-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର ମୁଖ୍ୟାଳୟରୁ ଗଡ଼ିଲା ସୁଭଦ୍ରା ସଚେତନତା ରଥ ଯୋଜନା ସମ୍ପର୍କିତ ଭ୍ରମ ଓ ଭ୍ରାନ୍ତ ଦୂର କରି ଲୋକଙ୍କୁ ସଠିକ ତଥ୍ୟ ପ୍ରଦାନ କରିବା ଲକ୍ଷ୍ୟ

07-Sep-2024



ବଲାଙ୍ଗିର(ପ୍ରେରଣା ଖବର): ମହିଳାଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାରଙ୍କ ଯୋଜନା ସୁଭଦ୍ରାର ଫର୍ମ ବଣ୍ଟନ ଓ ଆବେଦନ ପ୍ରକ୍ରିୟା ଇତିମଧ୍ୟରେ ଆରମ୍ଭ ହୋଇସାରିଛି । ଏହି ଯୋଜନା ସମ୍ପର୍କିତ ଲୋକଙ୍କ ଭିତରେ ରହିଯାଇଥିବା ଭ୍ରମ ଓ ଭ୍ରାନ୍ତ ଧାରଣାକୁ ଦୂର କରି ହିତାଧିକାରୀଙ୍କୁ ସଠିକ ତଥ୍ୟ ପ୍ରଦାନ ପୂର୍ବକ ସଚେତନ କରିବା ଲକ୍ଷ୍ୟ ନେଇ ସମଗ୍ର ରାଜ୍ୟରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି 

ଏଥିପାଇଁ  ଆଜି ଜିଲ୍ଲାର ସମସ୍ତ ବ୍ଲକ ଓ ପୌରାଞ୍ଚଳର ଅଧିବାସୀଙ୍କୁ ସୁଭଦ୍ରା ଯୋଜନା ସମ୍ପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିବା ପାଇଁ ସମୁଦାୟ ନଅ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରାଯାଇଛି । 
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ପତାକା ଦେଖାଇ ସୁଭଦ୍ରା ରଥର ଶୁଭାରମ୍ଭ କରିଥିଲେ । ଏହି ଉତ୍ସବରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସାଲୱାର, ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରୀ ଦ୍ୟଂଦେଓ , ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ , ମୁଖ୍ୟ ଉନ୍ନୟନ ଅଧିକାରୀ  ପ୍ରଭାତ ମହାପାତ୍ର ଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ |
ନିଜ ବିବୃତିରେ ଉପମୁଖ୍ୟମନ୍ତ୍ରୀ ଏହି ଯୋଜନା ରାଜ୍ୟ

ସରକାରଙ୍କ ମହିଳା ମାନଙ୍କ ପ୍ରତି ଥିବା ସମ୍ମାନ ଓ ସେମାନଙ୍କ କଲ୍ୟାଣ ଲାଗି ଥିବା ପ୍ରତିବଦ୍ଧତାର ପ୍ରମାଣ ବୋଲି କହିଥିଲେ ।
ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ଚାଲିଥିବା ଆବେଦନର କୌଣସି ଶେଷ ତାରିଖ ନାହିଁ, ସମସ୍ତ ଯୋଗ୍ୟ ମା ଓ ଭଉଣୀ ମାନଙ୍କୁ ଏହି ଯୋଜନାର ଲାଭ ନିଶ୍ଚୟ ମିଳିବ ବୋଲି କହିଥିଲେ । 
ଏହି ସଚେତନତା ରଥ ଚଳିତ ମାସ ୧୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବ । ଏହା ସହ ଉପମୁଖ୍ୟମନ୍ତ୍ରୀ ସର୍କିଟ ହାଉସ ରେ କୃଷି କ୍ଷେତ୍ର ପାଇଁ ଦୁଇଟି ଡ୍ରନର ଶୁଭ ଉଦଘାଟନ କରିଥିଲେ | ଏହାକୁ ଇଫକୋ ପ୍ରଦାନ କରିଛି | ଔଷଧ ସିଞ୍ଚନ ଭଳି ଜରୁରୀ କାମ ଏଥିରେ କରା ଯାଇପାରିବ | ଏହା ସହ କିଛି ହିତାଧିକାରୀଙ୍କୁ ସବସିଡି ଯୁକ୍ତ ଟ୍ରାକ୍ଟର ପ୍ରଦାନ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like