-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||     

HOME   ଜିଲ୍ଲା

ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ଭୁକ୍ତାକୁ ପଳିଥିନ ମୁକ୍ତ କରିବାପାଇଁ ପ୍ରୟାସ

06-Sep-2024



ଅମ୍ବଭୋନା: ଆଜି  ଶୁକ୍ରବାର ଦିନ ଆମ୍ବାଭୋନା ବ୍ଲକ ଅନ୍ତର୍ଗତ ପଂଚାୟତ  ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ସ୍ବଚ୍ଛତା ପକ୍ଷର ଷଷ୍ଠ ଦିନରେ   ବିଦ୍ୟାଳୟ ସବୁଜ ସୁନ୍ଦର ଅଭିଯାନ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା । ତାପରେ ଛାତ୍ରୀମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା । ଚୌବର୍ଗ ଭୋଇ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ପଲିଥିନ ବର୍ଜନ ,ଜଳ ସଂରକ୍ଷଣ, ବୃକ୍ଷରୋପଣ ବିଷୟରେ ଛାତ୍ରୀମାନଙ୍କୁ ବୁଝାଇଥିଲେ । ଗଣିତ ଶିକ୍ଷକ ସନ୍ତୋଷ ମେହେର କିଚେନ୍  ଗାର୍ଡେନ,ପଲିଥିନ ବର୍ଜନ  ଓ ବୃ୍ଷରୋପଣ କରି ତାର ଯତ୍ନ ନେବାପାଇଁ ବୁଝାଇଥିଲେ । ଶିକ୍ଷୟତ୍ରୀ ଅଳିନା ଦାଶ ବିଦ୍ୟାଳୟ ଓ ପରିବେଶକୁ ସବୁଜ ସୁନ୍ଦର ରଖିବା ପାଇଁ ବୁଝାଇଥିଲେ । କ୍ରୀଡାଶିକ୍ଷକ ଫାନିନ୍ଦ୍ର ନାଥ ସାହୁ ଓ ଗୋଳେଖ୍ ପଧାନ ଛାତ୍ରୀମାନଙ୍କ ମଧ୍ୟରେ ତର୍କ, ଚିତ୍ରାଙ୍କନ,ସ୍ଲୋଗାନ, ପୋଷ୍ଟର୍ ପ୍ରତିଯୋଗିତା କରାଇଥିଲେ । କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରୀମାନେ ସହଯୋଗ କରିଥିଲେ । ଶେଷରେ ଚିତ୍ତରଞ୍ଜନ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026

You Might Also Like