-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ତାଏକୋଣ୍ଡୁ ଖେଳାଳୀ ଆଣିଲେ ଓଡ଼ିଶା ପାଇଁ ଗୌରବ

11-Sep-2024



ବୌଦ୍ଧ: ଉତ୍ତରପ୍ରଦେଶ ର ଆଗ୍ରା ସ୍ଥିତ ହୋଲି ପବ୍ଲିକ ସ୍କୁଲ ପରିସରରେ ତାଏକୋଣ୍ଡୁ ଫେଡେରେସନ ଅଫ ଇଣ୍ଡିଆ ଦ୍ଵାରା ସେପ୍ଟେମ୍ବର ୮ରୁ୧୦ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ତାଏକୋଣ୍ଡୁ ପ୍ରତିଯୋଗିତାରେ ବୌଦ୍ଧ ତାଏକୋଣ୍ଡୁ ସଂଘର ୮ଜଣ ଖେଳାଳୀ କୋଚ୍ ଅଂଜିତ ସାହୁ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଓଡ଼ିଶା ତରଫରୁ ଖେଳି ପୂମସିି ଇଭେଣ୍ଟ ରେ ଓଡ଼ିଶା ପାଇଥିବା ୨୦ ଟି ସ୍ଵର୍ଣ୍ଣ ପଦକ ରୁ ବୌଦ୍ଧ ଖେଳାଳୀ ମୋଟ ୧୧ଟି ସ୍ଵର୍ଣ୍ଣ ପଦକ ହାସଲ କରି ବୌଦ୍ଧ ତଥା ଓଡ଼ିଶା ପାଇଁ ଗୌରବ ଆଣି ଥିବାରୁ ଅଭିଭାବକ ତଥା କ୍ରୀଡ଼ାପ୍ରେମୀ ଙ୍କ ମହଲରେ ଆନନ୍ଦ ର ଲହରୀ ଖେଳି ଯାଇଛି। ସବ୍ ଜୁନିଅର୍ ଟିମ୍ ପୁମ୍ସୀ ରେ ପ୍ରୀୟାନ୍ସି ପ୍ରିୟଦର୍ଶିନୀ ସାହୁ, ତୁଳସୀ ଶତପଥୀ, ଆକାଂକ୍ଷା ପ୍ରଧାନ, ଜୁନିଅର୍ ଇଣ୍ଡିଭିଜୁଆଲ ପୁମ୍ମସି ରେ ଅନ୍ୱେଷା ସାହୁ, ଜୁନିଅର୍ ପେଆର ପୁମସି ରେ ଚନ୍ଦ୍ର ପୂଜିତା ମିଶ୍ର ଓ ଅବିନାଶ ମେଣ୍ଡିଲୀ, ଜୁନିଅର୍ ବାଳିକା ଟିମ୍ ପୁମସୀ ରେ ଅଞ୍ଜେଲିନା ଲୁଗୁନ, ଚନ୍ଦ୍ର

ପୂଜିତା ମିଶ୍ର ଓ ଅନ୍ୱେଷା ସାହୁ ଏବଂ ଜୁନିଅର୍ ବାଳକ ଟିମ୍ ପୁମ୍ସିି ରେ ଜଗନ୍ମୟ ସାହୁ, ଅବିନାଶ ମେଣ୍ଡିଳୀ ଓ ଭବେସ ଚନ୍ଦ୍ର ଦିକ୍ଷୀତ ଭାଗନେଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପାଇଁ ସଫଳ ହୋଇପାରିଛନ୍ତି। ଅଞ୍ଜିତ କୁମାର ସାହୁ ଓଡ଼ିଶାର ଶ୍ରେଷ୍ଠ ପୁମ୍ସିି କୋଚ୍ ଭାବେ ସ୍ଵତନ୍ତ୍ର ଭାବେ ସମ୍ମାନିତ ହୋଇଥିଲେ।ସଭାପତି ଯଜ୍ଞେଶ୍ଵର ମିଶ୍ର ଙ୍କ ସମେତ ସମସ୍ତ କମିଟି ମେମ୍ବର ଓ ଅଭିଭାବକ ତଥା ଜନସାଧାରଣ କୋଚ୍ ତଥା ଖେଳାଳୀ ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like