-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||     

HOME   ଜିଲ୍ଲା

ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ଗଣେଶ ଚତୁର୍ଥୀ ମହାସମାରୋହରେ ପାଳିତ 

07-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସହର ସ୍ଥିତ ପ୍ରକୃତି ବିହାରରେ ରେ ଗଢ଼ି ଉଠିଥିବା ରେଡିଏନ୍ସ ଶିକ୍ଷାନୁଷ୍ଠାନରେ ବିଘ୍ନରାଜ ଗଜାନନଙ୍କର ପୂଜା ହୋଇ ଯାଇଛି। ଛାତ୍ର ଯୁଧିଷ୍ଠିର ବୁଡେକ କର୍ତ୍ତା ଭାବରେ ଦିୟିତ୍ୱ ତୁଲାଇଥିବା ବେଳେ ପଣ୍ଡିତ ରିଲୁଚନ ଦେବତା ପୂଜାର୍ଚ୍ଚନାର ସମୟ ନିର୍ଘଣ୍ଟ ଅନୁସାରେ ପୂଜାର୍ଚ୍ଚନା କାର୍ଯ୍ୟ ରିତିନୀତି ଅନୁଯାୟୀ ଆରମ୍ଭ କରିଥିଲେ। ଉକ୍ତ ପୂଜାର୍ଚ୍ଚନାରେ କୁନିକୁନି ଛାତ୍ରଛାତ୍ରୀ ଓ ଦ୍ୱାଦଶ ଶ୍ରେଣୀର ଉଭୟ ବର୍ଷର ଛାତ୍ର ଛାତ୍ରୀ ମାନଙ୍କ ଉତ୍ସାହ ଦେଖିବାକୁ ମିଳିଥିଲା।ବିଘ୍ନ ନାଶକ ଙ୍କର ସୁନ୍ଦର ଭଜନ ଅନୁଷ୍ଠାନର ଛାତ୍ରୀ ମାନେ ଖୁବ୍ ସୁ ମଧୁର ସ୍ୱରରେ ଗାନ କରିଥିଲେ। ଶେଷରେ ପୁଷ୍ପାଞ୍ଜଳୀ ଅର୍ପଣ କରି ପୂଜାକାର୍ଯ୍ୟ ସମାପନ ହୋଇଥିଲା। ପୁରୋହିତ ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ଆର୍ଶିର୍ବାଦ ପ୍ରଦାନ କରିଥିଲେ। ଏହି ପୂଜା ଅର୍ଚ୍ଚନା ରେ ଅନୁଷ୍ଠାନର ଚେୟାରମେନ ଅଜିତ କୁମାର ମେହେର ଏବଂ ତାଙ୍କ ସହଧର୍ମିଣୀ ରାଜେଶ୍ୱରୀ ମେହେର, ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ମେହେର,ଏକାଡେମିକ ଡାଇରେକ୍ଟର ଗୋବିନ୍ଦ ମେହେର, ଆଡମିନିଷ୍ଟ୍ରେଟିଭ ଡାଇରେକ୍ଟର ନେତ୍ରମଣୀ ମେହେର, ତାଙ୍କ ଧର୍ମପତ୍ନୀ ମମତା ମେହେର,ସ୍କୁଲର ଅଧ୍ୟକ୍ଷା ଶ୍ରୀମତୀ ମୋହିନୀ ମେହେର, ଉପାଧ୍ୟକ୍ଷ ସଞ୍ଜୟ ବାରିକ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଶିକ୍ଷକ ଶିକ୍ଷୟିତ୍ରୀ ଗିରିଜା ନନ୍ଦନ ଙ୍କ ଠାରେ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା ପାଇଁ ପ୍ରାର୍ଥନା କରିଥିଲେ।ସର୍ବ ଶେଷରେ ଛାତ୍ର ଅରମାନ ଭୋଇ,ହେମ ସାଗର ମେହେର,ପ୍ରତ୍ୟୁଷ ମେହେର ,ସୁଶ୍ରୀ ସସ୍ମିତା ମେହେର, ମାନିନୀ ମେହେର,ସ୍ମାଇଲ ଭୋଇ,ନିତୁ ମେହେର ପ୍ରମୁଖ ପ୍ରସାଦ ବଣ୍ଟନରେ ସହଯୋଗ କରିଥିଲେ।ଖେଳ ଶିକ୍ଷକ ସୁବ୍ରତ ବାରିକଙ୍କ ତତ୍ତ୍ଵାବଧାନରେ ପୂଜା ପାଇଁ ହୋଇଥିବା ସାଜସଜ୍ଜାକୁ ଉପାଧ୍ୟକ୍ଷ ଶ୍ରୀ ବାରିକ ଭୂୟସୀ ପ୍ରଶଂସା କରିଥିଲେ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଅଧ୍ୟକ୍ଷଙ୍କ ଛୁଟି ଘୋଷଣା ପରେ ପିଲାଏ ଉଲ୍ଲସିତ ମନରେ ନିଜନିଜ ଗ୍ରାମକୁ ଅଭିଭାବକଙ୍କ ସାଙ୍ଗରେ ପ୍ରସ୍ଥାନ କରୁଥିଲେ। ଉକ୍ତ ସମୟରେ ଚେୟାରମେନ ଅଜିତ କୁମାର ମେହେର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ବୃନ୍ଦ ଙ୍କୁ ଅଭିନନ୍ଦନ ସହ ବିଦାୟ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026

You Might Also Like