-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନୂଆଖାଇ ଅବସରରେ ୭ ତମ ଏକ ଦିବସୀୟ ମହିଳା ଫୁଟବଲ ପ୍ରଦର୍ଶନୀ ୫/୪ ରେ ସୁନ୍ଦରଗଡ ବିଜୟୀ

10-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପ୍ରଗତି କ୍ଳବ୍ ପକ୍ଷରୁ ପଶ୍ଚିମ ଓଡ଼ିଶା ର ଗଣ ପର୍ବ ନୂଆଁଖାଇ ଅବସରରେ ଏକ ଦିବସୀୟ ୭ ତମ ମହିଳା ଫୁଟବଲ  ପ୍ରଦର୍ଶନୀ ଅତାବିରା ହାଇ ସ୍କୁଲ୍ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। କ୍ଳବ୍ ର ସଭାପତି ପ୍ରକାଶ ପ୍ରଧାନ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି  ପ୍ରଦର୍ଶନୀ ରେ  ବରଗଡ଼ ମାହେଶ୍ୱରୀ ନର୍ସିଂ ମହାବିଦ୍ୟାଳୟ ର ପ୍ରତିଷ୍ଠାତା ଫକିର କର୍ଣ୍ଣ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଫାଓ ର ଉପ ସଭାପତି  ତଥା ଯୁବ ଆଇନଜୀବୀ ରବି ନାରାୟଣ ପଣ୍ଡା, ଦୈତାରି ପ୍ରଧାନ, ଦୟାସାଗର ପ୍ରଧାନ ଓ ସୁନିଲ ସାହୁ, କ୍ଳବ୍ ର ସମ୍ପାଦକ  ଅକ୍ଷୟ ପ୍ରଧାନ ସମ୍ମlନୀତ ଅତିଥି ଭାବେ ମଞ୍ଚାଷୀନ ଥିଲେ। ଏହି  ଫୁଟବଲ ପ୍ରଦର୍ଶନୀ ରେ  ସୁନ୍ଦରଗଡ଼ ଓ ସମ୍ବଲପୁର ର ମହିଳା ଫୁଟବଲ ଦଳ ଭାଗ ନେଇଥିଲେ ।ଅତିଥି ମାନଙ୍କ ଦ୍ଵାରା  କ୍ରୀଡା ପତାକା  ଉତ୍ତୋଳନ ପରେ ଖେଳ ର ଶୁଭାରମ୍ଭ ହୋଇଥିଲା ।  ଦୁଇ ଦଳ  ଖେଳରେ ଡ୍ର ହେବା ପରେ  ଉଭୟ ଦଳକୁ ୪ ଟି ଲେଖାଏଁ  ପେନାଲ୍ଟିକ  ଦିଆଯାଇଥିଲା ।ସେଥିରେ ମଧ୍ୟ ଦୁଇ ଦଳ ଡ୍ର ହୋଇଥିଲେ
।ତେଣୁ  ପୁଣି ଗୋଟିଏ ଲେଖାଏଁ   ପେନାଲ୍ଟିକ୍ ଦିଆଯାଇଥିଲା ।ସେଥିରେ ସୁନ୍ଦରଗଡ଼ ଦଳ ଗୋଲ ଦେଇ ୫_୪ ରେ  ବିଜୟୀ ହୋଇଥିଲେ । ଉଭୟ  ଦଳ କୁ ଟ୍ରଫି  ଓ ମେଡାଲ ପ୍ରଦାନ କରି ପୁରସ୍କୃତ କରାଯାଇଥିଲା । ସମ୍ବଲପୁର ର ଲଲୋ ଓରାମ, କଳାପାଣି ର ଗୋପାଳ ନାଏକ, ବରପାଲି ର  ପ୍ରଦୀପ ଦାଶ ଖେଳ ପରିଚାଳନା କରିଥିଲେ ।   ଅବସର ପ୍ରାପ୍ତ ଖେଳ ଶିକ୍ଷକ ଲବ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି ମହିଳା  ଫୁଟବଲ ପ୍ରଦର୍ଶନୀ କୁ  ଓକିଲ ସଂଘର  ପୂର୍ବତନ ସଭାପତି ଉନୀ କ୍ରିଷ୍ଣା ନାୟାର, ଅମୃତ ପ୍ରଧାନ, ପରବେଜ୍ ମହମ୍ମଦ, ଖେଳ ଶିକ୍ଷକ ସୁଦୀପ୍ତ ସାହୁ  ସକ୍ରିୟ ସହଯୋଗ କରିଥିଲେ ।ଏହି  ଉଭୟ ଦଳର ଫୁଟବଲ   ଖେଳାଳୀ ମାନଙ୍କ  ମଧ୍ୟରେ ଚିତ୍ତାକର୍ଷକ ଖେଳ ହୋଇଥିଲା ।ଏହାକୁ ଦେଖିବା ପାଇଁ ଆଖ ପାଖ ଅଂଚଳର  ଶହ ଶହ ଦର୍ଶକ  ଉପସ୍ଥିତ ରହି ଖେଳକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like