-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଝାଏଁରେ ବନ୍ଦପାଲି କଳାପଟା ଛକରେ ନୂଆଁଖାଇ ଭେଟଘାଟ 

09-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବରପାଲି ବ୍ଳକ୍ ଅନ୍ତର୍ଗତ ବନ୍ଧପାଲି ଗ୍ରାମ କଲାପଟା ଛକ ଠାରେ ନୁଆଁଖାଇ ଭେଟ୍‌ଘାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିଥି ମାନଙ୍କ ଦ୍ବାରା ମାଁ ସମ୍‌ଲେଇ ପୁଜନ ସହିତ ଗ୍ରାମର ଦୁତିଆ ମେହେର ପ୍ରାରମ୍ଭିକ ସୁଚନା ପ୍ରଦାନ କରି ଥିଲେ । ଝାଏଁରେ ବନ୍ଧପାଲି କଲାପଟା ସାହିତ୍ୟ ସଂସଦ ର ସମ୍ପାଦକ ଭରତ ନାଏକ ଅତିଥି ପରିଚୟ ଓ ସଭାକାର୍ଯ୍ୟ ପରିଚାଳନା କରିଥିଲେ ।ପିନି ସାହୁ ପ୍ରାରମ୍ଭିକ ସଙ୍ଗିତ ଗାନ କରିଥିଲେ।
ସଭାକାର୍ଯ୍ୟରେ ସଭାପତି ଶ୍ରୀଯୁକ୍ତ ପବିତ୍ର ମୋହନ ଗହିର, ମୁଖ୍ୟବକ୍ତା ନବୀନ କିଶୋର ଗହିର,ମୁଖ୍ୟ ଅତିଥି ସରପଞ୍ଚ ରମେଶ ମେହେର,ଓ ସମ୍ମାନିତ ଅତିଥି ଭାବେ ସନ୍ତୋଷ ଦାଶ, ଜିତେନ୍ଦ୍ରିୟ ସାହୁ, ସୁରେନ୍ଦ୍ର ବାରିକ୍,ଗଣେଶ ଗହିର, ମଞ୍ଚାସୀନ ହୋଇ ନୁଆଁଖାଇ ବାବଦରେ ଅଭିଭାଷଣ ପ୍ରଦାନ କରିଥିଲେ। ଉକ୍ତ ସଭାରେ ଗ୍ରାମର ମାନ୍ୟଗଣ୍ୟ ବ୍ୟକ୍ତି ମାନଙ୍କୁ ଉପଢ଼ୌକନ ଓ ପୁଷ୍ପଚନ୍ଦନରେ  ସମ୍ମାନୀତ କରାଯାଇଥିଲା ।ସଭାକାର୍ଯ୍ୟର ଅନ୍ତିମ ପର୍ଯ୍ୟାୟରେ ଝାଏଁରେ କଲାପଟା ସାହିତ୍ୟ ସଂସଦ ସଭାପତି ଭରତ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ଦିତୀୟ ପର୍ଯାୟରେ ବ୍ୟଙ୍ଗ କବି ଭରତ ନାଏକଙ୍କ ସଂଯୋଜନାରେ ଗ୍ରାମର ଛୋଟ ବଡ ବାଳକ ବାଳିକାଙ୍କ ଦ୍ଵାରା ସମ୍ବଲପୁରୀ ନାଚ ପ୍ରଦର୍ଶନ କରାଯାଇଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like