-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବିଶ୍ବାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୩୦ ତମ ପ୍ରତିଷ୍ଠା ଦିବସ

10-Sep-2024



ବଲାଙ୍ଗୀର (ଚିତ୍ରସେନ ବେହେରା): ବିଶ୍ବାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୩୦ ତମ ପ୍ରତିଷ୍ଠା ଦିବସ, ବିଦ୍ୟା ମନ୍ଦିରର ପ୍ରତିଷ୍ଠାତା ପୂଜ୍ୟପାଦ ସଦ୍ଗୁରୁଦେବ ପରମହଂସ ସ୍ବାମୀ ଶ୍ରୀ ସତ୍ୟପ୍ରଜ୍ଞାନନ୍ଦ ସରସ୍ବତୀ ଜୀ ମହାରାଜଙ୍କ ୬୯ ତମ ଜନ୍ମୋତ୍ସବ ଏବଂ ବିଶ୍ବାତ୍ମ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ ଉତ୍ସବ ହର୍ଷୋଲ୍ଲାସ ର ସହିତ ଆନନ୍ଦ ନିକେତନ ଆଶ୍ରମ ପରିସରରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାମନ୍ଦିରର ପ୍ରତିଷ୍ଠାତା ପୂଜ୍ୟପାଦ ସଦ୍ଗୁରୁଦେବ ଶ୍ରୀ ସ୍ବାମୀଜୀ ମହାରାଜ ଦୀପ ପ୍ରଜ୍ବଳନପୂର୍ବକ ଏହି କାର୍ଯ୍ୟକ୍ରମକୁ ପ୍ରାରମ୍ଭ କରିଥିଲେ । ସଭା ପ୍ରାରମ୍ଭରେ ଫଳକ ଅନାବରଣ ସହିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶୁଭ ଉଦ୍ଘାଟନ ହୋଇଥିଲା। 
           ଏହି କାର୍ଯ୍ୟକ୍ରମରେ ପୂଜ୍ୟ ସ୍ବାମୀ ଅଦ୍ଵୈତାନନ୍ଦ

ସରସ୍ବତୀ (ଶୁଦ୍ଧାନନ୍ଦ ଆଶ୍ରମ, କିଶୋରନଗର କଟକ), ପୁରନ୍ଦର ମିଶ୍ର ( ମାନ୍ୟବର ବିଧାୟକ, ରାୟପୁର, ଛତିଶଗଡ଼), ବିଶ୍ବାତ୍ମ ଚେତନା ପରିଷଦ ର ସାଧାରଣ ସଂପାଦକ ପୂଜ୍ୟ ସ୍ବାମୀ ସତ୍ୟବେଦାନନ୍ଦ ସରସ୍ବତୀଜୀ, ବଲାଙ୍ଗୀରର ବିଶିଷ୍ଟ ସମାଜସେବୀ ଗୋପାଳଜୀ ପାଣିଗ୍ରାହୀ, ବିଦ୍ୟା ମନ୍ଦିରର ସଂପାଦକ ଶ୍ରୀଯୁକ୍ତ ନବୀନ କୁମାର ବେଦବାକ, ବିଶ୍ବାତ୍ମ ବିଦ୍ୟା ମନ୍ଦିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଅଧ୍ୟକ୍ଷ ଡ. ସୁଶାନ୍ତ କୁମାର ପ୍ରଧାନ, ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ଛାତ୍ର-ଛାତ୍ରୀ ମାନଙ୍କୁ ମାର୍ଗଦର୍ଶନ ତଥା ଉଦବୋଧନ ଦେଇଥିଲେ । 
           ଏହି ଅବସରରେ ପୂଜ୍ୟ ଗୁରୁଦେଵଙ୍କର ଶିକ୍ଷା ଉପରେ ଆଧାରିତ ପୁସ୍ତକ "ଏଜୁକେଟର, ଏଜୁକେନ୍ଡ ଏବଂ

ଏଜୁକେସନାଲ ଇନଷ୍ଟିଚ୍ୟୁସନ୍" ଉନ୍ମୋଚନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଜ୍ଞା ପୁରସ୍କାର ପ୍ରତିଯୋଗୀତା -୨୦୨୪ ର ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଚିତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ପ୍ରସାଦ ସେବନ ସହିତ ଏହି କାର୍ଯ୍ୟକ୍ରମର ସମାପ୍ତି ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ, ଅଭିଭାବକ, ଶ୍ରଦ୍ଧାଳୁ, ଭକ୍ତଙ୍କର‌ସମାଗମ ହୋଇଥିଲା। ସମସ୍ତ କାର୍ଯ୍ୟକ୍ରମକୁ ବିଦ୍ୟା ମନ୍ଦିରର ସଂଯୋଜକ ସମ୍ବିତ୍ କୁମାର ସଂଯୋଜନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like