-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ମହାବିନାୟକ ଯୁବକ ସଂଘ ପକ୍ଷରୁ ୧୨ଫୁଟ ର ଗଜାନନ ମୂର୍ତ୍ତି ପୂଜାର୍ଚ୍ଚନା

07-Sep-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା ଚାରିଛକ ମହାବିନାୟକ ଯୁବକ ସଂଘ ପକ୍ଷରୁ ମହା ଆଡମ୍ବରରେ ବିଘ୍ନରାଜ ଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ କମିଟି ପକ୍ଷରୁ  ୧୨ଫୁଟ ର ମୃତ୍ତି କରାଯାଇ ଥିବା ବେଳେ ୯ଦିନ ବ୍ୟାପି ମଣ୍ଡପ ରେ ପୂଜା ଅନୁଷ୍ଠିତ ହେବ । ପୂଜାର କର୍ତ୍ତା ଭାବେ କମିଟି ର ଉପସଭାପତି ମାନସ ରଞ୍ଜନ ବେହେରା କାର୍ଯ୍ୟ ତୁଲାଇ ଥିବା ବେଳେ ବିନାୟକ ଯୁବକ ସଂଘ ଓ ରାମ ସେନାର,ମା ଦୁର୍ଗା ବଣିକ ସଂଘ  ର ସଦସ୍ୟମାନେ ସହଯୋଗ କରିଥିଲେ । ପ୍ରତ୍ୟେକ ଦିନ ସନ୍ଧ୍ୟା ରେ କମିଟି ପକ୍ଷରୁ କୁନିକୁନି କଳାକାର ଙ୍କୁ ନେଇ ନୃତ୍ୟ ଓ ସ୍ଥାନୀୟ ସଂକୀର୍ତ୍ତନ ଦଳ ଙ୍କୁ ନେଇ ନାମ ସଂକୀର୍ତ୍ତନ ପରିବେଷଣ ହେବ । ଅନ୍ୟପଟେ ଆସନ୍ତା ୯ ତାରିଖ ସୋମବାର ଦିନ ସନ୍ଧ୍ୟା ସମୟରେ ଭୁବନେଶ୍ୱର ରୁ ଆସିଥିବା ମଲ୍ଲାର ସଙ୍ଗୀତ ମୂର୍ଚ୍ଚନା  ସଂଗଠନ ଦ୍ଵାରା ସଙ୍ଗୀତ ସନ୍ଧ୍ୟା ପରିବେଷଣ କରାଯିବ ।  ଆଗାମୀ ୧୫ତାରିଖ ରେ ପ୍ରଭୁଙ୍କ ବିସର୍ଜନ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like