-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କୁ ପାଇକମାଲ ନାଗରିକ କମିଟି ତରଫରୁ  ସମ୍ୱର୍ଦ୍ଧନା 

09-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ସାଂସଦ ପ୍ରଦୀପ ପୁରୋହିତଙ୍କୁ ପାଇକମାଲ ନାଗରିକ କମିଟି ପକ୍ଷରୁ ଜୋରଦାର ସମ୍ବର୍ଦ୍ଧନା ଦିଆଯାଇଛି । ଏନେଇ ସମ୍ୱର୍ଦ୍ଧନା ସଭାରେ ନାଗରିକ କମିଟିର ସଭାପତି ମନୋଜ କୁମାର ତ୍ରିଦେବୀ ସଭାପତିତ୍ବ କରିଥିଲେ । ଅତିଥି ଭାବରେ ସାଂସଦ ପ୍ରଦୀପ ପୁରୋହିତ ଯୋଗଦେଇ ଥିବାବେଳେ କମିଟିର ବରିଷ୍ଠ ସଭ୍ଯ ଅନିଲ କାଲିଆ,ଦିଲ୍ଲୀପ ଅଗ୍ରୱାଲ,ବଡ ଶତପଥୀ,ଲିଙ୍ଗରାଜ ମିଶ୍ର,ଗୋବର୍ଦ୍ଧନ ଅଗ୍ରୱାଲ ତଥା କୋକିଲ ସାହୁ ପ୍ରମୁଖ ମଞ୍ଚାସୀନ ଥାଇ ସାଂସଦ ଶ୍ରୀ ପୁରୋହିତଙ୍କ ପ୍ରଚେଷ୍ଟା ଯୋଗୁଁ ବରଗଡ ଭାୟା ପଦ୍ମପୁର ନୁଆପଡା ରେଲୱେ ଲାଇନ ମଂଜୁର  ହେଉଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଆଜି ଏକ ସ୍ୱତନ୍ତ୍ର ସଭାର ଆୟୋଜନ ହୋଇଛି ବୋଲି କରିଥିଲେ ନାଗରିକ କମିଟିର ସଭାପତି ଶ୍ରୀ ତ୍ରିବେଦୀ ମତପ୍ରଦାନ କରିଥିଲେ।କମିଟିର ସଦସ୍ୟ ମାନେ ଉପଢ଼ୌକନ ସହଫୁଲତୋଡ଼ା ଦେଇ ସମ୍ବର୍ଦ୍ଧିତ କରିଥିଲେ,ସଂପାଦକ ନୀଳମଣି ପଣ୍ତା ମାନପତ୍ର ପଠନ କଲାପରେ ସାଂସଦଙ୍କୁ ଏହା ପ୍ରଦାନ କରାଯାଇଥିଲା । ସଭାର ଉଦ୍ଦେଶ୍ଯ ଜ୍ଞାପନ ତଥା ମଞ୍ଚ ପରିଚାଳନା କରିଥିଲେ ସରୋଜ ସାମଲ । ସାଂସଦ ଶ୍ରୀ ପୁରୋହିତ ଦୀର୍ଘ ତିନି ଦଶନ୍ଧି ଧରି ଏହି ରେଳୱେ ଲାଇନ ହୋଇ ପାରୁନଥିଲା ତାଙ୍କ ପ୍ରଚେଷ୍ଟା କିପରି ଥିଲା ସେ ବିଷୟ ସଭାରେ ନିଜର ମତବ୍ୟକ୍ତ କରିଥିଲେ । ଏଥି ସହ ଏ ଅଞ୍ଚଳ ପାଇଁ ଯାହା ସମ୍ଭବ ତାହା ନିଶ୍ଚିତ କରିବି ବୋଲି ନିଜସ୍ବ ମତବ୍ୟକ୍ତ କରିଥିଲେ । ଆହୁରି ମଧ୍ଯ ପାଇକମାଲରେ ଏକ ଶୌଚାଳୟ ନିହାତି ଦରକାର ଥିବାରୁ କୋଡ଼ିଏ ଲକ୍ଷ ଟଙ୍କା ବ୍ଯୟରେ ନିଜସ୍ବ ପାଣ୍ଠିରେ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ । ପାଇକମାଲ ଅଞ୍ଚଳର ବିଭିନ୍ନ ସାମାଜିକ ଅନୁଷ୍ଠାନ ବିଭିନ୍ନ ସମାଜର ପ୍ରତିନିଧି ମଣ୍ଡଳୀର ସଭ୍ଯ ମାନେ ଆସି ସାଂସଦଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଏ ପରିକି ସଂଗ୍ରାମୀ ସାଥି ପରିଷଦ ପାଣିମୋରା ସହିଦ ଗ୍ରାମରୁ ଏକ ପ୍ରତିନିଧି ଦଳ ଆସି ସାଂସଦଙ୍କୁ ସମ୍ବର୍ଦ୍ଧିତ କରିବା ସହ ଆଗାମୀ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ମହୋତ୍ସବରେ ମୁଖ୍ଯ ଅତିଥି ଭାବେ ଯୋଗ ଦେବାପାଇଁ ନିମନ୍ତ୍ରଣ କରିଥିଲେ । ଶେଷରେ ବଡ ଶତପଥୀ ସମସ୍ତଙ୍କୁ ନୁଆଁଖାଇ ଜୁହାର ଜଣାଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like