-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

"ହରଭଙ୍ଗା ଯୁବସଂଘ"ପକ୍ଷରୁ ନୂଆଁଖାଇ ଭେଟ୍ ଘାଟ

11-Sep-2024



ବଲାଙ୍ଗୀର ଜିଲ୍ଲା,ଆଗଲପୁର ବ୍ଲକ୍ ହରଭଙ୍ଗା ଗ୍ରାମରେ "ହରଭଙ୍ଗା ଯୁବସଂଘ"ପକ୍ଷରୁ ନୂଆଁଖାଇ ଭେଟ୍ ଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ଏଥିରେ ଲଛିପୁର କଲେଜ ରାଜନୀତି ବିଜ୍ଞାନ ଅଧ୍ୟାପିକା କଲ୍ୟାଣୀ ମିଶ୍ରଙ୍କ ସଭାପତିତ୍ବରେ ଆଗଲପୁର୍ ବ୍ଲକର ଚ୍ୟୟାରମ୍ୟନ ଶ୍ରୀମତି ଗୀତାଞ୍ଜଳି ଦାସ ମୁଖ୍ୟ ଅତିଥି, ମୁରଶୁଣ୍ଡି ଗ୍ରାମପଞ୍ଚାୟତର ସମିତି ସଭ୍ୟ ପବିତ୍ର ମୋହନ ପଧାନ ସମ୍ମାନିତ ଅତିଥି,ହରଭଙ୍ଗା ଗ୍ରାମ ର ସଭାପତି ଗଦାଧର ପଧାନ,ସେମେଲମୁଣ୍ଡା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ ନନ୍ଦ ମୁଖ୍ୟ ବକ୍ତା ଭାବରେ ଯୋଗଦେଇଥିଲେ ଶେଷରେ ପୂର୍ବତନ ଶିକ୍ଷକ ଅମର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉତ୍ସବ ରେ ଜୁନିଅର ଏବଂ ସିନିଅର ନାଚ, ଗୀତ ଓ ବକୃତା ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ  | ଏବଂ ପରିଶେଷରେ ଜିତେନ୍ଦ୍ର ସାହୁ ଙ୍କ ସ୍ୱରଚିତ ଏକ ଛୋଟ ସମ୍ବଲପୁରୀ ନାଟକ "ଵାଟ୍ ଦେଖୁଛେ ଯମ୍ " ପ୍ରଦର୍ଶନ କରାଯାଇଥିଲା ଏହି ନାଟକ ଟି ଅଳ୍ପ ସମୟଧରି ଅନୁଷ୍ଠିତ ହେଇଥିଲେ ମଧ୍ୟ୍ୟ ଦର୍ଶକ ମଣ୍ଡଳୀଙ୍କୁ ବିଶେଷ ଭାବରେ  ଏହାର ମୂଲ୍ୟବୋଧ ପ୍ରଭାବିତ କରିଥିଲା ଏବଂ ମନ ପ୍ରାଣ ହୃଦୟକୁ ଛୁଇଁ ଯାଏଥିଲା ଏବଂ ଏହି ଉତ୍ସବ ରେ ମୁହୂର୍ତ୍ତଙ୍କ ପାଇଁ ସମସ୍ତଙ୍କ ମଧ୍ୟରେ ସେନ୍ହ,ଆଦର, ଆନନ୍ଦ ସହଯୋଗ ସହାନୁଭୂତି ସାହାଯ୍ୟ ର ବାର୍ତ୍ତା ପ୍ରେରଣ କରୁଥିଲା  |ଶେଷରେ କୃତି ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କାର ବିତରଣ ଉତ୍ସବ କରାଯାଇଥିଲା ଏଥିରେ ଜୁନିଅର ନାଚ ରେ ଏଞ୍ଜେଲ ସାହୁ ପ୍ରଥମ ପୁରସ୍କାର ଗ୍ରହଣ କରିଥିଲେ ଏବଂ ସିନିଅର ନାଚ ରେ ଇତିଶ୍ରୀ ସାହୁ ଙ୍କୁ ପ୍ରଥମ ପୁରସ୍କାର ରେ ପୁରସ୍କୃତ କରାଯାଇଥିଲା  

ଏଥିରେ ଶିବରାଜ ସାହୁ ଓ ଅନନ୍ତ ବିଶ୍ବାଳ ମଞ୍ଚ ପରିଚାଳନା କରିଥିଲେ । ଏହି ନୁଆଁଖାଇ ଭେଟ ଘାଟ କୁ ସଫଲ ଦିଗରେ ଟାଣି ନେଇଥିଲେ ସହଯୋଗି ସୁଜୟ ସାହୁ, ତରଣୀ ବିଶ୍ବାଲ, ଅରୁପା ପଧାନ, ସୀତାରାମ ଗଡ଼ତ୍ୟା,ସୁମିତ ଥାନାପତି, ବାଦଲ ସାହୁ, ଅଭିଜିତ ସାହୁ, ଅରୁଣ ବିଶ୍ବାଲ, ଶେଖର ସାହୁ, ନମନ ପଧାନ, ବାଲାରମ ଥାନାପତି, ହେମନ୍ତ ବିଶ୍ବାଲ, ଲିପନ ସାହୁ, ଭୀମସେନ ପଧାନ, ଲିପନ ପଧାନ, ଅନୁଭବ ସାହୁ,ଅଭୟ ସାହୁ, ବଳରାମ ପଧାନ, ରାଘବ ନନ୍ଦ,ରୁଦ୍ର ସାହୁ,ସୁମିତ ପଧାନ, ଶୁଭ୍ରାନ୍ତ ବେହେରା,ରାକେଶ ସାହୁ, ଆସ୍ତିକ ସାହୁ, ସତ୍ୟ ଠାକୁର, ରମଣ ସାହୁ,ଶିବ ପଧାନ,ରା଼ଜ ସିଂ , ଶିରାଜ ଗଡ଼ତ୍ୟା, ଶୁଭମ ସାହୁ, ସ୍ୱାଗତ ବାରିକ ସମସ୍ତ କାର୍ଯ୍ୟକ୍ରମକୁ ହରଭଙ୍ଗା ଯୁବସଂଘ ତଥା ଗ୍ରାମବାସୀମାନେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like