-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

କଲଗାଂପାଲି ନେ ନୂଆଁଖାଇ ଆର୍ ଜୁହାର୍ ଭେଟ

10-Sep-2024



ବରଗଡ଼/ଗାଇସିଲେଟ:(ନିରଞ୍ଜନ ତ୍ରିପାଠୀ)- କଲଗାଂପାଲି ଗାଁର୍ ମଧୁ ଗଅଁତିଆର୍ ପରିବାର୍ ବଡ଼ ଗଁତିଆ ବଖିରିର୍ ୨୫ଟା ଘରର୍ ଛୁଆପିଲା ସିଆନ୍ ସୁଜନ୍ ୧୩୦ ଝନ୍ ବଢ଼ା ଉସନାକ୍ ଥି  ଶିଘାତିହାର୍ ନୂଆଁଖାଇ ବଡା ଖୁସ୍ ମିଜାଜ୍ ଥି ମାନ୍'ଲେ। ସଂସ୍କୃତି ପରମ୍ପରାକେ ନେଇ ପହେଲା ଶିଘା ଦେବୀ ମାଁ ସମଲେଇ, ପାଟମେଶିରୀ 
ଚଣ୍ଡୀକଂର୍ ନୂଆଁଖାଇ ଲାଗି ହେଇଥିଲା ।ପୁଜ୍ଯ ପୁଜାଧ୍ୱଜା ଅନୁସାରେ ବଖିରିର୍ ବଡଖା ଶ୍ରୀଯୁକ୍ତ ସଚ୍ଚିଦାନନ୍ଦ ସାହୁ, ନିରଂଜନ ସାହୁ, ପାଇଁ ସାହୁ, ଚିତ୍ର ସେନ ସାହୁ, ନେହେରୁ ସାହୁ, ପ୍ରହଲ୍ଲାଦ ସାହୁ, ଗୋପାଳ ମାନ୍'କୁ  ସନମାନ୍ ଦେଇକରି ସେମାନ୍'କର୍ ଆଶିର୍ବାଦ୍ ଆର୍ ଆଶିର୍ବଚନ୍ କରିଥିଲେ । ପରେ ମାଁ ପାଟମେଶିରୀ ମନ୍ଦିରେ ଘଣ୍ଟ ବାଜିଲା ସାଏଲା ପଛେ ଏକାଥରେ ପରିବାରର୍ ସଭେ ଏକାନେ ବସି କରି ନୂଆଁଚୁରା, ଭୁଜିଭାତ ର୍ ଆସର୍ ଜମି ଥିଲା। ଛଅତୁନ ନଅ ଭଜା ସାଙ୍ଗେ କରଡ଼ି ଲେଥା ସାରୁ ଭଜା ଥଏତ୍ ସୁଆଁଲି ପିଠା ହେଣୁଆ ଚୁରୁଚୁଟି ର୍ ମଜା ନେଇଥିଲେ। ନୂଆଁଖାଇର୍ ବାସି ଦିନ, ବିନା ଆଏଁଷ ବିଷର ରେ ନାନା ପ୍ରକାରର୍ ତୁନସାଗ୍ ରନ୍ଧା ହେଇ ଖାଇଥିଲେ। ଦିନର୍ ୨ ବଜ୍ ନୁ ସାଂସ୍କୃତିକ କାର୍ଯ୍ୟକ୍ରମ ଓ music chair ର ଆୟୋଜନ କରାଯାଇଥିଲା ସବୁ ମାଁ ଭନୀ ଆର୍ ଛୁଆମାନେଁ ଅଲଗା ଅଲଗା ଭାଗ୍ ନେଇଥିଲେ ।ଶେଷରେ  ମଠିଆ ଫଟା  ପ୍ରଥମ ଦ୍ୱିତୀୟ ତୃତୀୟ ସ୍ଥାନ ଅଧିକାର୍ କରିଥିବା ଲୋକ୍'କୁ  ପୁରସ୍କାର ଦିଆ ଯାଇଥିଲା।ଶେଷେ  ନୂଆଁଖାଇ ଭେଟ ହେଲା । ଏଥିରେ  ବିଜୟ ସାହୁ ପ୍ରମୋଦ ସାହୁ କବି ବୈରାଗୀ ସାହୁ ଥବିର ସାହୁ ମହେନ୍ଦ୍ର ସାହୁ ବନେ ସାହେଜ୍ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like