-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||     

HOME   ଜିଲ୍ଲା

କାର୍ ଧକ୍କାରେ ଏକ ମୃତ ଦୁଇ ଗୁରୁତର ଘଟଣା, ୯ ଘଣ୍ଟା ପରେ ୪୨ ନମ୍ବର ରାଜପଥ ରାସ୍ତା ପ୍ରତ୍ୟାହୃତ

11-Sep-2024



ପାଟଣାଗଡ[ପୂର୍ଣ୍ଣ ଶଶୀ ଶେଖର ରାଓ]ଗତକାଲି  ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ନୁନହାଡ ଗାଁ ରେ ଘଟିଥିଲା ଏକ ଚାଞ୍ଚଲ୍ୟକର ଦୁର୍ଘଟଣା। ଯାହାକି ଅଞ୍ଚଳ ରେ ଖେଳିଯାଇଛି ଶୋକର ଛାୟା। ସୂଚନା ଅନୁସାରେ ସନ୍ଧ୍ୟା ୫ ଟା ସମୟରେ ଉକ୍ତ ଗ୍ରାମର ତିନୋଟି ଝିଅ ଭୋଲେଶ୍ବରୀ ମାଝୀ,ପ୍ରତିମା ମାଝୀ ଏବଂ ଦେମତୀ ମାଝୀ ନିଜ ଘର ସମ୍ମୁଖ ପିଣ୍ଡାରେ ବସି କଥାବାର୍ତ୍ତା ହେଉଥିବା ବେଳେ ଉକ୍ତ ଗ୍ରାମର ସନ୍ ସାଇନ୍ ହୋଟେଲ ମାଲିକ ଶୁଶିଲ କୁମାର ସାହୁ ନିଜ କିଣିଥିବା ନୂଆ କାର୍ ଗାଡ଼ି ନମ୍ବର OD03AC 3771 ରେ ତିନି ଜଣଙ୍କୁ ଜୋର ରେ ଧକ୍କା ମାରିଦେଲେ ଏବଂ ସେଠାରୁ ଚମ୍ପଟ ମାରିଥିଲେ। ତିନୋଟି ଝିଅ କୁ ରକ୍ତାକ୍ତ ଅବସ୍ଥା ରେ ଗ୍ରାମବାସୀ ପ୍ରଥମେ ବେଲପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କୁ ଆଣିଥିବା ବେଳେ ଡ଼ାକ୍ତର ତାଙ୍କୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଭୋଲେଶ୍ବରୀ ମାଝୀ କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଚିକିତ୍ସା କରିଥିଲେ। ମୃତ୍ୟୁ ଖବର ପାଇ ପରିବାର ଓ ଗ୍ରାମବାସୀମାନେ ଉତ୍କ୍ଷୀପ୍ତ ହୋଇ ନୁନହାଡ ଗାଁ ବସଷ୍ଟାଣ୍ଡ ଠାରେ ନିଆଁ ଲଗାଇ ରାସ୍ତା ଅବରୋଧ କରିଥିଲେ। ଗତକାଲି ସନ୍ଧ୍ୟା ୮ ଟା ରୁ ରାତ୍ର ୨ ଟା ପର୍ଯ୍ୟନ୍ତ ରାସ୍ତାରୋକ କରାଯାଇଥିଲା । ରାତିରେ ପାଟଣାଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ସଦାନନ୍ଦ ପୁଝାରୀ ବେଲ ପଡ଼ା  ଥାନା ଅଧିକାରୀ ଅନନ୍ତ ପ୍ରଧାନ, କଣ୍ଟାବାଞ୍ଜି ଥାନା ଅଧିକାରିଣୀ ରଶ୍ମିତା ବେହେରା, ଖପ୍ରାଖୋଲ ଥାନା ଅଧିକାରୀ ନରେନ୍ଦ୍ର ଛତର ସଦଳବଳେ ଘଟଣାସ୍ଥଳରେ ଉପସ୍ଥିତ ରହିଥିଲେ ଏବଂ ଲୋକ ଙ୍କୁ ବୁଝାସୁଝା କରି ରାତି ୧ ଟାରେ ଆନ୍ଦୋଳନ ପ୍ରତ୍ୟାହୃତ କରାଇଥିଲେ। ଘଟଣା ର ସମାଧାନ ନହେବା ଯୋଗୁଁ ଆଜି ପୁଣି ଥରେ ଜନଆନ୍ଦୋଳନ ତେଜିଥିଲା। ସକାଳ ୭ ଟା ରୁ ସନ୍ଧ୍ୟା ୪  ଟା ପର୍ଯ୍ୟନ୍ତ ୪୨ ନମ୍ବର ରାଜପଥ ରୋକ୍ କରାଯାଇଥିଲା। ଆନ୍ଦୋଳନ ରେ ପ୍ରଭାବିତ ହୋଇ ରାସ୍ତା ଉପରେ ଗମନାଗମନ ର ଅସୁବିଧା ହୋଇଥିଲା। ଘଟଣା ସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ,ଡି ଏସ ପି , ଉପଖଣ୍ଡ ପୋଲିସ ଅଧିକାରୀ ସଦାନନ୍ଦ ପୁଝାରୀ,ବେଲପଡା ଥାନା ଅଧିକାରୀ ଅନନ୍ତ ପ୍ରଧାନ, କଣ୍ଟାବାଞ୍ଜି ଥାନା ଅଧିକାରିଣୀ ରଶ୍ମିତା ବେହେରା, ପାଟଣାଗଡ଼ ଥାନା ଅଧିକାରିଣୀ ତାରାବତୀ ପ୍ରଧାନ, ରିଜର୍ଭ ସିପାହୀ ଏବଂ ମାଜିଷ୍ଟ୍ରେଟ ଭାବେ ବେଲପଡା ତହସିଲଦାର ଜ୍ଞାନ ରଞ୍ଜନ ମାଝୀ ଓ ସହକାରୀ ଜିଲ୍ଲାପାଳ ପଦ୍ମନାଭ ମହାରଣା ଉପସ୍ଥିତ ରହି ମୃତକ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ୧୫୦୦୦ ହଜାର ଟଙ୍କା ପ୍ରଦାନ କରିଥିଲେ ଏବଂ ଗାଡ଼ି ଚାଲକ ଠାରୁ ଆହତଙ୍କ ଚିକିତ୍ସା ଏବଂ ମୃତକ ପରିବାର କୁ ସହାୟତା ପ୍ରଦାନ କରାଯିବ ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ସଦାନନ୍ଦ ପୁଝାରୀ କହିଥିବା ବେଳେ ଉତ୍ତ୍ୟକ୍ତ ଲୋକ ଶାନ୍ତି ହୋଇ ଧାରଣା ରୁ ଓହରି ଥିଲେ। ଉକ୍ତ ଗାଡ଼ି ଚାଲକ ତଥା ଢ଼ାବା ମାଲିକଙ୍କ ଗାଡ଼ି କାଗଜପତ୍ର ଠିକ୍ ଅଛି ନାଁ ନାହିଁ ଏବଂ ତାଙ୍କର ଡ୍ରାଇଭିଂ ଲାଇସେନ୍ସ ଅଛି କି ନାହିଁ ତାହା ତର୍ଜମା କରି ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026

You Might Also Like