-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଅପରାଧ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାଲଗୋଦାମ ପଡ଼ାରେ ବିଭତ୍ସ ହତ୍ୟାକାଣ୍ଡ

10-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହର ଶାନ୍ତ ସହର।ଏବେ ଅପରାଧୀ ଙ୍କ ଆଡ୍ଡାସ୍ଥଳୀ।କିଛି ବର୍ଷ ହେବ ଶାନ୍ତ ବଲାଙ୍ଗୀର ସହର କ୍ରାଇମ୍ ସହର ଭାବେ ପରିଗଣିତ।ଗତ ସୋମବାର ରାତି ପ୍ରାୟ ୮:୩୦ ମିନିଟ ସମୟରେ ୱାର୍ଡ ନମ୍ବର ୧୭,ମାଲଗୋଦାମ ପଡ଼ାରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଯାଇଛି।ଏହି ଦିନ ନୂଆଁଖାଇ ବାସି ସାରା ବଲାଙ୍ଗୀର ସହରରେ ପାଳନ କରୁଥିବା ବେଳେ ସହର ଉପକଣ୍ଠ ୱାର୍ଡ ନମ୍ବର ୧୭ ମାଳଗୋଦାମ ପଡା ଠାରେ ନିର୍ମମ ଭାବରେ ଜଣେ ୨୦ ବର୍ଷୀୟ ଯୁବକ କୁ ହତ୍ୟା କରାଯାଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ପ୍ରକାଶ।ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ପୂର୍ବ ଶତ୍ରୁତା କୁ କେନ୍ଦ୍ର କରି ବିଜେଡି ନେତା ଦ୍ରୋଣ କୁମ୍ଭାର,ତାଙ୍କ ସ୍ତ୍ରୀ ବବି,ଦୁଇ ପୁତ୍ର ବଣ୍ଟି ଏବଂ ଚିଣ୍ଟୁ ସଂଘବଦ୍ଧ ଭାବେ ମାରଣାସ୍ତ୍ର ଟାଙ୍ଗୀ,ଭୁଜାଲି,ପନିକି,ଖଣ୍ଡା ଧରି ୨୦ ବର୍ଷୀୟ ଯୁବକ ନିରୋଜ୍ ଉପରକୁ ଅତର୍କିତ ଭାବେ ଆକ୍ରମଣ କରିଥିଲେ।ଘଟଣାସ୍ଥଳ ରେ ନିରୋଜ ଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ତାଙ୍କ ସହଯୋଗୀ ୨୨ ବର୍ଷୀୟ ମୁକେଶ  ହରପାଲ ଏବଂ ୨୦ ବର୍ଷୀୟ ଦେବା ହରପାଲ ଗୁରୁତର ଆହତ ହୋଇ ବୁର୍ଲା ମେଡିକାଲ କୁ ସ୍ଥାନାନ୍ତର ହୋଇଥିଲେ। ମୃତ ନୀରୋଜ ର ଶବ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କଲାପରେ ଅଞ୍ଚଳରେ ଶୋକାକୁଳ ପରିବେଶ ଦେଖା ଦେଇଥିଲା।ପୋଲିସ ଦ୍ରୋଣ ର ସ୍ତ୍ରୀ ଏବଂ ପୁତ୍ର ଙ୍କୁ ଗିରଫ କରିଥିବା ବେଳେ ଦ୍ରୋଣ କୁମ୍ଭାର ଫେରାର ଅଛି।ଆଉ କୌଣସି ଅଘଟଣ ନ ଘଟିବ ବୋଲି ପୋଲିସ ଘଟଣାସ୍ଥଳ ରେ ମୁତୟନ ଅଛି।ବଲାଙ୍ଗୀର ଟାଉନ ପୋଲିସ ଘଟଣାର ତଦନ୍ତ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like