-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନାକୁ ନେଇ ବିନିକା ବିଡ଼ିଓଙ୍କ ସାମ୍ବାଦିକ ସମ୍ବିଳନୀ

07-Sep-2024



ବିନିକା(ହିମାଂଶୁ ଶେଖର ପୁଟେଲ)ରାଜ୍ୟରେ ବସବାସ କରୁଥିବା ମହିଳା ମାନଙ୍କ ସ୍ବାବଲମ୍ବୀ ପାଇଁ ବର୍ତମାନ ଶାସନାଧୀନ ବିଜେପି ସରକାର ପ୍ରଣୟନ କରିଥିବା 
ସୁଭଦ୍ରା ଯୋଜନାକୁ ନେଇ ଜନସାଧାରଣ ବିଭିନ୍ନ ସମୟରେ ଗୁଜବ କଥାକୁ ଶୁଣି ମନରେ ଚିନ୍ତା କରୁଛନ୍ତି ତେଣୁ ସେହି ଭ୍ରମିତ ସମସ୍ୟାରେ ନ ପଡି ସରକାରଙ୍କ ନିର୍ଦ୍ଧାରିତ ନିୟମ ପାଳନ କରିବାର ସଠିକ୍ ମାର୍ଗ ପ୍ରିଣ୍ଟ ଓ ବୈଦ୍ୟୁତିକ ଗଣମାଧ୍ୟମ ପ୍ରତିନିଧିଙ୍କ ଜରିଆରେ ଅଞ୍ଚଳବାସୀଙ୍କୁ ଷ୍କଷ୍ଟ କରିଛନ୍ତି ବିନିକା ବିଡ଼ିଓ ପ୍ରମୋଦ କୁମାର ମେହେର।ଏହି ପରିପ୍ରେକ୍ଷୀରେ ଆଜି ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ  ବିଡ଼ିଓ ଚ୍ୟାମ୍ବରରେ ଅନୁଷ୍ଟିତ ସାମ୍ବାଦିକ ସମ୍ବିଲନିରେ ବିଡ଼ିଓ ଶ୍ରୀ ମେହେର ଏବଂ ସିଡ଼ିପିଓ ଲକ୍ଷ୍ମୀପ୍ରିୟା ମିଶ୍ର ଉପସ୍ଥିତ ସାମ୍ବାଦିକ ମାନଙ୍କୁ ୨୧ରୁ ୬୦ବର୍ଷ ବୟସର ମହିଳା ମାନଙ୍କ ହିତାକାଙ୍କ୍ଷୀ ପାଇଁ ରାଜ୍ୟ ସରକାର ପ୍ରଣୟନ କରିଥିବା ସୁଭଦ୍ରା ଯୋଜନାର ଗାଇଡ ଲାଇନ ଉପରେ ପ୍ରାଞ୍ଜଳ ଭାବେ ଅବଗତ କରିଥିଲେ ।ବର୍ତମାନ ସୁଭଦ୍ରା ଯୋଜନାରେ ଆବେଦନ, ଆଧାର କରେକସନ ସହ ଆଧାର ଲିଙ୍ଗ୍ ପାଇଁ ବିଭିନ୍ନ ସ୍ଥାନ ମାନଙ୍କରେ  ଅହେତୁକ ଭିଢ଼ ଦେଖାଦେଉଛି । କିନ୍ତୁ ଏହି ଶୁଭଦ୍ରା ଯୋଜନା ଆବେଦନ ପ୍ରକିୟାର ଶେଷ ତାରିଖ ନାହିଁ ଚଳିତ ଆର୍ଥିକ ବର୍ଷ ଭିତରେ ଆବେଦନ କଲେ ହିଧାଧିକାରୀ ସୁଭଦ୍ରା ଯୋଜନାରେ ସାମିଲ ହୋଇପାରିବ । ତେଣୁ ମହିଳା ମାନେ ଆବେଦନ ପାଇଁ ବ୍ୟସ୍ତ ନହୋଇ ସମୟ ସାପେକ୍ଷ ଅନୁସାରେ ସୁଭନ୍ଦ୍ରା ଯୋଜନାରେ ଆବେଦନ କରିବା ସହ ଆଧାର କରେକସନ ତଥା ଆଧାର ଲିଙ୍କ କରାନ୍ତୁ । ଏଥିପାଇଁ ବ୍ଲକର ବିଭିନ୍ନ ପଞ୍ଚାୟତ ଓ ଗ୍ରାମ ମାନଙ୍କରେ ୭୩ଗୋଟି ମୋ ଜନ ସେବା କେନ୍ଦ୍ର ଖୋଲାଯାଇଛି ବୋଲି କହିଥିଲେ ।ଆବେଦନ ସବୁ କେନ୍ଦ୍ର ମାନଙ୍କରେ ମାଗଣା କରାଯାଇଥିବା ବେଳେ କେବଳ  ଆଧାର କରେକସନ ପାଇଁ ସରକାର ୧୦୦ ଟଙ୍କା ଧାର୍ଯ୍ୟ କରିଥିବା ପ୍ରକାଶ କରିଥିଲେ । ପୁନଚ୍ୟ ସୁଭଦ୍ରା ଯୋଜନାର ଆବେଦନ ଫର୍ମ ଅନ ଲାଇନ ସମୟରେ ହିତାଧିକାରୀଙ୍କ ଠାରୁ ଯଦି କୌଣସି ଜନସେବା କେନ୍ଦ୍ର ଟଙ୍କା ମାଗନ୍ତି କିମ୍ବା ସୁଭଦ୍ରା ଯୋଜନାର ଦାୟିତ୍ୱରେ ଥିବା ଅଧିକାରୀ କି କର୍ମଚାରୀ ନିୟମର ଖିଲାପ କରନ୍ତି ଅଭିଯୋଗ ଆସିଲା ମାତ୍ରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠା ଗ୍ରହଣ କରାଯିବ । ଯେଉଁ ସ୍ଥାନରେ କିଛି ବି ସମସ୍ୟା ହୁଏ କିମ୍ବା କୌଣସି ସୂଚନା ଦରକାର ହୁଏ ତେବେ ସରକାର ଜାରି କରିଥିବା ଟୋଲଫ୍ରି ନମ୍ୱରରେ କଲ କରି ସୂଚନା ପାଇ ପାରିବେ ବୋଲି ଶ୍ରୀ ବିଡ଼ିଓ ଅଞ୍ଚଳବାସୀଙ୍କୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like