-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବିଶେଷଜ୍ଞ ଡାକ୍ତର ପଦବୀ ପୂରଣ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଦାବି ଜଣାଇଲେ ଇରାସିସ ଆଚାର୍ଯ୍ୟ

06-Sep-2024



ବରଗଡ଼/ଭଟଲି(ନିରଞ୍ଜନ ତ୍ରିପାଠୀ)- ବର୍ତ୍ତମାନ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଶିକ୍ଷା ଓ ସ୍ଵାସ୍ଥ୍ୟ ପ୍ରତି ଗୁରୁତ୍ଵ ଦେଉଛନ୍ତି । ଶିକ୍ଷା ଓ ସ୍ଵାସ୍ଥ୍ୟ ସୁଦୃଢ ହେଲେ ରାଜ୍ୟ ତଥା ଦେଶ ପ୍ରଗତି ପଥରେ ଅଗ୍ରସର ହୋଇପାରିବ । ତେବେ ସାଂପ୍ରତିକ ପରିସ୍ଥିତିରେ ବହୁଳ ମାତ୍ରାରେ ଡାକ୍ତରଖାନା ଗଢି ଉଠିଥିବାବେଲେ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ଅନେକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଗୁଡ଼ିକୁ ମେଡିକାଲ କଲେଜରେ ବିଗତ ସରକାର ସମୟରେ ରୂପାନ୍ତରଣ କରାଯାଇଛି । ମାତ୍ର ପରିତାପର ବିଷୟ ସେହି ଚିକିତ୍ସାଳୟ ଗୁଡିକରେ ଆବଶ୍ୟକ ପରିମାଣରେ ଡାକ୍ତର ନାହାନ୍ତି।  ତେଣୁ ଉଚ୍ଚମାନର ଡାକ୍ତରଖାନା ଥିଲେ ମଧ୍ୟ କୌଣସି ସୁଫଳ ମିଳି ପାରୁନାହିଁ । ଏପରିକି ସେହି ଡାକ୍ତରଖାନାକୁ ରୋଗୀ ମାନେ ଚିକିତ୍ସା ପାଇଁ ଗଲେ ଡାକ୍ତର ନଥିବା ଅଭିଯୋଗ ହେଉଛି । ଏପରି ସ୍ଥଳେ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅପରପକ୍ଷେ କେତେକ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଅପରାହ୍ନରେ କିମ୍ବା ରାତିରେ ରୋଗୀ ଆସିଲେ ଡାକ୍ତର ନଥିବା ପରିଲକ୍ଷିତ ହେଉଛି । ଏହି କ୍ରମରେ ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ଅନ୍ତର୍ଗତ ଭଟଲି, ସୋହେଲା ଓ ଅମ୍ବାଭୋନା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବିଭିନ୍ନ ବିଭାଗରେ ବିଶେଷଜ୍ଞ ଡାକ୍ତର ପଦବୀ ବହୁ ବର୍ଷ ହେବ ଖାଲି ପଡ଼ିଥିବା ଜଣାପଡିଛି । ଅମ୍ବାଭୋନା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ତ୍ରୀ ଓ ପ୍ରସୂତି ବିଭାଗ, ଶିଶୁ ବିଭାଗ, ମେଡିସିନ ବିଭାଗ ଓ ଅସ୍ତ୍ରୋପଚାର ବିଭାଗର ବିଶେଷଜ୍ଞ ପଦବୀ ଖାଲି ପଡିଥିବାବେଳେ ଭଟଲି ସ୍ତ୍ରୀ ଓ ପ୍ରସୂତି, ଶିଶୁ, ଅସ୍ତ୍ରୋପଚାର ଏବଂ ଦାନ୍ତ ବିଭାଗର ବେଶଷଜ୍ଞ ପଦବୀ ଖାଲି ପଡ଼ିଛି । ସେହିପରି ସୋହେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମେଡିସିନ, ଅସ୍ତ୍ରୋପଚାର, ଅସ୍ଥିଶୈଲ୍ୟ ଓ ଶିଶୁ ବିଭାଗ ବିଶେଷଜ୍ଞ ପଦବୀ ଖାଲି ପଡ଼ିଛି । ତେଣୁ ଏହି ପଦବୀ ଗୁଡ଼ିକ ଶୀଘ୍ର ପୁରଣ କରି ଭଟଲି ବିଧାନସଭା ଅଞ୍ଚଳରେ ସ୍ବାସ୍ଥ୍ୟ ସେବାକୁ ଅଧିକ ସୁଦୃଢ କରିବା ସକାଶେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଙ୍କୁ ଭେଟି ଭଟଲି ବିଧାୟକ ଇରାସିସ ଆଚାର୍ଯ୍ୟ ଦୃଢ଼ ଦାବି କରିଛନ୍ତି । ଏହାସହିତ ସ୍ବାସ୍ଥ୍ୟ କେନ୍ଦ୍ର ଗୁଡିକ ଉନ୍ନତିକରଣ ପାଇଁ ପଦକ୍ଷେପ ନେବା ପାଇଁ ଅନୁରୋଧ କରିଛନ୍ତି । ଏହି ତିନୋଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଏହି ସମସ୍ୟା ଗୁଡ଼ିକର ସମାଧାନ ଶୀଘ୍ର ହୋଇଗଲେ ଅଞ୍ଚଳବାସୀ ଉପକୃତ ହୋଇପାରିବେ ବୋଲି ବିଧାୟକ ଦାବି କରିଛନ୍ତି । ତାଙ୍କର ଏଭଳି ଉଦ୍ୟମକୁ ଭଟଲି ନିର୍ବାଚନମଣ୍ଡଳୀ ଅଞ୍ଚଳ ବାସୀଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like