-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||     

HOME   ଜିଲ୍ଲା

ସ୍କାଉଟ ମାଷ୍ଟରଙ୍କୁ ବସନ୍ତ ବିଶ୍ଵାଳ ସମ୍ମାନ -୨୦୨୪ 

06-Sep-2024



ଓଡ଼ିଶା ରାଜ୍ୟ ଭାରତ ସ୍କାଉଟସ୍ ଓ ଗାଇଡସ୍ ତତଫରୁ ବରଗଡ଼ ଜିଲ୍ଲାର ସ୍କାଉଟ୍ ମାଷ୍ଟର ତଥା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଲେବିଡିର କ୍ରୀଡ଼ା ଶିକ୍ଷକ ଗିରିଧାରୀ ଡନସନାଙ୍କୁ ତାଙ୍କର ନିଷ୍ଠାପର ସେବା ତଥା ସ୍କାଉଟ ଓ ଗାଇଡ୍ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଚଳିତ ବର୍ଷର ବସନ୍ତ ବିଶ୍ଵାଳ ସମ୍ମାନ -୨୦୨୪ ପ୍ରଦାନ କରାଯାଇଛି। ଭୁବନେଶ୍ୱର ୟୁନିଟ - ୩ ସ୍ଥିତ ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟରେ ଓଡ଼ିଶା ରାଜ୍ୟ ସ୍କାଉଟସ୍ ଓ ଗାଇଡସର ସଭାପତି ତଥା ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀଙ୍କ ସଭାପତିତ୍ବରେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ତଥା ଭାରତ ସ୍କାଉଟ ଏବଂ ଗାଇଡର ଉପସଭାପତି ଡକ୍ଟର ମିନତୀ ବେହେରା , ମୁଖ୍ୟ ବକ୍ତା ଭାବେ ଗାଇଡସର ଅଧ୍ୟକ୍ଷା ଅନାମିକା ଦାଶ, ସମ୍ମାନିତ ଅତିଥି ଭାବରେ ଭାରତ ସ୍କାଉଟସ୍ ଏବଂ ଗାଇଡସର ରାଜ୍ୟ ସଂପାଦକ ଶରତ ଚନ୍ଦ୍ର ପାଇକରାୟ, ଭାରତ ସ୍କାଉଟ ଏବଂ ଗାଇଡର ରାଜ୍ୟ ମୁଖ୍ୟ କମିଶନର ତଥା ରାଷ୍ଟ୍ରୀୟ ଉପସଭାପତି  ଡକ୍ଟର କାଳୀ ପ୍ରସାଦ ମିଶ୍ରଙ୍କ ଠାରୁ ମାନପତ୍ର ସହ ଟ୍ରଫି ଗ୍ରହଣ କରିଛନ୍ତି। ତାଙ୍କର ଏହି ସଫଳତା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାଧାକାନ୍ତ ଛତ୍ରୀ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ,ସୋହେଲା ବ୍ଲକ ଶିକ୍ଷା ଅଧିକାରୀ ଅମୃତା ସାହୁ ଲେବିଡି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଥ ସିକା ଏବଂ ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ସୁଦୀପ୍ତ ନାୟକ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026

You Might Also Like