-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ନୁଆଁଖାଇରେ ବିଭିତ୍ସ ହତ୍ୟାକାଣ୍ଡ, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା

09-Sep-2024



କଣ୍ଟାମାଳ (ଜୟକୁମାରମହାରଣା): ଘରୋଇ କଳହକୁ କେନ୍ଦ୍ର କରି ସ୍ତ୍ରୀର ଗଳାକାଟି ହତ୍ୟା କଲା ସଇତାନ ସ୍ୱାମୀ ।ଏଭଳି ଏକ ଲୋମହର୍ଷକ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଚାରଭାଟି ଗାଁରେ ।ମୃତକ ହେଲେ ସେହି ଗାଁର ଝିଅ ଅଞ୍ଜଳୀ ତରିଆ (୨୨)ବର୍ଷ ।ଗତ ୪ବର୍ଷ ତଳେ ଅଞ୍ଜଳୀ ଘଣ୍ଟାପଡା ଥାନା ବଡବାହାଲ ଗାଁର ସର୍ବେଶ୍ଵର ନାଏକଙ୍କୁ ରୀତିନୀତି ଅନୁଯାୟୀ ବିବାହ କରିଥିଲେ ।ବାହାଘରକୁ ଚାରି ବର୍ଷ ହୋଇଥିବାବେଳେ ତାଙ୍କର ଏକ ତିନି ବର୍ଷୀୟ ଝିଅ ରହିଛି। ବିଭିନ୍ନ ସମୟରେ କୌଣସି କାରଣକୁ ନେଇ ଉଭୟ ପତିପତ୍ନୀଙ୍କ ମଧ୍ୟରେ ଝଗଡା ଲାଗି ରହୁଥିଲା ।ଏନେଇ ସେମାନେ ଅନେକ ଥର ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି ।ଉଭୟଙ୍କ ମଧ୍ୟରେ ବାରମ୍ବାର ଝଗଡା ହେବା ଫଳରେ ଝିଅ ଅଞ୍ଜଳି ନିଜ ବାପଘର ଚାରଭାଟି ଗ୍ରାମରେ ରହିଆସୁଥିଲେ ।କିନ୍ତୁ ଗତ ରବିବାର ନୂଆଁଖାଇ ଥିବାବେଳେ ସର୍ବେଶ୍ୱର ତାଙ୍କ ଶ୍ୱଶୁର ଘର ଚାରଭାଟି ଗ୍ରାମରେ  ଥିଲେ । କୌଣସି କାରଣରୁ ବିଳମ୍ବିତ ରାତିରେ ପୁନର୍ବାର ଉଭୟ ପତିପତ୍ନୀଙ୍କ ମଧ୍ୟରେ ଝଗଡା ହୋଇଥିଲା । ଫଳରେ ରାଗରେ ଉତ୍ୟକ୍ତ ସର୍ବେଶ୍ୱର ଏକ ଧରୁଆ ଅସ୍ତ୍ରରେ ସ୍ତ୍ରୀ  ଅଞ୍ଜଳିର ଗଳା କାଟି ହତ୍ୟା କରି କୁଆଡେ ମୋଟରସାଇକେଲ ଧରି ଫେରାର ମାରିଥିଲେ । ଏନେଇ ପରିବାର ଲୋକେ ୧୦୮ ଆମ୍ବୁଲାନ୍ସ ଯୋଗେ ଅଞ୍ଜଳିଙ୍କୁ କଣ୍ଟାମାଳ ଡାକ୍ତରଖାନାକୁ ନେଇଥିଲେ । ଡାକ୍ତର ସେଠାରେ ଅଞ୍ଜଳିକୁ ମୃତ ଘୋଷଣା କରିଥିଲେ ।କଣ୍ଟାମାଳ ପୋଲିସ ଖବର ପାଇ ଶଵ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । ସେପଟେ ହତ୍ୟାକାରୀ ସର୍ବେଶ୍ଵର ଘଟଣା ସ୍ଥଳରୁ ଫେରାର ମାରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like