-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||      ପାଟଣେଶ୍ୱରୀ ମନ୍ଦିର ପାରଂପାରିକ ରୀତିନୀତିରେ ସମ୍ପୁର୍ଣ୍ଣ ହେଲା କାଲିପୂଜା   (09-Nov-2026)       ||      ମାଣ୍ଡେଲ ଗ୍ରାମରେ କୁଲତା ସମାଜର ଜିଲ୍ଲା ଓ ଆଞ୍ଚଳିକ କମିଟିର ସମାବେଶ ଏବଂ ବନ୍ଧୁ ମିଳନ କାର୍ଯ୍ୟକ୍ରମ   (09-Nov-2026)       ||      *ବରୀ ବ୍ଲକ୍ କାର୍ଯ୍ୟାଳୟରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୯୨ଟି ଅଭିଯୋଗ ପତ୍ର ମଧ୍ୟରୁ ୨୦ଟିର ତୁରନ୍ତ ସମାଧାନ*   (09-Nov-2026)       ||     

HOME   ଜିଲ୍ଲା

ଆମ୍ବୁଲାନ୍ସ ଆସିପାରିଲା ନାହିଁ, ବୃଦ୍ଧାଙ୍କ ଚାଲିଗଲା ଜୀବନ

09-Sep-2024



ହରଭଙ୍ଗା(ଦେବବ୍ରତ ଦାଶ):-ବିକାଶର ବିକଳ ଚିତ୍ର । ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ । ଖଟିଆ ରେ ବୁହା ହେଲେ ରୋଗୀ । ଟିକେ ଭଲରେ ଦେଖନ୍ତୁ ଏ ଦୃଶ୍ୟ । କିଭଳି ଗ୍ରାମବାସୀ ଖଟିଆ ରେ ବୋହି ନେଇ ଯାଉଛନ୍ତି ରୋଗୀ କୁ । ରୋଗୀ କୁ ଖଟିଆ ରେ ବୋହିକି ନେବା ସମୟରେ ଅଧା ରାସ୍ତା ରେ ଅକାଳରେ ଚାଲିଗଲା ବୃଦ୍ଧା ଙ୍କ ଜୀବନ । ସୂଚନାମୁତାବକ ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ ଅନ୍ତର୍ଗତ ରାଶିସାହି ଗ୍ରାମର ଦୁର୍ଯ୍ୟଧନ ନାୟକ ଙ୍କ ମା ଇନ୍ଦୁମତୀ ନାୟକ ଙ୍କ ଦେହ ଅସୁସ୍ଥ ହୋଇ ପଡିବାରୁ ପରିବାର ଲୋକେ ଆମ୍ବୁଲାନ୍ସ କୁ ଖବର ଦେଇଥିଲେ । କିନ୍ତୁ ରାଣୀସାହି ଗାଁ କୁ ପକାରାସ୍ତା ନଥିବାରୁ ଆମ୍ବୁଲାନ୍ସ ଆସିପାରିଲା ନାହିଁ । ଗାଁ ଠାରୁ ଦୂରରେ ଅପେକ୍ଷା କରି ରହିଲା । ଆମ୍ବୁଲାନ୍ସ ଆସି ନ ପରିବାରୁ ଗାଁ ଲୋକେ ଇନ୍ଦୁମତି ଙ୍କୁ ଖଟ କୁ ଦୋଳା କରି ଆମ୍ବୁଲାନ୍ସ ନିକଟକୁ ଆଣିବା ପାଇଁ ପ୍ରୟାସ କରିଥିଲେ । ଗୋଟିଏ ପଟେ ଗାଁ କୁ ରାସ୍ତା ନଥିବା ବେଳେ ଅନ୍ୟପଟେ ଦୋଳରେ ବୋହି ପାହାଡ ରାସ୍ତା ଅତିକ୍ରମ କରି ଆସିବା ରେ ବହୁ ବିଳମ୍ବ ହୋଇଥିଲା । ଫଳରେ ଅଧାରାସ୍ତାରେ ଇନ୍ଦୁମତି ଙ୍କ ଦେହ ଅଧିକ ଅସୁସ୍ଥ ହେବାରୁ ତାଙ୍କର ମୃତ୍ୟୁ ଘଟିଥିଲା । ପରେ ପରିବାର ଲୋକେ ଆମ୍ବୁଲାନ୍ସ ନିକଟରୁ ପୁର୍ନବାର ଇନ୍ଦୁମତି ଙ୍କ ଶରୀର କୁ ଗାଁ କୁ ଫେରାଇ ଆଣିଥିଲେ ଆମ୍ବୁଲାନ୍ସ ଫେରି ଯାଇଥିଲେ । ଯାହାକୁ ନେଇ ଗାଁ ରେ ଏକ ପ୍ରକାର ଶୋକାକୁଳ ପରିବେଶ ସୃଟି ହୋଇଛି । ଅନ୍ୟପଟେ ଗାଁ କୁ ଗୋଟିଏ ପକା ରାସ୍ତା ନିର୍ମାଣ ପାଇଁ ଆଜି ପର୍ଯ୍ୟନ୍ତ ଜିଲ୍ଲା ପ୍ରଶାସନ ନିକଟରେ ଗ୍ରାମବାସୀ ଦାବି କରି ଆସୁଥିଲେ ମଧ୍ୟ କୌଣସି ପ୍ରକାର ସମାଧାନ ହୋଇପାରୁ ନାହିଁ । ଯାହାଫଳରେ ଆଜି ଏଭଳି ଏକ ଦୁଃଖଦ ଘଟଣା ଘଟିଗଲା । ରୋଗୀ କୁ ଠିକ ସମୟରେ ସ୍ୱାସ୍ଥ୍ୟସେବା ନ ମିଳିବାରୁ ଅକାଳ ରେ ଚାଲିଗଲା ବୃଦ୍ଧା ଙ୍କ ଜୀବନ । ଅନ୍ୟପଟେ ପ୍ରତିବର୍ଷ ଏହି ଭଳି ଭାବେ ଆମ୍ବୁଲାନ୍ସ ନ ପରିବାରୁ ବହୁ ରୋଗୀ ଙ୍କ ଜୀବନ ଅକାଳ ରେ ଚାଲିଯାଉଛି ବୋଲି ଗ୍ରାମବାସୀ ସୂଚନା ଦେଇଛନ୍ତି । ଯାହାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଗାଁ କୁ ଯଥାଶୀଘ୍ର ରାସ୍ତା ନିର୍ମାଣ ପାଇଁ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026
  ଜିଲ୍ଲା  
ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   10-Nov-2026
  ଜିଲ୍ଲା  
*ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   10-Nov-2026
  ଜିଲ୍ଲା  
ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   10-Nov-2026

You Might Also Like