-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ଜାତୀୟ ବନ ସହୀଦ ଦିବସ ପାଳିତ  

11-Sep-2024



ଆମ ଦେଶର ଜଙ୍ଗଲ ଓ ବନ୍ୟଜୀବ ମାନଙ୍କର ରକ୍ଷା କରିବା ପାଇଁ ନିଜ ଜୀବନକୁ ଆହୁତି ଦେଇଥିବା ଲୋକମାନଙ୍କର ବଳିଦାନର ସମ୍ମାନାର୍ଥେ ଜାତୀୟ ସହିଦ ବନ ଦିବସ ପାଳନ କରାଯାଏ। ପରିବେଶ, ବନ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ବିଭାଗ ତରଫରୁ ୨୦୧୩ ମସିହାରୁ ସାରା ଦେଶରେ ଏହି ଦିବସ ପାଳନ କରାଯାଉଛି। ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ  ଭୁକ୍ତା ସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ଯାଳୟରେ ଜାତୀୟ ବନ ସହୀଦ ଦିବସ  ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ଶକ୍ତି କ୍ଲବର ମାର୍ଗ ଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ ଜାତୀୟ ବନ ସହୀଦ ଦିବସର ତାତ୍ପର୍ଯ୍ୟ ଏବଂ  ବନ୍ୟଜୀବ ସୁରକ୍ଷାର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ।ଆଜି ପରି ଦିବସରେ ବନ ସଂରକ୍ଷଣରେ ସମସ୍ତେ ଯୋଗଦାନ କରିବା ସହିତ ବୃକ୍ଷରୋପଣ ଅଭିଯାନରେ ଅଂଶ ଗ୍ରହଣ କରି ସହିଦ ମାନଙ୍କର ସ୍ମୃତିକୁ ସମ୍ମାନ ଜଣାଇବା ପାଇଁ ଆଗେଇଆସିବା ଉଚିତ ବୋଲି ମତ ବ୍ୟକ୍ତ କରିଥିଲେ। ଆଜିର କାର୍ଯ୍ୟକ୍ରମରେ ଆମକୁ ଉପଲବଧ ପ୍ରାକୃତିକ ସଂସାଧନ ଗୁଡ଼ିକର ସଂରକ୍ଷଣର ମହତ୍ତ୍ଵକୁ ସ୍ମରଣ କରାଇବା ସହିତ ଯେଉଁ ବନ କର୍ମଚାରୀମାନେ ବନ ସଂରକ୍ଷଣ ଦିଗରେ ନିଜ ଜୀବନକୁ ସମର୍ପିତ କରିଥିଲେ ସେମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ସେମାନଙ୍କର

ଅମର ଆତ୍ମାର ସଦଗତି ନିମନ୍ତେ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନାୟକ ବନସଂରକ୍ଷଣ ନିମନ୍ତେ ଛାତ୍ରାବସ୍ଥାରୁ ସମସ୍ତେ ପ୍ରୟାସ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ।ବିଦ୍ଯାଳୟର ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ,ଶକ୍ତି କ୍ଲବ ଓ ଜୁନିଅର୍ ରେଡ୍ କ୍ରସର ସଦସ୍ୟ,ଶିକ୍ଷକ ଶ୍ରୀପତି ସାହୁ, ତେଜରାମ ସା,ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ, ଆଶୁତୋଷ ଭୋଇ ,ବୋଧରାମ ବିଶ୍ବାଳ,  ଅମୂଲ୍ୟ ଭୋଇ,ପ୍ରଶାନ୍ତ ମହାପାତ୍ର ,ଶିକ୍ଷୟିତ୍ରୀ ଅନୀତା ପଧାନ ,ରାଜକୁମାରୀ ଭୁଏ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ । ଶିକ୍ଷକ ଶ୍ରୀପତି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like