-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମାଁ ଶକ୍ତିଶାଳୀ ଯୁବକ ସଂଘ ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ

09-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ) ବରଗଡ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ବାଦିକଟା ଗ୍ରାମପଞ୍ଚାୟତ ଅଧିନସ୍ଥ ସାପଲହର ଠାରେ ମାଁ ଶକ୍ତିଶାଳୀ ଯୁବକ ସଂଘ ସାପଲହର ପକ୍ଷରୁ ପଶ୍ଚିମ ଓଡିଶାର ମହାନ ଗଣପର୍ବ ନୂଆଁଖାଇ ଭେଟଘାଟ ଉତ୍ସବ ପାଳିତ ହୋଇଯାଇଛି ।ସର୍ବପ୍ରଥମେ ଅନନ୍ତ କୁମାର ସାହୁ ନୂଆଁଖାଇ ଉପରେ ଆଧାରିତ ସଂଗୀତ ଗାନପରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସଂଘ ସଭାପତି ଶୋଭା ସାଗର ମେହେର ଓ ସଂପାଦକ ହାରାଧନ ପ୍ରଧାନ, ସଦସ୍ୟ ଆଶିଷ କୁମାର ସାହୁ,ହାରାଧନ ଜାଲଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ଟି ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ଭୋଲାନାଥ ମେହେର ପରିବେଶ ସମ୍ବନ୍ଧରେ ଓ ଲାଲବିହାରୀ ବଢେଇ କୃଷି ସମ୍ବନ୍ଧରେ ନିଜସ୍ଵ ମତପ୍ରଦାନ କରିଥିଲେ । ୫୦ କେଲୋ ର ବସ୍ତା ଦୈାଡ, ହୁଳହୁଳି ପ୍ରତିଯୋଗିତା,ଦୀପ ଜାଳିବା ପ୍ରତିଯୋଗିତା,କୁଇଜ୍ ପ୍ରତିଯୋଗିତା, ନୃତ୍ୟ ଗୀତ, କବି ସମ୍ମିଳନୀ, ଚଳିତ ବର୍ଷର ଗ୍ରାମର କୃତିତ୍ୱ ହାସଲ କରିଥିବା ଯୁବକ ଯୁବତୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଂଘର ପୁର୍ବତନ ସଂପାଦକ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପ୍ରଧାନ ତାଙ୍କ ଭାଷଣରେ ଗ୍ରାମର ଉନ୍ନତି ସକାଶେ ଯୁବ ସମାଜକୁ ପ୍ରେରଣା ଦେଇଥିଲେ। ଗ୍ରାମର ଭଦ୍ର ବ୍ୟକ୍ତି ତଥା ଶିକ୍ଷାପ୍ରେମୀ ସର୍ବଶ୍ରୀ:- ଟିକୁନୁ ସାହୁ, କ୍ଷୀତି ସାହୁ, ଶ୍ରୀ କ୍ଷମାନିଧି ବାରିକ, ଶ୍ରୀ ଦିପକ ପ୍ରଧାନ, ଶ୍ରୀଯୁକ୍ତ ସୁଦର୍ଶନ ନେଗୀ ପ୍ରମୁଖ ଉପସ୍ଥିତ ରହି କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରୁଥିଲେ। ମାଁ ଶକ୍ତିଶାଳୀ ଯୁବକ ସଂଘ ର ସଦସ୍ୟ ଅରୁଣ ପ୍ରଧାନ, ହିମାଂଶୁ ପ୍ରଧାନ, ବ୍ରଜମୋହନ ଜାଲ, ଭୂପେଶ ସରାଫ, ଲକ୍ଷ୍ମଣ ପଟେଲ, ସମେତ ସମସ୍ତ ସଦସ୍ୟଙ୍କ ସକ୍ରିୟ ଯୋଗଦାନ କରି କାର୍ଯ୍ୟକ୍ରମର ସଫଳ ରୂପାୟନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like