-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସୁରକ୍ଷିତ ଭବିଷ୍ୟତ ପାଇଁ ଗଛଟିଏ,ପ୍ରକୃତିପ୍ରେମୀଙ୍କ ନୂଆଁଖାଇ ଭେଟଘାଟ ସହିତ ପରିବେଶ ସୁରକ୍ଷା ପାଇଁ ଅଭିନବ ପ୍ରୟାସ

09-Sep-2024



ବରଗଡ଼ ବ୍ଲକ ସରସରା ପଞ୍ଚାୟତ ଅଧୀନସ୍ଥ ରେଙ୍ଗାଲ ପାଲି ଗ୍ରାମରେ ଚାରା ବଣ୍ଟନରେ ପ୍ରକୃତିପ୍ରେମୀଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରକୃତିବନ୍ଧୁ ଗିରିଧାରୀ ଡନସନାଙ୍କ ସଂଯୋଜନା କ୍ରମେ ଝାଡେଶ୍ୱର ବାବା ୟୁବାମଞ୍ଚ, ରେଙ୍ଗାଲ ପାଲିଙ୍କ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅଞ୍ଚଳର  ଶତାଧିକ ପରିବେଶ ପ୍ରେମୀ ଅଂଶ ଗ୍ରହଣ କରିଥିଲେ। ପରିବେଶବିତ୍ ସଂଜୟ ଖମାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପରିବେଶ ଭିତ୍ତିକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରକୃତି ବନ୍ଧୁ ନୀଳକଣ୍ଠ ସା, ମୁଖ୍ୟ ବକ୍ତା ଭାବେ ପରିବେଶ କର୍ମୀ ଜେଠୁ ଭୋଇ, ସମ୍ମାନିତ ଅତିଥି ଭାବରେ ବୈଲୋଚନ ପଧାନ,କେଦାର ନାଥ ସାହୁ, ଟଙ୍କଧର ପଧାନ,ସୁଶୀଲ ସାହୁ,ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଧର୍ମରାଜ ଭୋଇ ପ୍ରମୁଖ ଯୋଗ ଦେଇ ଚାରା ରୋପଣ ଓ ବଣ୍ଟନ କାର୍ଯ୍ୟରେ ସକ୍ରିୟ ସହଯୋଗ କରିଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉପସ୍ଥିତ ସମସ୍ତ ଅତିଥିଙ୍କ ଦ୍ଵାରା ବୃ୍କ୍ଷପୂଜନ

କରାଯାଇ ରେଙ୍ଗାଲପାଲି ଗ୍ରାମର ପଥପାର୍ଶ୍ବରେ ରେଙ୍ଗାଲ ଗଛର ଚାରା ରୋପଣ କରାଯାଇଥିଲା।ପାନ ଅଏରୀ, ସ୍ଥଳ ପଦ୍ମ, କଳା ହଳଦୀ, ଭୃଶଙ୍ଗ, କାଞ୍ଚନ, ଲେମ୍ବୁ, ଟେଭା, ସେଓ, ଆମ୍ବ, ଅଶୋକ, ଗୁଡମାରୀ, ପିସ୍ତାବାଦାମ, ପାନ ଅଏରୀ, ବେଲ, ବାଉଁଶ, ମନି ପ୍ଲାଣ୍ଟ, ପିଜୁଳି, ଚକ୍ରକେଦାର, ତୁତ୍, ବ୍ରଜମଲ୍ଲୀ, ଅପରାଜିତା,ଅନ୍ନପୂର୍ଣ୍ଣା, ଇନସୁଲିନ୍, ଅମୃତଭଣ୍ଡା,, ଭୂଇଁନିମ୍ବ, ପଣସ ଆଦି ବିଭିନ୍ନ ପ୍ରଜାତିର ଶତାଧିକ ଚାରା ମାଗଣାରେ ବଣ୍ଟନ କରାଯାଇଥିଲା।ଏହି ଅବସରରେ ପରିବେଶ ସୁରକ୍ଷା କାର୍ଯ୍ୟରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରକୃତି ବନ୍ଧୁ ନୀଳକଣ୍ଠ ସା, ପରିବେଶବିତ୍ ସଂଜୟ ଖମାରୀ, ବୈଲୋଚନ ପଧାନ, କେଦାରନାଥ ସାହୁ, ରାମଚନ୍ଦ୍ର ସାହୁ, ରାମଚନ୍ଦ୍ର ନାଏକ ଏବଂ ଭୋକୁଳାନନ୍ଦ ଦାଶଙ୍କୁ ଟ୍ରଫି ସହ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା । ଅତିଥିଙ୍କ ସମେତ ପ୍ରକୃତି ବନ୍ଧୁ ମୀନକେତନ ସାହୁ ,ଦିଲ୍ଲୀପ ମହାପାତ୍ର, ଶିକ୍ଷକ ପ୍ରକାଶ ଭୁଏ ଉପସ୍ଥିତ ରହି ପ୍ରକୃତି ପ୍ରେମୀ ମାନଙ୍କୁ ଚାରା ବଣ୍ଟନ ଓ ଚାରାରୋପଣ କାର୍ଯ୍ୟରେ ସହଯୋଗ କରିଥିଲେ ।ପ୍ରକୃତି ବନ୍ଧୁ

ଗିରିଧାରୀ ଡନସନାଙ୍କ ନିଜସ୍ୱ ଉଦ୍ୟମରେ ପ୍ରସ୍ତୁତ ଓ ସଂଗୃହୀତ ଏତାଦୃଶ ପରିବେଶ ସଚେତନତା ଉଦ୍ୟମକୁ ସମସ୍ତ ମହଲରେ ପ୍ରଶଂସା କରାଯାଉଛି।ଚାରା ରୋପଣ ଓ ବଣ୍ଟନରେ ଡିଲେଶ୍ବର ଡନସନା, ହିମାଂଶୁ ବଞ୍ଛୋର୍, ବିନୋଦ ବାଗ, ଅଂଶୁମାନ ଭୋଇ , ସୋକିଲାଲ ଡନସନା, ଶୁଭମ୍ ମେହେର, ଯାଦବ ଭୋଇ, ବିଜୟ ମହାନ୍ତିଙ୍କ ସମେତ ଝାଡେଶ୍ୱର ବାବା ଯୁବାସଂଘର ସମସ୍ତ ସଦସ୍ୟ ଏବଂ ଡନସନା ପରିବାର ସହଯୋଗ କରିଥିଲେ। ପ୍ରକୃତି ବନ୍ଧୁ ସୁଶାନ୍ତ ପଣ୍ଡା ସଭାକାର୍ଯ୍ୟ ପରିଚାଳନା କରିଥିବା ବେଳେ ଗିରିଧାରୀ ଡନସନା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like