-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ୱାରୀରେ ସ୍ବଚ୍ଛତା ଅଂଶଗ୍ରହଣ ଦିବସ ପାଳିତ

11-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବାରୀରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ବଶିଷ୍ଠ ସାହୁ ଙ୍କ ସଭାପତିତ୍ବରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଦ୍ବାରୀରେ ସ୍ୱଚ୍ଛତା ଅଂଶଗ୍ରହଣ ଦିବସ ଓ ହାତ ଧୁଆ ଦିବସ ପାଳିତ ହୋଇଯାଇଛି । ସହକାରୀ ଶିକ୍ଷକ ସରୋଜ କୁମାର ସାହୁ ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ବଶିଷ୍ଠ ସାହୁ ବିଦ୍ୟାଳୟ ପରିବେଶକୁ ସବୁଜ ସୁନ୍ଦର ଓ ପରିଷ୍କାର ପରିଚ୍ଛନ୍ନ ରଖିବା ସହ ନିଜେ ପରିଷ୍କାର ପରିଚ୍ଛନ୍ନ ରହିବା ପାଇଁ ଛାତ୍ରଛାତ୍ରୀଙ୍କୁ କହିଥିଲେ । ସହକାରୀ ଶିକ୍ଷକ ସ୍ବାଧିନ କୁମାର ସାହୁ ଦୈନନ୍ଦିନ ଜୀବନରେ ହାତ ଧୋଇବାର ଆବଶ୍ୟକତା, ଖାଇବା ପୂର୍ବରୁ ଓ ପରେ, ଶୌଚାଳୟ ବ୍ୟବହାର ପୂର୍ବରୁ ଓ ପରେ, ବଗିଚା କାମ,ସଫେଇ ପରେ ଭଲ ଭାବରେ ହାତ ଧୋଇବାର କୌଶଳ ବିଷୟରେ ଛାତ୍ର ଛାତ୍ରୀମାନଙ୍କୁ ବୁଝାଇଥିଲେ । ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ନିବେଦିତା ବିଶ୍ଵାଳ ନିରାପଦ ପାନୀୟ ଜଳର ବ୍ୟବହାର,ଜଳ ଜନିତ ରୋଗ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ । ଏହାପରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବନ୍ଧ ପ୍ରତିଯୋଗୀତା ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ଚିତ୍ରାଙ୍କନ ପ୍ରତିଯୋଗିତାରେ ଗୌରୀ କର୍ଷାଲ୍ ଅଷ୍ଟମ ଶ୍ରେଣୀ ପ୍ରଥମ,

ଲିଲିମା ମଲ୍ଲିକ ଅଷ୍ଟମ ଶ୍ରେଣୀ ଦ୍ୱିତୀୟ,ଆୟିଷା ନାଏକ ସପ୍ତମ ଶ୍ରେଣୀ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ ପ୍ରବନ୍ଧ ପ୍ରତିଯୋଗୀତା ରେ ଅମିସା ପ୍ରଧାନ ସପ୍ତମ ଶ୍ରେଣୀ ପ୍ରଥମ,ଶ୍ରୁତି ପଟେଲ ଅଷ୍ଟମ ଶ୍ରେଣୀ ଓ ଆୟିସା ନାଏକ ସପ୍ତମ ଶ୍ରେଣୀ ଦ୍ୱିତୀୟ,ବେବୀ ଭୁଏ ତୃତୀୟ ସ୍ଥାନ ଅଧିକାର କରିଥିଲେ । କୃତୀ ପ୍ରତିଯୋଗୀମାନଙ୍କୁ ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ   ନମିତା ବଢେଇ, ପଲ୍ଲବୀ ବଢେଇ  ଓ ସମସ୍ତ  ଛାତ୍ର ଛାତ୍ରୀମାନେ ସହଯୋଗ କରିଥିଲେ । ପରିଶେଷରେ ସହକାରୀ  ଶିକ୍ଷୟିତ୍ରୀ ସୁରେସ୍ଵରୀ ସେଠ୍ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like