-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଗଣେଶ ପୂଜା ଅବସରରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର "ଅପରାହ୍ନର ସୂର୍ଯ୍ୟ"

06-Sep-2024



ଭୁବନେଶ୍ବର: ଗଣେଶ ପୂଜା ଅବସରରେ ଅନନ୍ୟା ପ୍ରଡ଼କସନ ର ଦ୍ଵିତୀୟ ଅବଦାନ ଅପରାହ୍ନର ସୂର୍ଯ୍ୟ ଭୁବନେଶ୍ୱର ସ୍ଥିତ ସ୍ତୁତି ପ୍ରେକ୍ଷାଳୟ ରେ ମୁକ୍ତିଲାଭ କରିଛି l ଏହି ଚଳଚ୍ଚିତ୍ର ର ନିର୍ମାତା ତଥା ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅଜୟ କୁମାର ମହାନ୍ତି ଅଛନ୍ତି ବଳିଷ୍ଠ ନିର୍ଦ୍ଦେଶନା ରେ ବିମୁଗ୍ଧ ହୋଇଛନ୍ତି ସିନେ ଦର୍ଶକ l ଓଡିଶା ରୁ ସମ୍ପୂର୍ଣ୍ଣ ଭାବରେ ଲୋପ ପାଇଥିବା ମୁଣ୍ଡପୋତା କେଳା ଙ୍କ ଜୀବନ ଶୈଳୀ କୁ ଅତି ଚମତ୍କାର ଭାବରେ ଉପସ୍ଥାପନ କରିବାକୁ ଶ୍ରୀ ମହାନ୍ତି ବହୁ ପରିଶ୍ରମ କରିଥିଲେ l ତିନି ପିଢୀ ର କାହାଣୀ ଚଳଚ୍ଚିତ୍ର ରେ ବହୁତ ଜଣାଶୁଣା ଅଭିନେତା ତଥା ଅଭିନେତ୍ରୀ ମାନେ ସୁନ୍ଦର ତଥା ବାସ୍ତବ ଅଭିନୟ ସମସ୍ତ ଦର୍ଶକଙ୍କୁ ମୁଗ୍ଧ କରିଛନ୍ତି l ପ୍ରଥମ ଥର ପାଇଁ ଦର୍ଶକ ମୁଣ୍ଡ ପୋତା କେଳା ଭଳି ଏକ ମୌଳିକ ତଥା ନିଆରା ବିଷୟକୁ ବଡ଼ ପରଦାରେ ଦେଖିବାକୁ ପାଇଛନ୍ତି l ନିଜେ ନିର୍ମାତା, ନିର୍ଦ୍ଦେଶକ ଏହାର ଚିତ୍ରନାଟ୍ୟ ଓ କାହାଣୀ ପ୍ରସ୍ତୁତ କରିଛନ୍ତି l ଶ୍ରୀ ମହେନ୍ଦ୍ର ଆଚାର୍ଯ୍ୟ ଏହାର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଓ ଶ୍ରୀ ଅଜିତ ଦାସ ଚିତ୍ରତ୍ତୋଳନ ଦାୟିତ୍ୱ ରେ ଅଛନ୍ତି l ଏଥିରେ ଜୟା ସ୍ୱାମୀ, ପ୍ରମୋଦ ରାଉତ, କଳିଙ୍ଗ ଦାସ, ମୁନମୁନ ଖୁଣ୍ଟିଆ, ସୁସନ୍ଧ୍ୟା, ଜାନକୀ ନାଥ ମିଶ୍ର, ଅଜୟ ମହାନ୍ତି, ରାହୁଲ ବିନ୍ଧାଣୀ ପ୍ରମୁଖ ଅଭିନୟ କରିଛନ୍ତି l ଦର୍ଶକମାନେ ଅପରାହ୍ନର ସୂର୍ଯ୍ୟ ଚଳଚ୍ଚିତ୍ର କୁ ଆଜି ପ୍ରେକ୍ଷାଳୟ ରେ ଭରପୁର ଉପଭୋଗ କରିଛନ୍ତି l ଏହି ଚଳଚ୍ଚିତ୍ର ରୁ ଦର୍ଶକ ମନୋରଞ୍ଜନ ସହିତ ଅନେକ ଶିକ୍ଷା ପାଇବେ ବୋଲି ନିର୍ମାତା ମତ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like