-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଶ୍ରୀଶ୍ରୀ ନୃସିଂହନାଥରେ ପାଳିତ ହେଲା ନୁଆଁଖାଇ ପର୍ବ

09-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପଶ୍ଚିମାଞ୍ଚଳର ଐତିହାସିକ କିମ୍ବଦନ୍ତୀ ପୂର୍ଣ୍ଣ ତିର୍ଥକ୍ଷେତ୍ର ଶ୍ରୀଶ୍ରୀ  ନୃସିଂହନାଥ ପୀଠରେ ମହାସମାରୋହରେ ପାଳିତ ହୋଇଯାଇଛି।ଏ ପରିପ୍ରେକ୍ଷୀରେ ହଜାର ହଜାର ଭକ୍ତ ଏକତ୍ରିତ ହୋଇ ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ନୂଆଁଖାଇ ପର୍ବ ଅତି ଆନନ୍ଦ ଉଲ୍ଲସିତ ଭାବେ ପାଳନ କରିଥିଲେ। ନୂଆଁଖାଇ ପଶ୍ଚିମଓଡିଶାର ମହାନ ଓ କୃଷିଭିତ୍ତିକ ଗଣପର୍ବ ହୋଇଥିବାରୁ ଯେ ଯେତେ ଦୂରେ ଥାଉନା କାହିଁକି ନୂଆଁଖାଇ ଖାଇବା ପାଇଁ ପହଞ୍ଚି ଥାନ୍ତି ନିଜ ଜନ୍ମମାଟି କୁ। ସ-ପରିବାର ମଧ୍ୟରେ ଦେଖା ଦେଇଥାଏ ଉତ୍ସାହ ଉଦ୍ଦିପନା।ପ୍ରତି ଗାଁ ଠୁ ଆରମ୍ଭ କରି ସହର ମାନଙ୍କରେ ଖୁସିରେ ପାଳନ ହୋଇଛି ନୁଆଁଖାଇ ପର୍ବ।ନୂଆଁ ଶସ୍ୟ ଧାନରୁ ଉତ୍ପନ୍ନ ନବାନ୍ନ ପାଇଁ "ଚୁଡ଼ା" ତିଆରି କରି ନିଜ ନିଜ ଇଷ୍ଟଦେବୀଙ୍କୁ ପ୍ରଥମେ ଅର୍ପଣ କରାଯାଏ।ଏ ଅବସରରେ ପଶ୍ଚିମ ଓଡ଼ିଶାର ପ୍ରାଚୀନ ପ୍ରସିଦ୍ଧ ତୀର୍ଥକ୍ଷେତ୍ର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ମହାପ୍ରଭୁ ମାର୍ଜାର କେଶରୀଙ୍କ ଠାରେ ଲାଗି ହୋଇଥିଲା ନବାନ୍ନ।ପ୍ରଭୁ ନୃସିଂହ ଠାକୁରଙ୍କୁ ନବାନ୍ନ ଅର୍ପଣ ପରେ ପାର୍ଶ୍ଵ ଦେବାଦେବୀଙ୍କୁ ନବାନ୍ନ ଲାଗି କରା ଯାଇଥିଲା। ଏହା ପରେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଭକ୍ତମାନେ ଏକାଠି ବସି  ନବାନ୍ନ ଭକ୍ଷଣ କଲେ ।ଆନନ୍ଦ ଉଲ୍ଲାସ ଶାନ୍ତିଶୃଙ୍ଖଳା ସହ ମହାପ୍ରଭୁ ନୃସିଂହନାଥ ପୀଠରେ ନବାନ୍ନ ଭକ୍ଷଣ କରି ନିଜକୁ ଧନ୍ୟ ମନେ କରିଛନ୍ତି ସାଧାରଣ ଜନତା। ନୃସିଂହନାଥ ମନ୍ଦିରରେ ଭଗବାନଙ୍କୁ ବିଶେଷ ପୁଜା କରାଯାଇଥିଲା । ବାଳବ୍ରହ୍ମଚାରୀ ପୂଜକ ମାନେ ମନ୍ଦିରରେ ବିଶେଷ ପୁଜା ପରେ ଭକ୍ତ ମାନଙ୍କୁ ଦର୍ଶନ କରାଇଥିଲେ | ନୃସିଂହ ନାଥ ମନ୍ଦିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ଅନେକ ଭକ୍ତ, ଶ୍ରଦ୍ଧାଳୁ ଏକତ୍ରିତ ହୋଇ ବହୁତ ସୁନ୍ଦର ଭାବେ ନୁଆଁଖାଇ ପର୍ବ ପାଳନ କରିଥିବାରୁ ଅଞ୍ଚଳବାସୀଙ୍କୁ ନୂଆଁଖାଇ ଜୁହାର କରିବା ସହ ଅଶେଷ ଅଶେଷ ଧନ୍ୟବାଦ ସହ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like