-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଆସ ଜ୍ଞାନ ବିଜ୍ଞାନ ଶିଖିବା ଓ ଜାଣିବା

06-Sep-2024



କନ୍ଧମାଳ/ଟିକାବାଲି(ରମେଶ ପଣ୍ଡା): ଆଜି ଟିକାବାଲିରେ ବ୍ଲକସ୍ତରୀୟ  ସାଧାରଣ ଜ୍ଞାନ ପ୍ରତିଯୋଗିତା   କାର୍ଯ୍ୟକ୍ରମ ହୋଇଥିଲା। ଏଥିରେ ଟିକାବାଲି ବ୍ଲକର ବିଭିନ୍ନ ସ୍କୁଲରୁ ଆସିଥିବା ତୃତୀୟ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ୧୧୫ଜଣ ଭାଗ ନେଇଥିଲେ, ତୃତୀୟଶ୍ରେଣୀରୁ ପଞ୍ଚମ ଶ୍ରେଣୀ ସର୍ବକନିଷ୍ଠ, ଷଷ୍ଠ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କନିଷ୍ଠ ଏବଂ  ନବମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବରିଷ୍ଠ ଏହି ପରି ତିନୋଟି ଭାଗରେ ବିଭକ୍ତ କରାଯାଇଥିଲା।କୃତି ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ,ଟ୍ରଫି ଏବଂ ସଧାରଣ ଜ୍ଞାନ ବହି ପ୍ରଦାନ କରାଯାଇଥିଲା। ଏହି ସମାରୋହରେ ଟିକାବାଲି ପଞ୍ଚାୟତ ସମିତିର ଚେୟାର ମ୍ୟାନ ମାନ୍ୟବର ଶ୍ରୀ ଦିଲୀପ କହଁର ମୁଖ୍ୟ ଅତିଥି ରୂପେ ଯୋଗଦେଇ ପିଲାଙ୍କୁ ନିଜ ଭବିଷ୍ୟତ ସୁଚାରୁ ରୂପେ ଗଠନ କରିବା ପାଇଁ ପରାମର୍ଶ

ଦେଇଥିଲେ ଓ ବ୍ଲକ ଶିକ୍ଷା ଅଧିକାରୀ ଜଗନ୍ନାଥ ସାହାଣୀ, ଦୁଇ ଜଣ ଏବିଇଓ ଏବଂ ବିଭିନ୍ନ ସ୍କୂଲ ଗୁଡ଼ିକରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ସିଆର୍ ସିସି ଏବଂ ମିଡ଼ିଆ ବନ୍ଧୁମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସାଫଲ୍ୟ କରି ଥିଲେ। ଟିକାବାଲି ବ୍ଲକ ଶିକ୍ଷା ଅଧିକାରୀ ଜଗନ୍ନାଥ ସାହାଣୀ ପିଲାଙ୍କୁ ବହୁତ ଦିଗ୍ ଦର୍ଶନ ଦେବା ସହ ଉତ୍ତମ ଭବିଷ୍ୟତ ଗଢ଼ିବା ସହ ଦେଶର ଏକ ପ୍ରମୁଖ ନାଗରିକ ହେବାପାଇଁ ଉଦ୍ ବୋଧନ ଦେଇଥିଲେ। ଗୋଟିଏ ପିଲାର ମୁଖ୍ୟ ଗୁରୁ ମା ହିଁ ହୋଇଥାନ୍ତି ବୋଲି ପିଲାଙ୍କୁ ଉପଦେଶ ଦେଇଥିଲେ, ଯଦି  ସାଧାରଣ ଜ୍ଞାନ ବାବଦରେ ପ୍ରତ୍ୟେକ ସ୍କୁଲରେ ପ୍ରତ୍ୟେକ ଦିନ ପିଲାଙ୍କ ମଧ୍ୟରେ ଆଲୋଚନା କରାଯାଇପାରନ୍ତା   ପିଲାଙ୍କ ସାଧାରଣ ଜ୍ଞାନ ବଢ଼ିବା ସହ ବିଭିନ୍ନ ପ୍ରକାର ବାହ୍ୟଜ୍ଞାନ ପାଇପାରିବେ ବୋଲି ମତ ପ୍ରକାଶ ପାଇଥିଲା। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like