-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଗଣେଶ ପୂଜା ଭସାଣିରେ ଡିଜେ ମନା

06-Sep-2024



ବଲାଙ୍ଗିର(ପ୍ରେରଣା ଖବର): ଆସନ୍ତା ଗଣେଶ ପୂଜାକୁ ଶାନ୍ତିଶୃଙ୍ଖଳାର ସହିତ ପାଳନ ନିମନ୍ତେ ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକରେ ଡିଜେ ବାରଣ କରାଯାଇଛି । ପୂଜା ପ୍ରକ୍ରିୟା ଆରମ୍ଭରୁ ଶେଷ ଯାଏଁ ଏହାକୁ ବାରଣ କରାଯାଇଛି । ଅଧିକରୁ ଅଧିକ ଲୋକଙ୍କ ସ୍ଵାର୍ଥ ଦୃଷ୍ଟିରୁ ଏହି ପଦକ୍ଷେପ ନିଆ ଯାଉଛି । ଜିଲ୍ଲାପାଳଙ୍କ ଏହି ଅର୍ଡର ପୂଜା ପ୍ରକ୍ରିୟା ଶେଷ ହେବା ଯାଏଁ ବଳବତ୍ତର ରହିବ । ଭସାଣି , ସଙ୍ଗୀତ ନାଇଟ ସମସ୍ତ କାର୍ଯ୍ୟକ୍ରମରେ ଏହା ବନ୍ଦ ରହିବ ।  ଉଚ୍ଚ ଶବ୍ଦ ଛୋଟ ଛୁଆ , ପଶୁ ପକ୍ଷୀ, ବୃଦ୍ଧବୃଦ୍ଧା, ମହିଳା ଙ୍କ ସ୍ଵାସ୍ଥ୍ୟ ପକ୍ଷେ ଅହିତକର ।  ବିଭିନ୍ନ ପୂଜା କମିଟିର ସଦସ୍ୟ, ପୋଲିସ, ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜିଲ୍ଲାରେ କିଭଳି ସୁରୁଖୁରୁରେ ଗଣେଶ ପୂଜା ଆୟୋଜିତ ହୋଇପାରିବ ସେ ସମ୍ପର୍କରେ ଆଲୋଚନା କରିଥିଲେ । ସେପ୍ଟେମ୍ବର ୭ ତାରିଖ ଦିନ ପାଳନ ହେବାକୁ ଥିବା ଗଣେଶ ପୂଜା ଲାଗି ବଲାଙ୍ଗିର ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଆଇନଶୃଙ୍ଖଳା ଏବଂ ଟ୍ରାଫିକ ପରିଚାଳନାକୁ ସୁବ୍ୟବସ୍ଥିତ କରିବା ପାଇଁ  ପୁଲିସ ପ୍ରଶାସନ ପକ୍ଷରୁ ବ୍ଲୁପ୍ରିଂଟ ତିଆରି କରାଯାଇଛି । 
ସ୍ଥାନୀୟ ପ୍ରଶାସନ ଦ୍ୱାରା ଜାରି କରାଯାଇଥିବା ସମସ୍ତ କଟକଣାକୁ ମଧ୍ୟ ପୂଜା କମିଟିମାନଙ୍କୁ ମାନିବାକୁ ପଡିବ। ସରକାରୀ ନିୟମାବଳୀର କିଭଳି ପାଳନ ହୋଇପାରିବ ତାହାର ସମ୍ପୂର୍ଣ୍ଣ ଦାୟିତ୍ୱ ପୂଜା କମିଟିମାନେ ନେବେ । ସମସ୍ତ ନୀତି ନିୟମ ମଧ୍ୟରେ ରହି ଗଣେଶ ପୂଜା ପାଳନ ନିମନ୍ତେ ଉପସ୍ଥିତ ପୂଜା କମିଟି ସଦସ୍ୟମାନଙ୍କ ସହଯୋଗ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like