-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ବାଳିକା ହାଇସ୍କୁଲ ଭୁକ୍ତାରେ ହାତାଧୁଆ ଦିବସ ପାଳିତ

10-Sep-2024



ବରଗଡ଼(ପ୍ରେରଣା ଖବର): ଆଜି ମଙ୍ଗବାର ଦିନ ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ବାଳିକା ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ସ୍ବଚ୍ଛତା ପକ୍ଷର ଦଶମ ଦିନରେ ଆଜି ସ୍ୱଚ୍ଛତା ଅଂଶଗ୍ରହଣ ଦିବସ ଓ ହାତାଧୂଆ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ସମସ୍ତେ ଅଗ୍ରପୂଜ୍ୟ ଗଣେଶଙ୍କ ମୂର୍ତ୍ତିରେ ଧୂପଦୀପ ଓ ନୈବେଦ୍ୟ ଅର୍ପଣ କରିଥିଲେ । ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ଅଲିନା ଦାଶ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସାହୁ ଦୈନନ୍ଦିନ ଜୀବନରେ ହାତ ଧୋଇବାର ଆବଶ୍ୟକତାକୁ  ଛାତ୍ରୀମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ସହିତ ଖାଇବା ପୂର୍ବରୁ ଓ ପରେ, ଶୌଚାଳୟ ବ୍ୟବହାର ପରେ, ବାଗିଚା କାମ,,ସଫେଇ ପରେ  ଠିକ୍ ଭାବରେ ହାତ ଧୋଇବାର କୌଶଳ  ଶିକ୍ଷା ପ୍ରଦାନ କରିଥିଲେ । ବିଜ୍ଞାନ ଶିକ୍ଷକ୍ ଚୌବାର୍ଗ ଭୋଇ ନିରାପଦ ପାନୀୟ ଜଳ ବ୍ୟବହାର,ଜଳ ସଂପର୍କିତ ରୋଗ ସମ୍ପର୍କରେ ଛାତ୍ରୀମାନଙ୍କୁ ସଚେତନ କରାଇଥିଲେ । ବରିଷ୍ଠ ଶିକ୍ଷକ ଶ୍ରୀଯୁକ୍ତ ସନ୍ତୋଷ ମେହେର ବିଦ୍ୟାଳୟକୁ , ନିଜ ଘର, ନିଜ ଗ୍ରାମ ପରିବେଶକୁ ପରିଷ୍କାର ପରିଚ୍ଛନ୍ନ ରଖିବାପାଇଁ  ଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ । ସ୍ୱଚ୍ଚ ରହିବା ପାଇଁ ପ୍ରତ୍ୟେକ ଛାତ୍ରୀ ବୃକ୍ଷରୋପଣ କରି ଗୋଟିଏ ଲେଖାଏଁ ବୃକ୍ଷର ଯତ୍ନ ନେବା ପାଇଁ ବୁଝାଇଥିଲେ । ସହକାରୀ ଶିକ୍ଷକ ଶ୍ରୀଯୁକ୍ତ ଗୋଲେଖ ପଧାନ ଓ ଜ୍ୟୋତ୍ସ୍ନାରାଣୀ ସାହୁ ଛାତ୍ରୀମାନଙ୍କ ମଧ୍ୟରେ ତର୍କ, ସଙ୍ଗୀତ ଚିତ୍ରାଙ୍କନ ପ୍ରତିଯୋଗିତା କରାଇଥିଲେ ।

ସଙ୍ଗୀତ ପ୍ରତିଯୋଗୀତାରେ  ପ୍ରଥମ ନନ୍ଦିନୀ ସା ନବମ ଶ୍ରେଣୀ, ଦ୍ୱିତୀୟ ସନ୍ଧ୍ୟା ଦାସ ନବମ ଶ୍ରେଣୀ,  ପୂଜା ସିଂହ ନବମ ଶ୍ରେଣୀ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ଚିତ୍ରାଙ୍କନ ପ୍ରତିଯୋଗିତାରେ ଗାୟତ୍ରୀ କୁମ୍ଭାର ନବମ ଶ୍ରେଣୀ ପ୍ରଥମ, ରଶ୍ମୀ ପଟେଲ ନବମ ଶ୍ରେଣୀ ଦ୍ବିତୀୟ,ପ୍ରୀତି ସେଠ୍ ତୃତୀୟ ସ୍ଥାନ ଅଧିକାର କରି  ପୁରସ୍କୃତ ହୋଇଥିଲେ । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ସମସ୍ତ ଛାତ୍ରୀ ସହଯୋଗ କରିଥିଲେ ।  ଶେଷରେ ବିଦ୍ୟାଳୟର ଚିତ୍ତରଂଜନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like