-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ରଥର ଶୁଭାରମ୍ଭ କଲେ ମାନ୍ୟବର ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା

07-Sep-2024



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ଆଜି ମାନ୍ୟବର ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣୀ ମନ୍ତ୍ରୀ ଶ୍ରୀଯୁକ୍ତ ବିଭୁତି ଭୂଷଣ ଜେନା ରାୟଗଡା ଜିଲ୍ଲା ଗସ୍ତ କରି ଆଜି ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ପଡ଼ିଆ ଠାରେ ସୁଭଦ୍ରା ରଥକୁ ଶୁଭାରମ୍ଭ କରିବା ସହିତ ମହିଳା ମାନଙ୍କୁ ସମ୍ବୋଦିତ କରିଥିଲେ l ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପାରୁଲ ପତାୱରୀ, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ମୁଖ୍ୟ ବିକାଶ ଅଧିକାରୀ ନିହାର ରଞ୍ଜନ କହଁର, ଏବଂ ଉପଜିଲ୍ଲାପାଳ ରୟାଗଡ଼ ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରl ଦେଵୀ ଉପସ୍ଥିତରେ ପ୍ରଚାର ପତ୍ର ଉନ୍ମୋଚନ କରିବା ସହିତ ହିତାଧିକାରୀଙ୍କୁ ସ୍ୱୀକାରକ୍ତି ପ୍ରଦାନ କରିଥିଲେ l ଜିଲ୍ଲାରେ ୬ଗୋଟି ରଥକୁ ଆଜି ମାନ୍ୟବର ମନ୍ତ୍ରୀ ଶ୍ରୀ ଜେନା ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି l ପ୍ରତ୍ୟେକ ରଥ ଦୁଇଟି ବ୍ଲକ ଆଜିଠାରୁ ପରୀକ୍ରମା କରିବ ଏବଂ ବ୍ଲକର ବିଭିନ୍ନ ଗ୍ରାମ ପଂଚାୟତ ର ପ୍ରତ୍ୟେକ ଗ୍ରାମକୁ ଯାଇ ସୁଭଦ୍ରା ଯୋଜନା ବିଷୟରେ ଲୋକଙ୍କୁ ସଚେତନତା କରିବ l  ନୂତନ ସରକାର ସୁଭଦ୍ରା ଯୋଜନାକୁ କାର୍ଯ୍ୟକାରିବାକୁ ଯାଇ ଆଜି ଠାରୁ ସଚେତନ ବାର୍ତ୍ତା ପ୍ରଚାର କରାଯିବ l ଏହି ରଥ

ଆଜିଠାରୁ ଆସନ୍ତା ୧୬ତରଖ ଯାଏଁ ଜିଲ୍ଲାର ଗ୍ରାମେ ଗ୍ରାମେ ବୁଲିବ ଏବଂ ସୁଭଦ୍ରା ବାର୍ତ୍ତା ପ୍ରଚାର କରିବ lଏହି ଯୋଜନାରେ ପ୍ରତ୍ୟେକ ମହିଳା ପାଞ୍ଚ ବର୍ଷରେ ୫୦ହଜାର ଟଙ୍କା ପାଇବେ ଏବଂ  ବର୍ଷକୁ ଦୁଇଟି କିସ୍ତିରେ ୧୦ହଜାର ଲେଖାଏଁ ପାଇବେ l ଯୋଗ୍ୟ ମହିଳାଙ୍କୁ ପ୍ରତ୍ୟେକ ବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ବିଶ୍ୱ ମହିଳା ଦିବସରେ ପ୍ରଦାନ କରାଯିବ l ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଶ୍ରୀମତୀ ପ୍ରତିମା ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଡିପିଏମ ଓଏଲଏମ ହେମନ୍ତ କୁନାର ବାଗ, ଡିପିସି ମମତା ଜିତେନ୍ଦ୍ର ମହାପାତ୍ର, ପୌର ନିର୍ବାହୀ ଅଧିକାରୀ, ସଦର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ, ମିନାକ୍ଷୀ ଦାଶ,ସୁଜାତା ତ୍ରିପାଠୀ, ପ୍ରତିମା ଦାଶ, ଶାନ୍ତନୁ ବେହେରା, ମଧୁଳତା ଦଣ୍ଡସେନା, ଇନ୍ଦ୍ରଜିତ ନାଏକ, ଭାସ୍କର ରେଡି, ମିଶନ ଶକ୍ତି ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀ, ଅଙ୍ଗନବାଡି କର୍ମୀ ଓ ସୁପରବାଇଜର ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like