-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଆର୍ ଜି କର ହସ୍ପିଟାଲ୍ ମହିଳା ଡ଼ାକ୍ତରଙ୍କ ମୃତ୍ୟୁ ଘଟଣା, ଏକ ମାସ ପରେ ନ୍ୟାୟ ପାଇଲେନି ପରିବାର- ଫୋଗସି ଏସୋସିଏସନ୍ ବରଗଡ଼ ଶାଖା ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ 

09-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଏକ ମାସ ଆଜି ହୋଇଗଲା ହେଲେ କୋଲକତା ଆର ଜି କର ମେଡ଼ିକାଲ ହସ୍ପିଟାଲ୍ ରେ ଘଟିଥିବା ଘଟଣାର ନ୍ୟାୟ ପାଇଲେନି ପୀଡ଼ିତାଙ୍କ ପରିବାର। କାର୍ଯ୍ୟରତ ମହିଳା ଡ଼ାକ୍ତର , ନର୍ସ , ସୁଇପର ଆଦି ମହିଳା କର୍ମଚାରୀ ଆଜି ଦେଶରେ ଆଦୌ ସୁରକ୍ଷିତ ନାହନ୍ତି। ନିଜ ଜୀବନକୁ ବାଜି ଲଗାଇ ଦିନ ରାତି ରୋଗୀଙ୍କ ସେବା ଯତ୍ନ କରୁଥିବା ମହିଳା କର୍ମଚାରୀ ଆଜିକାର ଦିନରେ ସମ୍ପୂର୍ଣ୍ଣ ଅସୁରକ୍ଷିତ ମଣୁଛନ୍ତି। ସରକାର ଗୋଟେ ମାସ ପରେ ବି ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦେଇ ପାରି ନାହାଁନ୍ତି। ଦେଶରେ ଗୋଟିଏ ପରେ ଗୋଟେ ଏମିତି ହୃଦୟ ବିଦାରକ କାଣ୍ଡ ଘଟୁଛି ହେଲେ ସରକାରଙ୍କ ନିଦ ଭାଙ୍ଗୁନି କି କୌଣସି ନିୟମ କାନୁନ୍ ଲାଗୁ କରୁନାହାନ୍ତି।ବର୍ତ୍ତମାନ ଦେଶରେ ମହିଳା କର୍ମଚାରୀ ସୁରକ୍ଷା ନିହାତି ଜରୁରୀ। ଆଜି ଫାସ୍କ ପକ୍ଷରୁ ସାରା ଭାରତରେ ପ୍ରତିବାଦ କରାଯାଇଛି। କୋଉଠି ଧାରଣା ଦିଆଯାଇଛି ତ, କୋଉଠି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦେବା ପାଇଁ । ଆଜି ବରଗଡ଼ ଠାରେ ଡ଼ାକ୍ତର ଶକ୍ତି କୁମାର ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଡ଼ାକ୍ତର ପ୍ୟାରୀଲାଲ ତ୍ରିପାଠୀ,ଡ଼ାକ୍ତର  ସୁବଳ କର ଆଇଏମ୍ଏ ର ସଂପାଦକ-ଡ଼ାକ୍ତର ଅର୍ଜୁନ ମେହେର, ଡ଼ାକ୍ତର ପ୍ରବୀଣ ଅଗ୍ରୱାଲ, ଡ଼ାକ୍ତର ଇପ୍ସିତା ଦେବତା, ଡ଼ାକ୍ତର କଲ୍ଲୋଲା ବେଜ୍, ଡ଼ାକ୍ତର ଅଶ୍ଵିନୀ ଭୋଇ,ଶୀତଳ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ। ଏତେ ବଡ ଘଟଣାକୁ କେନ୍ଦ୍ର ସରକାର ତଥା ରାଜ୍ୟ ସରକାର ହାଲକା ଭାବରେ ନେଉ ଥିବାରୁ କ୍ଷୋଭ ପ୍ରକାଶ କରିଥିଲେ ।ତୁରନ୍ତ ପୀଡ଼ିତା ପରିବାକୁ ନ୍ୟାୟ ମିଳୁ ବୋଲି ସରକାରଙ୍କୁ ଦାବି ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like