର୍ଦ୍ଦେଶକ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ରାଧାକାନ୍ତ ଛତ୍ରୀ, ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଅଧ୍ୟକ୍ଷ ଶ୍ରୀ ରଜନୀକାନ୍ତ ଦାଶ, ଏ ଡି ଇ ଓ ଶ୍ରୀ ଜ୍ୟୋତିକନ୍ତ ସାହୁ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶ୍ରୀ ଧିରୋଜ୍ ପଟ୍ଟନାୟକ ମଞ୍ଚା ସୀନ ଥିଲେ। ସଭା ଆରମ୍ଭରୁ ପ୍ରଥମେ ଶ୍ରୀ ଗଣେଶ ଓ ମା ସରସ୍ଵତୀ ଏବଂ ଡ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫୋଟୋ ଚିତ୍ର ରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦ୍ଵୀପ ପ୍ରଜ୍ଜ୍ୱଳନ କରାଯାଇଥିଲା ଓ ଶ୍ରୀ ବୁଲୁ ଶତପଥୀ ଗୁରୁବନ୍ଦନା ଗାନ କରିଥିଲେ। ପ୍ରାରମ୍ଭିକ ସଙ୍ଗୀତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ବରଗଡ଼ର ଛାତ୍ରୀ ମାନେ ଗାନ କରିଥିଲେ। ଜିଲ୍ଲା ଶିକ୍ଷାଅଧିକାରୀ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଶ୍ରୀ ଗୋବିନ୍ଦ ସେଠ କାର୍ଯ୍ୟକ୍ରମଟିର ସଂଯୋଜନା କରିଥିଲେ। ଏହି ଅବସରରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ  ଷ୍ଟେପ ଅପ୍ ୭ ର ଉଦ୍ଦେଶ୍ୟ ବିଷୟରେ ବିଶଦ ଭାବରେ ବୁଝାଇ ଥିଲେ ଓ ଏହା ଅତିଥି ମାନଙ୍କ ଦ୍ବାରା ଉନ୍ମୋଚିତ ହୋଇଥିଲା। ଏହା ପରେ ଜିଲ୍ଲା ଓ ବ୍ଲକ ସ୍ତରୀୟ ଶିକ୍ଷା ପୁରସ୍କାର  ଜିଲ୍ଲାସ୍ତରରେ ୧୧୩ ଟି ଓ ବ୍ଲକ୍ ସ୍ତରରେ ୧୨୨୫ ଟି ପୁରସ୍କାର ପ୍ରଦାନ କରାଯାଇଥିଲା।    ଶ୍ରୀ ଗୋବିନ୍ଦ ସେଠ ଓ ସୁଶ୍ରୀ ସୋନାଲିକା ଶବରଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ପରି ଶେଷରେ ଭେଡେନ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ମଚ୍ଛିନ୍ଦ୍ର ମଲ୍ଲିକ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like