-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ରାୟଗଡା ଜିଲ୍ଲାରେ ଓ.ୟୁ.ଡବ୍ଲ୍ଯୁ.ଜେ ଲୋଗୋ ଉନ୍ମୋଚିତ

09-Sep-2024



ରାୟଗଡା (ସୁପ୍ରିୟା ଷଡଙ୍ଗୀ): ରାୟଗଡା ଜିଲ୍ଲାରେ ଓ.ୟୁ.ଡବ୍ଲ୍ଯୁ.ଜେ ଲୋଗୋ ଉନ୍ମୋଚନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ରାୟଗଡା ଠକର ବାପା ଆଶ୍ରମ ପରିସରରେ ଓଡିଶା  କର୍ମଜୀବୀ ସାମ୍ବାଦିକ ସଂଘ ଶାଖା ଆନୁକୂଲ୍ୟରେ ଜିଲ୍ଲା ସଭାପତି ଖଗେଶ୍ୱର ସିଂ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ସମ୍ମାନିତ ଅତିଥି ଭାବେ ଓ.ୟୁ.ଡବ୍ଲ୍ଯୁ.ଜେ  ରାଜ୍ୟ ସାଧାରଣ ସମ୍ପାଦକ ନିରଞ୍ଜନ ବିଶ୍ୱାଳ, ରାଜ୍ୟ ସମ୍ପାଦକ ନାରାୟଣୀ ପ୍ରସାଦ ମିଶ୍ର, ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ତପନ ହିଆଲ, ବର୍ତ୍ତ ହରିଜନ,  ସିଏଚ୍.ଶ୍ରୀନିବାସ, ଗୋପ ରଞ୍ଜନ ବକ୍ସିପାତ୍ର, ଶ୍ରମିକ ନେତା ନିରଞ୍ଜନ ପାତ୍ର, ପ୍ରମୁଖ ମଂଚାସୀନ ଥିଲେ. ଆଜି ପବିତ୍ର ନୂଆଖାଇ ଦିବସରେ ଅତିଥି ମାନଙ୍କ ଦ୍ୱାରା ଓ.ୟୁ.ଡବ୍ଲ୍ୟୁ. ଜେ ର ଲୋଗୋ ଉନ୍ମୋଚନ କରାଯାଇଛି l ଏହି ଅବସରରେ ଜିଲ୍ଲାର ବହୁ ବରିଷ୍ଠ ସାମ୍ବାଦିକ ଯୋଗ ଦେଇ ସଂଘର ଆଭିମୁଖ୍ୟ ଏବଂ ସଂଘ ସମ୍ପର୍କରେ ମତବ୍ୟକ୍ତ କରିଥିଲେ ଓ.ୟୁ. ଡବ୍ଲ୍ୟୁ.ଜେ  ରାୟଗଡା ସମେତ ଦକ୍ଷିଣ ଓଡିଶାରେ ସବୁ ବ୍ଲକରେ ସାମ୍ବାଦିକଙ୍କ ସହ ସଂଘ କିଭଳି କାର୍ଯ୍ୟ କରିବ ତାହା ଉପରେ ଆଲୋଚନା ହେଇଥିଲା l
ଆଜିର ଉତ୍ସବରେ ରାୟଗଡା ଜିଲ୍ଲାର ପ୍ରସାଦ ଲିମା, ରୁଦ୍ର ଚୌଧୁରୀ, ସୁପ୍ରିୟା ଷଡ଼ଙ୍ଗୀ, କିଶୋର ମହାନନ୍ଦିଆ, ତେଲି ନାୟକ, ଅଜିତ ଭତ୍ରୀୟା, ରବୀନ୍ଦ୍ର ସାହୁ, ଶେଖର ଖୁରାଙ୍କ ସମେତ ବହୁ ସାମ୍ବାଦିକ ଯୋଗ ଦେଇଥିଲେ l
ଶେଷରେ ଜେ.କେ ପେପର ମିଲ ର ଲୋକ ସମ୍ପର୍କ ଅଧିକାରିଣୀ ସ୍ମୃତିରେଖା କର ଯୋଗ ଦେଇ ବିଦ୍ୟାଳୟର ପିଲାମାନଙ୍କୁ ଖାତା ଓ କମ୍ପାସ ବାକ୍ସ ବଣ୍ଟନ କରିଥିଲେ l
କାର୍ଯ୍ୟକ୍ରମକୁ ଗୁଡ଼ାରୀ ସାମ୍ବାଦିକ ପ୍ରସାଦ ଲିମା ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like