-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   (24-Aug-2026)       ||      ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   (24-Aug-2026)       ||      ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||     

HOME   ରାଜ୍ୟ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିବା ଭଉଣୀକୁ ବଞ୍ଚାଇବାକୁ ଯାଇ ଭାଇର ମୃତ୍ୟୁ

03-Jan-2021



ଭବାନୀପାଟଣା (ପ୍ରେରଣା ଖବର): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ଥାନା ପରମାନନ୍ଦପୁର ଗାଁରେ ଶନିବାର ଏକ ଅଭାବନୀୟ ଦୁଃଖଦ ଘଟଣା ଘଟିଯାଇଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଥିବା ଭଉଣୀକୁ ବଞ୍ଚାଇବାକୁ ଯାଇ ଭାଇର ମୃତ୍ୟୁ ହୋଇଛି। ଘଟଣାରେ ୩ ଜଣ ଗୁରୁତର ହୋଇ ଭବାନୀପାଟଣା ସଦର ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ପୁଲିସ ସୂତ୍ରରୁ ପ୍ରକାଶ ଯେ ଶନିବାର ପରମାନନ୍ଦପୁର ଗାଁରେ ଗୁଡ଼ି ବୈଶାଲ (୨୦ ବର୍ଷ) ସକାଳୁ ଗାଧୋଇବା ପରେ ଲୁଗା ଶୁଖାଉଥିଲେ। ଏହି ସମୟରେ ଛାତ ଉପରେ ଯାଇଥିବା ସର୍ଭିସ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ କାକା ପୁଅ ଭୋଜରାଜ ବୈଶାଲ (୨୨ ବର୍ଷ) ଓ ଗୁଡ଼ିଙ୍କ ବାପା ଖଗେଶ୍ବର ବୈଶାଲ (୫୫ ବର୍ଷ), ନିଜ ଭାଇ ବଣ୍ଟି ବୈଶାଲ (୧୮ ବର୍ଷ) ଚେଷ୍ଟା କରିଥିଲେ। ଏହି ସମୟରେ ଘର ମଧ୍ୟକୁ ଯାଇଥିବା ସର୍ଭିସ୍‌ ତାରଟି ଛିଣ୍ଡି ପଡ଼ିଥିଲା। ପରିବାର ଲୋକେ ୪ଜଣ ଗୁରୁତରଙ୍କୁ ଭବାନୀପାଟଣା ସଦର ମୁଖ୳ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ଭୋଜରାଜ ବୈଶାଲଙ୍କ ମୃତ୍ୟୁ ହୋଇଛି। ଖବର ପାଇ ସଦର ଥାନା ପୁଲିସ୍‌ ଏଏସ୍‌ଆଇ ରାଜେଶ ଅଗସ୍ତି ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଭାଗ ଓ ସଂଭାଗ ଜ୍ଞାନ ବିଜ୍ଞାନ ମେଳାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର ଅପୂର୍ବ ସଫଳତା   24-Aug-2026
  ଜିଲ୍ଲା  
ଶିଶୁ-ବନ୍ଧୁ ପରିବେଶ ସୃଷ୍ଟି ନେଇ ଅଭିଭାବକ ଓ ଏସଏଚଜି ମହିଳାଙ୍କୁ ତାଲିମ   24-Aug-2026
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026

You Might Also Like