-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଫୁଲବାଣୀର ତରୁଣ ଚିତ୍ରଶିଳ୍ପୀ ପ୍ରସାଦ ସୋନୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଙ୍କ ଚିଠି

11-Sep-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲାରେ ଗତ ସାଧାରଣ ନିର୍ବାଚନ  ପ୍ରଚାର ଗସ୍ତରେ ମଇ ମାସ ୧୧ ତାରିଖରେ  ଫୁଲବାଣୀ ସଦର ମହକୁମା ଫୁଲବାଣୀ ଷ୍ଟାଡିୟମ ରେ ପ୍ରଚାଚରେ ଆସିଥିବା ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ସ୍ୱତନ୍ତ୍ର ଓ ଭିନ୍ନ ଧରଣର ଚିତ୍ର ତିଆରି କରି ଉପହାର ଦେଇଥିଲେ ଫୁଲବାଣୀର ୧୭ ବର୍ଷିୟ ଚିତ୍ରକର ପ୍ରସାଦ ସୋନୁ ।  ଚିତ୍ରଟିକୁ ସଭା ମଞ୍ଝରୁ ଦେଖିବା ପରେ ନିଜ ସୁରକ୍ଷା କର୍ମୀ ମାନଙ୍କ ଜରିଆରେ ଚିତ୍ରଟିକୁ ଗ୍ରହଣ କରିଥିଲେ ପ୍ରଧାନମନ୍ତ୍ରୀ । ଚିତ୍ରରେ ଅଯୋଧ୍ୟା ଶ୍ରୀ ରାମ ମନ୍ଦିରରେ ଥିବା ଶ୍ରୀ ରାମ ଲାଲାଙ୍କ ମୁର୍ତି ର ଚିତ୍ର ରହିଥିବା ସମେତ ସେଥିରେ ଶ୍ରୀ ଜଗନ୍ନାଥଙ୍କ ଶ୍ରୀ ମୁଖ ରହିଛି ।  ବିଷୟ ବସ୍ତୁକୁ ଦେଖିବା ପରେ ସଭାସ୍ଥଳରେ ହିଁ ଓଡିଶାର କଳା ଓ କଳାକାରମାନଙ୍କ ପ୍ରସଂସା କରିଥିଲେ ନରେନ୍ଦ୍ର ମୋଦୀ । ଏଥି ସହିତ ସେ ପ୍ରସାଦ ସୋନୁକୁ ଚିଠି ଲେଖିବେ ବୋଲି ମଧ୍ୟ ପ୍ରତିଶୃତି ଦେଇଥିଲେ ।

ଆଜି ପ୍ରଧାନମନ୍ତ୍ରୀଙ୍କ  କାର୍ଯ୍ୟାଳୟରୁ ଚିଠି ଆସିବା ପରେ ପ୍ରସାଦ ଏବଂ ତାଙ୍କ ପରିବାର ଲୋକଙ୍କ ମଧ୍ୟରେ ଏକ ଖୁସିର ଲହରୀ ଖେଳିଯାଇଛି । ଚିଠିରେ ପ୍ରସାଦଙ୍କ ଚିତ୍ରକଳାକୁ ପ୍ରସଂସା କରିବା ସହିତ ଶ୍ରୀଜଗନ୍ନାଥଙ୍କ ମହିମାରେ ଓଡିଶା ସମେତ ସମଗ୍ର ଭାରତ ଉନ୍ନତି ଦିଗରେ ଆଗକୁ ଯାଉଛି ବୋଲି ଉଲ୍ଲେଖ କରିଛନ୍ତି । ଏଥି ସହିତ ପ୍ରସାଦଙ୍କ ଉଜ୍ୱଳ ଭବିଷ୍ୟାତର କାମନା ମଧ୍ୟ କରିଛନ୍ତି । ଏହା ଯାଣିବା ପରେ ପ୍ରସାଦଙ୍କ ପିତା ପ୍ରଶାନ୍ତ କୁମାର ବେହେରା ଏବଂ ମାତା ରଞ୍ଜିତା ବେହେରା ଓ ତାଙ୍କ ପରିବାର ବନ୍ଧୁବାନ୍ଧବଙ୍କ ନିକଟରୁ ଶୁଭେଛାର ସୁଅ ଛୁଟିଛି । ପ୍ରସାଦ ପିଲାଟି ଦିନରୁ ହିଁ ଚିତ୍ର କଳା ପ୍ରତି ଆକୃଷ୍ଟ ହୋଇ ନିଜେ ନିଜ ପ୍ରଚେଷ୍ଟାରେ ବିଭିନ୍ନ ପ୍ରକାରର ଚିତ୍ର ତିଆରି କରିଥିଲେ ଯାହାକି ତାଙ୍କ ପିତାଙ୍କୁ ଆକର୍ଷିତ କରିଥିଲା ।ସେ ପୁଅକୁ ଏହି ଦିଗରେ ସମସ୍ତ ସହାୟତା କରିଥିଲେ । ପ୍ରସାଦ ଏଥି ପୁର୍ବରୁ କନ୍ଧମାଳ ଜିଲ୍ଲାପାଳ ମାନଙ୍କୁ ସେମାନଙ୍କର ସ୍କେଚ୍ ଚିତ୍ର ଆଙ୍କି ସେମାନଙ୍କୁ ଉପହାର ଦେଇଛନ୍ତି । ସେଥି ପାଇଁ ଅନେକ ପ୍ରସଂସା ମଧ୍ୟ ପାଇଛନ୍ତି । ଆଗକୁ ସେ ଜଣେ ଭଲ ଚିତ୍ରକର ଭାବରେ ନିଜକୁ ପ୍ରସ୍ତୁତ କରିବେ ବୋଲି କହିଛନ୍ତି ନିଜ ପ୍ରତିକ୍ରିୟାରେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like