-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପରବାସୀ କୁଟୁମର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ

10-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ବ୍ଲକ ପଡ଼ା ଗ୍ରାମରେ ପରବାସୀ କୁଟୁମ୍ ର ୧୦ମ ନୂଆଁଖାଇ ଭେଟଘାଟ  ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସୋମବାର ଦିନବ୍ୟାପୀ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କବି, ସାହିତ୍ୟିକ, ବୁଦ୍ଧିଜିବୀ ପ୍ରମୁଖ ବହୁ ସଂଖ୍ୟାରେ  ଅଂଶ ଗ୍ରହଣ କରିଥିଲେ। ଗ୍ରାମ୍ୟ ଦେବୀ ଓ ମାଁ ସମଲେଶ୍ଵରୀଙ୍କ ଠାରେ ପୂଜାର୍ଚ୍ଚନା କରିବା ପରେ ଭେଟଘାଟ ସଭା ଆରମ୍ଭ ହୋଇଥିଲା । ପରିଷଦର ସଭାପତି କପିଲେଶ୍ୱର ଖମାରୀଙ୍କ ପୌରୋହିତ୍ୟର ଆୟୋଜିତ ସଭାରେ ସମ୍ପାଦକ ସଚ୍ଚିଦାନନ୍ଦ ପଧାନ ଓ ଉପଦେଷ୍ଟା ନାଟ୍ୟକାର ମୋହନ ସିଂହ କହ୍ନେଇ ମଞ୍ଚାସିନ ଥିଲେ । ଆଲୋଚକ ଭାବରେ ବଲାଙ୍ଗୀର କୋଶଳ ପ୍ରବାହର ସମ୍ପାଦକ ତଥା କବି ଆନନ୍ଦ ଚନ୍ଦ୍ର ସାହୁ "ସମ୍ବଲପୁରୀ କୋଶଲି ଭାଷାର ଗତି ଓ ସ୍ଥିତି" ଏବଂ ଆଇଆଇଏମ୍ ପ୍ରଫେସର ସୁଜିତ କୁମାର ପୃଷେଠ "ହଜି ବସୂଥିବାର ସଂସ୍କୃତି ଓ ଆମେ" ଶୀର୍ଷକରେ ଆଲୋଚନା କରିଥିଲେ । ବରଗଡର ସାହିତ୍ୟିକ ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ସାହୁଙ୍କୁ ପରବାସୀ ସାହିତ୍ୟ ସମ୍ମାନ, ବଲାଙ୍ଗୀରର କଳାକାର ନିଶାର ଅହମ୍ମଦଙ୍କୁ ସଂସ୍କୃତି ସମ୍ମାନ ଓ କଳାହାଣ୍ଡିର ଯୁବ ଗବେଷକ ରଜତରାଜ ପାଣିଗ୍ରାହୀଙ୍କୁ ଯୁବ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଥିଲା । ପଡ଼ା ଗ୍ରାମର ସମାଜସେବୀ ଆନନ୍ଦ ଚନ୍ଦ୍ର ମେହେର, କଳାକାର ମୀନକେତନ ମେହେରଙ୍କୁ ସମ୍ବର୍ଦ୍ଧନା ଓ ଦିବଂଗତ ଶିକ୍ଷବିତ ରାଘୁବୀର ଦେବତାଙ୍କୁ ମରଣତ୍ତର ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଏହି ଅବସରରେ ଉମାକାନ୍ତ ଭୋଇଙ୍କ ପ୍ରବନ୍ଧ ପୁସ୍ତକ ହୀରାକୁଦ ବନ୍ଧା ଓ ଓଜସ୍ଵିନି ମାହାରଙ୍କ ଉପନ୍ୟାସ ଜବାବ  ଉନ୍ମୋଚିତ ହୋଇଥିଲା

।ସାହିତ୍ୟିକ ଗୌରିଦାଶ ଓ ପଧାନ, ତେଜରୁ ବାରିକ,  ଅଧ୍ୟାପକ ଜୟଦେବ ସାହୁ, ସୁକୁମାର ଭୋଇ, ଗୌରଚରଣ ପଧାନ, ଡ.ସୁବାସ ମେହେରଙ୍କ ସମେତ ବହୁ ସାହିତ୍ୟିକ ମାନେ ଯୋଗଦାନ କରିଥିଲେ । ଏହାପରେ କବୟିତ୍ରୀ ସଂଗୀତା ପଣ୍ଡା ଷଡ଼ଙ୍ଗୀ ଓ କବି ରଞ୍ଜିତ ପାଧାନ ଙ୍କ ଅଧ୍ୟକ୍ଷତାରେ ଦୁଇ ପୃଥକ୍ କବି ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ।  କବି  ସଚ୍ଚିଦାନନ୍ଦ ପଣ୍ଡା, ନୀତିଶ ଆଚାର୍ଯ୍ୟ, ଅଧିକାରୀ ସା, ଗୁଣ ସାଗର ସାହୁ, ହରିଲାଲ ସାହୁ, ରାମପ୍ରସାଦ ବାଗ,ମୁନିରାମ କୁମ୍ଭାର, ମନୋରଞ୍ଜନ ଲୁହା, ଭରତ ନାୟକଙ୍କ ସମେତ ବହୁ ସଂଖ୍ୟାରେ କବିମାନେ କବିତା ଆବୃତ୍ତି କରିଥିଲେ। ଅଧ୍ୟାପକ ସୁଶାନ୍ତ ମିଶ୍ର, ଉମାକାନ୍ତ ଭୋଇ, ମନୀଷ ମହାପାତ୍ର, ଶେଷଦେବ ମେହେର, ମାନିନୀ ମେହେର, ଆରତୀ ସାହୁ, ଓଜଶ୍ଵିନୀ ମାହାର ପ୍ରମୁଖ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ପରବାସୀ କୁଟୁମ ଓ ପଡ଼ା ଗ୍ରାମବାସୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଶେଷରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଓ ନାଟ୍ୟକାର ସୁବାସ ପଧାନ ଙ୍କ ରଚିତ ନିର୍ଦ୍ଦେଶିତ ନାଟକ ଲାଲ ପାଏନକୁ ମିରର ଥିଏଟର ବେଲପାହାଡ଼ର କଳାକାର ମାନେ ପରିବେଷଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like