-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||     

HOME   ଜିଲ୍ଲା

ଲଗାଣ ବର୍ଷା ଯୋଗୁଁ ମାଲକାନଗିରି,ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା

10-Sep-2024



କୋରାପୁଟ:- ସ୍ଵତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ର ସମୀକ୍ଷା କରି ପାଣିପାଗ ବିଭାଗ ର ସତର୍କ ସୂଚନା ପରେ ମାଲକାନଗିରି, ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ଗୁଡିକ ବନ୍ଦ କରିବା ପାଇଁ ଛୁଟି  ଘୋଷଣା କରିଛନ୍ତି।ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ପରିସ୍ଥିତି ଅସମ୍ଭାଳ ହେଲାଣି।ଏହି ପରିସ୍ଥିତି କୁ ଅନୁଧ୍ୟାନ କରି ଆଜି ତିନୋଟି ଜିଲ୍ଲା କୋରାପୁଟ,ଗଞ୍ଜାମ ଏବଂ ମାଲକାନଗିରି ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର କୁ ଛୁଟି ଘୋଷଣା କରାଯାଇଛି।ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ମାନେ ପରିସ୍ଥିତି କୁ ନଜର ରେ ରଖି ସ୍କୁଲ ଛୁଟି ଘୋଷଣା କରିଛନ୍ତି।ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା କୁ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣିଂ ଜାରି କରାଯିବା ପରେ କୋରାପୁଟ ଜିଲ୍ଲାପାଳ ଆଜି ଜିଲ୍ଲାର ସମସ୍ତ ସ୍କୁଲ କୁ ଛୁଟି ଘୋଷଣା କରିଛନ୍ତି।କିନ୍ତୁ ସ୍କୁଲ ରେ ଶିକ୍ଷକ ଓ ଅନ୍ୟ କର୍ମଚାରୀ ମାନଙ୍କୁ ଉପସ୍ଥିତ ରହିବାକୁ ସୂଚନା ଦିଆଯାଇଛି।ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ସମ୍ଭାବ୍ୟ ଲଗାଣ ବର୍ଷାକୁ ନଜରରେ ରଖି ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦେବା ସହ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କିଛି ଜିଲ୍ଲାରେ  ଓଡ୍ରାଫ ଓ ଏନ୍ ଡି ଆର ଏଫ୍ ଟିମ୍ କୁ ରଖାଯାଇଛି। ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାର ପୋଟେରୁ ଅଞ୍ଚଳ ଜଳାର୍ଣବ ହୋଇ ବ୍ରିଜ ଉପରେ ୧୫ ଫୁଟ ଉଚ୍ଚରେ ଜଳ ପ୍ରବାହିତ ହେଉଛି।ଅଧିକାଂଶ ଘର ଜଳବନ୍ଦୀ ରେ ଅଛନ୍ତି।ତେବେ ରାଜ୍ୟରେ ବନ୍ୟା ପରିସ୍ଥିତି ନ ଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026

You Might Also Like