-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପ୍ରାନ୍ତୀୟ ଭାଷା ଗୁଡ଼ିକର ମୂଳାଧାର ହେଉଛି ସଂସ୍କୃତ,   ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ବରପାଲି ରେ ସଂସ୍କୃତ ଦିବସ ପାଳିତ 

06-Sep-2024



 ବରଗଡ଼/ବରପାଲି(ନିରଞ୍ଜନ ତ୍ରିପାଠୀ)-ସଂସ୍କୃତଭାଷା ସମୃଦ୍ଧ ହେଲେ ସମସ୍ତ ଭାରତୀୟ ପ୍ରାନ୍ତୀୟ ଭାଷାଗୁଡିକ ମଧ୍ୟ ଶୁଦ୍ଧ ସ୍ଵରୂପକୁ ବଜାୟ ରଖି ବିକଶିତ ହେବେ।ପ୍ରାନ୍ତୀୟ ଭାଷା ଗୁଡ଼ିକର ମୂଳାଧାର ସଂସ୍କୃତ । ସଂପ୍ରତି  ସଂସ୍କୃତ ଜ୍ଞାନ ଅଭାବ ଯୋଗୁଁ ଆଜି ପ୍ରାନ୍ତୀୟ ଭାଷା ବ୍ୟବହାରରେ ବହୁଳ ଭାବରେ ଅଶୁଦ୍ଧତା ପରିଲକ୍ଷିତ ହେଉଛି। ଏହାର ଏକମାତ୍ର ସମାଧାନ ସଂସ୍କୃତଭାଷାକୁ ପୁନଃ ଜନଭାଷା ରୂପେ ବ୍ୟବହାର ରେ ଏହା ସମ୍ଭବବୋଲି ବରପାଲି ଓଡିଶା ଆଦର୍ଶ ବିଦ୍ୟାଳୟ, ଠାରେ ଆୟୋଜିତ ବିଶ୍ଵ ସଂସ୍କୃତ ଦିବସ ସମାରୋହରେ ମୁଖ୍ୟବକ୍ତା ରୂପେ ଯୋଗଦେଇ ପଣ୍ଡିତ ଗୋପବନ୍ଧୁ ପୁରୋହିତ ମତବ୍ୟକ୍ତ କରିଛନ୍ତି। ଅଧ୍ୟକ୍ଷ ସନ୍ତୋଷ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ଏହି ସଭାରେ ସଂସ୍କୃତଭାରତୀ ପ୍ରାନ୍ତସଭାପତି ଆୟୁଷ୍ମନ୍ତ ଷଡ଼ଙ୍ଗୀ  ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ ଭାରତୀୟ ନିଜ ବ୍ୟାବହାରିକ ଭାଷା ଭାବରେ  ସଂସ୍କୃତଭାଷାକୁ ପ୍ରାଧାନ୍ୟତା ଦେବା ଉଚିତ ବୋଲି  ମତପୋଷଣ କରିଥିଲେ। ସଂସ୍କୃତ ଭାରତୀ ପ୍ରାନ୍ତ ପ୍ରଶିକ୍ଷଣ ପ୍ରମୁଖ ମାନସ ରଞ୍ଜନ ସାହୁ  ସମ୍ମାନିତ ଅତିଥି ଭାବେ ଯୋଗଦେଇ କଥିତ ସଂସ୍କୃତ ଭାଷା ଅତି ସରଳ ବୋଲି ସମ୍ୟକ୍ ଭାବରେ ବୁଝାଇଥିଲେ। ଖେମେସରା ଉଚ୍ଚ ବିଦ୍ୟାଳୟ ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ରମେଶ କୁମାର ପଣ୍ଡା ସଂସ୍କୃତ ଦିବସ  ପାଳନର ମହତ୍ତ୍ୱ  ତଥା ରକ୍ଷା ବନ୍ଧନ ସହିତ ସଂସ୍କୃତର ଗଭୀର ସମ୍ପର୍କକୁ ପ୍ରତିପାଦନ

କରିଥିଲେ। ସମ୍ମାନିତ ଅତିଥି ଭାବେ ତୋଷବନ୍ତ ସେଠ୍ ସଂସ୍କୃତ ଭାଷାର ମହତ୍ତ୍ୱ ଉପରେ ଆଲୋଚନା କରିଥିଲେ। ସଂସ୍କୃତ ଶିକ୍ଷକ ଈଶ୍ୱର ଚନ୍ଦ୍ର ଗଡତିଆ ସଭା ସଞ୍ଚାଳନ କରିଥିବା ବେଳେ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ବିଶେଷ ସହଯୋଗ କରିଥିଲେ। ସଂସ୍କୃତ ଦିବସ ପାଳନ ଅବସରରେ ଆୟୋଜିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇ ଥିଲା। ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଆକର୍ଷଣ  ସଂସ୍କୃତବିଳାସିନୀ ଦ୍ବାରା ଆୟୋଜିତ ସଂସ୍କୃତ ଚିତ୍ର ପ୍ରଦର୍ଶିନୀ ଓ ବସ୍ତୁ ପ୍ରଦର୍ଶିନୀକୁ ମୁଖ୍ୟ ଅତିଥି ସାମ୍ବାଦିକ ପ୍ରଭୁଚରଣ ମହାନ୍ତି ଓ ସମ୍ମାନିତ ଅତିଥି ସାମ୍ବାଦିକ ସୁବ୍ରତ ସାହୁ ଉଦ୍ଘାଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like