-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନା ର ତଦାରଖ ପାଇଁ ବରିଷ୍ଠ ଅଧିକାରୀ ଙ୍କୁ ଦାୟିତ୍ଵ ପ୍ରଦାନ

10-Sep-2024



ରାୟଗଡl(ସୁପ୍ରିୟା ଷଡଙ୍ଗୀ): ସୁଭଦ୍ରା ଯୋଜନାର ଜିଲ୍ଲାସାରl ଆବେଦନ ପ୍ରକ୍ରିୟା ଚାଲୁରହିଛି l ଜିଲ୍ଲାର ୨୧ବର୍ଷରୁ ଉର୍ଦ୍ଧ ୬୦ବର୍ଷରୁ କମ ବୟସ୍କ ମହିଳା ଯାହାଙ୍କ ବାର୍ଷିକ ପାରିବାରିକ ଆୟ ୨ଲକ୍ଷ ୫୦ହଜାରରୁ କମ ହୋଇଥିବ, ସେମାନେ ଆବେଦନ କରିବା ପାଇଁ ଉତ୍ସାହିତ କରାଯାଉଛି l ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱବଧାନରେ ଜିଲ୍ଲା ପ୍ରଶାସନ ତରଫରୁ ପ୍ରତ୍ୟେକ ଦିନ ବିଭିନ୍ନ କାର୍ଯ୍ୟପନ୍ଥା ହାତକୁ ନିଆଯାଉଛି l ଏନେଇ ଅନଲାଇନରେ ଆବେଦନ ପ୍ରକ୍ରିୟାକୁ

ତଦାରଖ କରିବା ନିମନ୍ତେ ଜିଲ୍ଲାପାଳ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନଙ୍କୁ ବିଭିନ୍ନ ବ୍ଲକ୍, ପୌରପରିଷଦ ଓ ବିଜ୍ଞାପିତ ଅଞ୍ଚଳ ଗୁଡିକ ର ଦାୟିତ୍ୱ ବଣ୍ଟନ କରିଛନ୍ତି l ଅତିରକ୍ତ ଜିଲ୍ଲାପାଳ ଶ୍ରୀ ଭାସ୍କର ରଇତଙ୍କୁ ଜିଲ୍ଲାର ଵିଷମକଟକ, ମୁନିଗୁଡା ଓ ଚନ୍ଦ୍ରପୁର ବ୍ଲକକୁ ତଦାରଖ କରିବା ପାଇଁ ଦାୟିତ୍ୱ ଦିଆଯାଇଛି l ସେହିପରି ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ, ଜିଲ୍ଲାପରିଷଦ ଶ୍ରୀ ନିହାରରଞ୍ଜନ କହଁରଙ୍କୁ ଜିଲ୍ଲାର କୋଲନରl, ଗୁଣୁପୁର, ରାୟଗଡ ପୌରପରିଷଦ ଓ ଗୁଣୁପୁର ପୌର ପରିଷଦ ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି । ଗୁଣୁପୁର ଉପଜିଲ୍ଲାପାଳ ସୁଶ୍ରୀ କିରଣଦୀପ କୌର ସହଟାଙ୍କୁ ଜିଲ୍ଲାର ପଦ୍ମପୁର, ଗୁଡ଼ାରୀ ଓ ଗୁଡ଼ାରୀ ବିଜ୍ଞାପିତ ଅଂଚଳ ପରିଷଦ ଓ ରାମନାଗୁଡ଼ା ବ୍ଲକରେ ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଥିବା ବେଳେ ଉପଜିଲ୍ଲାପାଳ ରାୟଗଡ, ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀଙ୍କୁ ରାୟଗଡ଼, କାଶୀପୁର ଓ କଲ୍ୟାଣସିଂହପୁର ବ୍ଲକର ତଦାରଖ ନିମନ୍ତେ ଦାୟିତ୍ୱ ଦିଆଯାଇଛି । ଜିଲ୍ଲାର ସମସ୍ତ ୨୦୮୩ଅଙ୍ଗନବାଡ଼ି କେନ୍ଦ୍ର ରେ

ସୁଭଦ୍ରା ଯୋଜନା ପାଇଁ ଆବେଦନ ଫର୍ମ ମିଳୁଥିବା ବେଳେ, ମୋଟ ୭୨୭ଜନସେବା କେନ୍ଦ୍ର, ୧୦୦ଟି ମୋ ସେବା କେନ୍ଦ୍ରରେ ଜିଲ୍ଲାର ମହିଳା ମାନେ ଆବେଦନ କରୁଛନ୍ତି l ସୂଚନା ଥାଉକି ଯୋଗ୍ୟ ମହିଳା ମାନଙ୍କୁ ପାଞ୍ଚ ବର୍ଷରେ ୫୦ହଜାର ଟଙ୍କା ଦିଆଯିବ l ପ୍ରତ୍ୟେକ ବର୍ଷ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ଲେଖାଏଁ ଦିଆଯିବ l ଜନସାଧାରଣଙ୍କ ସୁଭଦ୍ରା ସଚେତନତା ପାଇଁ ଛଅଗୋଟି ସଚେତନତାରଥ ଜିଲ୍ଲାର ବିଭିନ୍ନ ବ୍ଲକରେ ଗତ ୭ତାରିଖରୁ ଆରମ୍ଭ କରି ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ପ୍ରଚାର ସହ ସମସ୍ତଙ୍କୁ ସଚେତନତା ବାର୍ତ୍ତା ଦେଉଛନ୍ତି l ଖବର ସଂଗ୍ରହ ବେଳକୁ ଜିଲ୍ଲାର ୧୮ହଜାର ୨୦୦ରୁ ଅଧିକ ଆବେଦନକାରୀ ଏଥି ନିମନ୍ତେ ଆବେଦନ କରିସାରିଥିବା ବିଭାଗୀୟ ଅଧିକାରୀଙ୍କ ଠାରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like