-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଦୁଗ୍ଧ ଚାଷୀମାନଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ପାଳିତ

11-Sep-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ): ଆଜି ସୁବର୍ଣ୍ଣପୁର ଜିଲ୍ଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକ ଅଧିନସ୍ଥ ପରମେଶ୍ବରି ଦୁଗ୍ଧ ଉତ୍ପାଦକ ସମବାୟ ସମିତି ନିଃ କରଡାପାଳ ଠାରେ ସମଲେଶ୍ବରୀ ଆଞ୍ଚଳିକ ସମବାୟ ଦୁଗ୍ଧ ଉତ୍ପାଦକ ସଂଘ ଲିଂ ସମ୍ବଲପୁର ତରଫରୁ ଦୁଗ୍ଧ ଚାଷୀମାନଙ୍କ ଜୀବିକା ଓ ଆର୍ଥିକ ଅଭିବୃଦ୍ଧି ଉଦ୍ଦେଶ୍ୟରେ ଦୁଗ୍ଧ ଚାଷୀମାନଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ପାଳନ କରାଯାଇଛି ।

ଉକ୍ତ କାର୍ଯ୍ୟକ୍ରମ କୁ ସଫଳ କରିବା ଉଦ୍ଦେଶ୍ୟ ରେ ସାଧାରଣ ପରିଚାଳକ ଡାକ୍ତର ସରୋଜ କୁମାର ସାହୁ ଙ୍କ ନିର୍ଦ୍ଦେଶ କ୍ରମେ ସାମୁଲର ପାଞ୍ଚ ଜଣିଆ କ୍ଷେତ୍ରପରିଦର୍ଶକ ଟିମ୍ ଏକ ଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ପରିଦର୍ଶନ କରି ଅମରପାଲି, କଦଳିପାଲି,ଖଣ୍ଡହତା କରଡ଼ାପାଳ ଓ ବଡ଼ମାଲ ଆଦି ସମିତି ମାନଙ୍କୁ ପରିଦର୍ଶନ କରି ବିଭିନ୍ନ ଡକ୍ୟୁମେଣ୍ଟରି ଫିଲ୍ମ ମାଧ୍ଯମରେ ସଚେତନତା ଶିବିର ଆୟୋଜନ କରିଥିଲେ । ପୁନଶ୍ଚ ସଂଘ ତରଫରୁ ଏକ ଗୋ ବନ୍ଧ୍ୟା ନିରା କରଣ ଶିବିର ମଧ୍ୟ

ଆୟୋଜନ କରାଯାଇ ପ୍ରାୟ ୧୦୦ରୁ ଅଧିକ ଗାଈ ଓ ଛଡ଼ା ମାନଙ୍କ ର ମାଗଣା ରେ ସ୍ୱାସ୍ଥ୍ୟ ଚିକିତ୍ସା କରାଯାଇଥିଲା।
ଆଜି ଅନୁଷ୍ଠିତ ଏହି ଦୁଗ୍ଧଚାଷୀ ମାନଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥ୍‌ ଭାବେ ସମ୍ମାନୀୟା ସୁବର୍ଣ୍ଣପୁର ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ (ଭା.ପ୍ର.ସେ) ମୁଖ୍ୟଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମରେ ଉପସ୍ଥିତ ପ୍ରାୟ ୨୦୦ ଜଣ ଦୁଗ୍ଧ ଚାଷୀ ମାନଙ୍କୁ ଗୋପାଳନ ମାଧ୍ଯମରେ ଗ୍ରାମାଞ୍ଚଳରେ ଆତ୍ମନିଯୁକ୍ତି ସୃଷ୍ଟି ସହିତ ନିଜ ନିଜର ଆର୍ଥିକ ଅଭିବୃଦ୍ଧି କରିବାପାଇଁ ବୁଝାଇଥିଲେ । ଏହାଛଡା ଜିଲ୍ଲାରେ ଗୋପାଳନ, ଦୁଗ୍ଧତ୍ପାଦନ କୁ ବ୍ୟାପକ ମାତ୍ରାରେ କରିବାପାଇଁ ମହାତ୍ମାଗାନ୍ଧୀ କର୍ମନିଯୁକ୍ତି ଯୋଜନା ମାଧ୍ଯମରେ ବ୍ୟାପକ ଘାସ ଚାଷ ଓ ଦୁଗ୍ଧ ଚାଷୀ ମାନଙ୍କୁ ଗାଈ ଗୁହାଳ ଯୋଗାଇଦେବା ପାଇଁ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଗୋଷ୍ଠୀ ଉନ୍ନୟନ୍ ଅକାରୀ ବୀରମହାରାଜପୁର ଙ୍କୁ ନିର୍ଦ୍ଦେଶ ଦେବା ସଙ୍ଗେ ସଙ୍ଗେ ଅନ୍ୟାନ୍ୟ ଆବଶ୍ୟକୀୟ ଭିଭି ଭୂମି ପ୍ରତିଷ୍ଠା କରିବା ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସହଯୋଗ କରିବାପାଇଁ ଜିଲ୍ଲାପାଳ ମହୋଦୟା ନିର୍ଭର ପ୍ରତିଶୃତି ପ୍ରଦାନ କରି ଦୁଗ୍ଧ ଚାଷୀମାନଙ୍କୁ ଉତ୍ସାହିତ କରିଥିଲେ । ଗୋପାଳନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବ  କରଡାପାଳ ସମିତିର ତିନିଜଣ ଅଗ୍ରଣୀ ଦୁଗ୍ଧ ଚାଷୀଙ୍କୁ ମାନପତ୍ର ଓ ଉପଢୌକନ୍‌ ଦେଇ ସମ୍ମାନିତ କରିଥିଲେ। ସଂଘ ତରଫରୁ ସାଧାରଣ ପରିଚାଳକ ଡାକ୍ତର ସରୋଜ ସାହୁ ଗୋ ପାଳନ ବୃଦ୍ଧି ପାଇଁ ଆଗାମୀ ନିକଟ ଭବିଷ୍ୟତ ରେ ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ଯୋଜନା ଏବଂ ଗୋପାଳନ କ୍ଷେତ୍ରରୁ ଚାଷୀମାନଙ୍କୁ ମିଳୁଥିବା ବିଭିନ୍ନ ପ୍ରକାର ଲାଭ ବିଷୟ ରେ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଡ଼ିଓ ପ୍ରିୟଦର୍ଶିନୀ ମିର୍ଦ୍ଧା, ତହସିଲଦାର ବୀରମହାରାଜପୁର, ସମଲେଶ୍ବରୀ ଦୁଗ୍ଧ ସଙ୍ଘର ସଭାପତି ଶ୍ରୀଯୁକ୍ତ ବିଦ୍ୟାଧର ପ୍ରଧାନ ବୀରମହାରାଜପୁର ଉପଖଣ୍ଡ ପ୍ରାଣୀ ଚିକିତ୍ସକ ଡାକ୍ତର ଅଜୟ କୁମାର ସାହୁ, ସୁବଳୟା ପ୍ରାଣୀ ଚିକିତ୍ସକ ଡାକ୍ତର ଆକାଶ କୁମାର ସାହୁ, ଓ ସମଲେଶ୍ବରୀ ଦୁଗ୍ଧ ସଙ୍ଘ ର କର୍ମଚାରି ମାନେ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ଶେଷରେ ସଙ୍ଘର କନିଷ୍ଠ ପରିଚାଳକ ସଞ୍ଜୀବ କୁମାର ଶତପଥୀ ଧନ୍ୟବାଦ୍ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like