-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||      ମଲମୁଣ୍ଡା କ୍ଲଷ୍ଟରରେ ପଞ୍ଚମ ମାସିକ ବୈଠକ    (09-Nov-2026)       ||      ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଂସଦୀୟ କାର୍ଯ୍ୟପ୍ରଣାଳୀ, ନେତୃତ୍ୱ ଓ ଦକ୍ଷତା ଵୃଦ୍ଧି ପାଇଁ ଏକ ଅଭିନଵ କାର୍ଯ୍ୟକ୍ରମ - ମଡେଲ ପାର୍ଲାମେଣ୍ଟ    (09-Nov-2026)       ||     

HOME   ଜିଲ୍ଲା

ପ୍ରଗତି କ୍ଳବ୍ ପକ୍ଷରୁ ପଶ୍ଚିମ ଓଡ଼ିଶା ର ଗଣ ପର୍ବ ନୂଆଁଖାଇ ଅବସରରେ ଏକ ଦିବସୀୟ ୭ ତମ ମହିଳା ଫୁଟବଲ ପ୍ରଦର୍ଶନୀ

11-Sep-2024



ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପ୍ରଗତି କ୍ଳବ୍ ପକ୍ଷରୁ ପଶ୍ଚିମ ଓଡ଼ିଶା ର ଗଣ ପର୍ବ ନୂଆଁଖାଇ ଅବସରରେ ଏକ ଦିବସୀୟ ୭ ତମ ମହିଳା ଫୁଟବଲ  ପ୍ରଦର୍ଶନୀ ଅତାବିରା ହାଇ ସ୍କୁଲ୍ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। କ୍ଳବ୍ ର ସଭାପତି ପ୍ରକାଶ ପ୍ରଧାନ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି  ପ୍ରଦର୍ଶନୀ ରେ  ବରଗଡ଼ ମାହେଶ୍ୱରୀ ନର୍ସିଂ ମହାବିଦ୍ୟାଳୟ ର ପ୍ରତିଷ୍ଠାତା ଫକିର କର୍ଣ୍ଣ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ଫାଓ ର ଉପ ସଭାପତି  ତଥା ଯୁବ ଆଇନଜୀବୀ ରବି ନାରାୟଣ ପଣ୍ଡା, ଦୈତାରି ପ୍ରଧାନ, ଦୟାସାଗର ପ୍ରଧାନ ଓ ସୁନିଲ ସାହୁ, କ୍ଳବ୍ ର ସମ୍ପାଦକ  ଅକ୍ଷୟ ପ୍ରଧାନ ସମ୍ମlନୀତ ଅତିଥି ଭାବେ ମଞ୍ଚାଷୀନ ଥିଲେ। ଏହି  ଫୁଟବଲ ପ୍ରଦର୍ଶନୀ ରେ  ସୁନ୍ଦରଗଡ଼ ଓ ସମ୍ବଲପୁର ର ମହିଳା ଫୁଟବଲ ଦଳ ଭାଗ ନେଇଥିଲେ ।ଅତିଥି ମାନଙ୍କ ଦ୍ଵାରା  କ୍ରୀଡା ପତାକା  ଉତ୍ତୋଳନ ପରେ ଖେଳ ର ଶୁଭାରମ୍ଭ ହୋଇଥିଲା ।  ଦୁଇ ଦଳ  ଖେଳରେ ଡ୍ର ହେବା ପରେ  ଉଭୟ ଦଳକୁ ୪ ଟି ଲେଖାଏଁ  ପେନାଲ୍ଟିକ  ଦିଆଯାଇଥିଲା ।ସେଥିରେ ମଧ୍ୟ ଦୁଇ ଦଳ ଡ୍ର ହୋଇଥିଲେ
।ତେଣୁ  ପୁଣି ଗୋଟିଏ ଲେଖାଏଁ   ପେନାଲ୍ଟିକ୍ ଦିଆଯାଇଥିଲା ।ସେଥିରେ ସୁନ୍ଦରଗଡ଼ ଦଳ ଗୋଲ ଦେଇ ୫_୪ ରେ  ବିଜୟୀ ହୋଇଥିଲେ । ଉଭୟ  ଦଳ କୁ ଟ୍ରଫି  ଓ ମେଡାଲ ପ୍ରଦାନ କରି ପୁରସ୍କୃତ କରାଯାଇଥିଲା । ସମ୍ବଲପୁର ର ଲଲୋ ଓରାମ, କଳାପାଣି ର ଗୋପାଳ ନାଏକ, ବରପାଲି ର  ପ୍ରଦୀପ ଦାଶ ଖେଳ ପରିଚାଳନା କରିଥିଲେ ।   ଅବସର ପ୍ରାପ୍ତ ଖେଳ ଶିକ୍ଷକ ଲବ ସାହୁ ମଞ୍ଚ ପରିଚାଳନା କରିଥିଲେ । ଏହି ମହିଳା  ଫୁଟବଲ ପ୍ରଦର୍ଶନୀ କୁ  ଓକିଲ ସଂଘର  ପୂର୍ବତନ ସଭାପତି ଉନୀ କ୍ରିଷ୍ଣା ନାୟାର, ଅମୃତ ପ୍ରଧାନ, ପରବେଜ୍ ମହମ୍ମଦ, ଖେଳ ଶିକ୍ଷକ ସୁଦୀପ୍ତ ସାହୁ  ସକ୍ରିୟ ସହଯୋଗ କରିଥିଲେ ।ଏହି  ଉଭୟ ଦଳର ଫୁଟବଲ   ଖେଳାଳୀ ମାନଙ୍କ  ମଧ୍ୟରେ ଚିତ୍ତାକର୍ଷକ ଖେଳ ହୋଇଥିଲା ।ଏହାକୁ ଦେଖିବା ପାଇଁ ଆଖ ପାଖ ଅଂଚଳର  ଶହ ଶହ ଦର୍ଶକ  ଉପସ୍ଥିତ ରହି ଖେଳକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026
  ଜିଲ୍ଲା  
ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   10-Nov-2026
  ଜିଲ୍ଲା  
ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   10-Nov-2026

You Might Also Like