-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ଦ୍ଵାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବ୍ୟକ୍ତିଗତ ପରିଷ୍କାର ପରିଚ୍ଛନ୍ନତା ଦିବସ ପାଳିତ

11-Sep-2024



ବରଗଡ଼ (ପ୍ରେରଣା ଖବର): ଆଜି ବୁଧବାର ଦିନ ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବାରୀରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବଶିଷ୍ଠ ସାହୁଙ୍କ ଅଧ୍ୟକ୍ଷତାରେ ବ୍ୟକ୍ତିଗତ ପରିଷ୍କାର ପରିଚ୍ଛନ୍ନତା ଦିବସ ପାଳିତ ହୋଇଯାଇଛି । ସହକାରୀ ଶିକ୍ଷକ ସରୋଜ କୁମାର ସାହୁ ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସାହୁ ପରିଷ୍କାର ପରିଚ୍ଛନ୍ନତା ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ। ସହକାରୀ ଶିକ୍ଷକ ସ୍ବାଧିନ କୁମାର ସାହୁ ବିଦ୍ୟାଳୟ ,ପରିବେଶ ଓ ନିଜକୁ ପରିଷ୍କାର  ରଖିବା ପାଇଁଁ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ । ସହକାରୀ  ଶିକ୍ଷୟିତ୍ରୀ ଶ୍ରୀମତୀ ନିବେଦିତା ବିଶ୍ଵାଳ, ନମିତା ବଢେଇ, ପଲ୍ଲବୀ ବଢେଇ, ସୁରେଶ୍ଵରୀ ସେଠ୍ ଛାତ୍ରଛାତ୍ରୀମାନଙ୍କୁ ପରିଷ୍କାର ପରିଚ୍ଛନ୍ନତା ବିଷୟରେ ବୁଝାଇ ଥିଲେ । ଏହି କାର୍ଯ୍ୟକ୍ରମ

ଉପରେ ଆଧାରିତ ଏକ କୁଇଜ୍ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । କୁଇଜ୍ ପ୍ରତିଯୋଗୀତାରେ ଶ୍ରୁତି ପଟେଲ ଅଷ୍ଟମ ଶ୍ରେଣୀ ପ୍ରଥମ,ଅର୍ଚ୍ଚିତା ଭୋଇ ଅଷ୍ଟମ ଶ୍ରେଣୀ ଦ୍ବିତୀୟ,ବେବୀ ଭୁଏ ତୃତୀୟ ସ୍ଥାନ ଅଧିକାର କରିଥିଲେ ।କୃତୀ ପ୍ରତିଯୋଗୀମାନଙ୍କୁ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବଶିଷ୍ଠ ସାହୁ ପୁରସ୍କାର ପ୍ରଦାନ କରିଥିଲେ । ଏହି ଦିବସରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଶେଷରେ ସହକାରୀ ଶିକ୍ଷକ ସରୋଜ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like