-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଯୁଗ୍ମ ଜନଶୁଣାଣୀ ଶିବିରରେ ୨୬ଗୋଟି ଅଭିଯୋଗରୁ ୮ଟି ତତ୍କାଳ ସମାଧାନ ସୂଚନା

11-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ମଙ୍ଗଳବାର ସନ୍ଧ୍ୟା ୬ ଘଣ୍ଟା ସମୟରେ କଣ୍ଟାମାଳ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଶିବିରରେ ୮ଗୋଟି ଅଭିଯୋଗରେ ତତ୍କାଳ ସମାଧାନ ହୋଇଛି | ଶିବିରକୁ ମୋଟ ୨୬ ଗୋଟି ମାମଲା ଆସିଥିବା ବେଳେ ୨୦ ଗୋଟି ବ୍ୟକ୍ତିଗତ ସମସ୍ୟାଭିତ୍ତିକ ଓ ୬ ଗୋଟି ଗୋଷ୍ଠୀଭିତ୍ତିକ ସମସ୍ୟା ରହିଥିଲା l ତନ୍ମଧ୍ୟରୁ ୮ ଟି ଅଭିଯୋଗର ତତ୍କାଳ ସମାଧାନ କରା ଯାଇଥିଲା l ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଜଣେ ହିତାଧିକାରୀଙ୍କୁ ୩୦୦୦ ଟଙ୍କା ସହାୟତା ପ୍ରଦାନ କରା ଯାଇଥିଲା l ଗୋଷ୍ଠୀଗତ ସମସ୍ୟା ମଧ୍ୟରେ ମନମୁଣ୍ଡା ବିରାଜିତ ଶ୍ରୀ ସୁବର୍ଣ୍ଣମେରୁ ମହାଦେବଙ୍କ ମନ୍ଦିରର ପରିଚାଳନାଗତ ଅବ୍ୟବସ୍ଥା ସମ୍ପର୍କରେ ସ୍ଥାନୀୟ ଜନସାଧାରଣ ଜିଲ୍ଲାପାଳଙ୍କୁ ଅଭିଯୋଗ କରି ଏକ ପରିଚାଳନା କମିଟି ଗଠନ ପାଇଁ ଦାବି କରିଥିଲେ | ସେ ସମ୍ପର୍କରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲ୍ଲାପାଳ ଉପଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ସୂଚନା ମିଳିଛି |


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like