-+91-9937148622 |

prerana_bgr@rediffmail.com |

  Monday 24th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   (24-Aug-2026)       ||      ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    (24-Aug-2026)       ||      ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   (24-Aug-2026)       ||      କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   (23-Aug-2026)       ||      ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର    (23-Aug-2026)       ||      ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   (23-Aug-2026)       ||      ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   (23-Aug-2026)       ||      ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   (23-Aug-2026)       ||      ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ    (23-Aug-2026)       ||      କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ    (23-Aug-2026)       ||      ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   (23-Aug-2026)       ||      ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   (23-Aug-2026)       ||      *ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍ ର ମ୍ୟୁନିସପାଲିଟି ଜୋନ୍ ଉଦଘାଟିତ - ୨-୦ ଗୋଲ ରେ ରିଜର୍ଭ ପୋଲିସ ଦଳ ଵିଜୟୀ*-   (23-Aug-2026)       ||      ଦଣ୍ଡପାଟ ଯୁବ ସେବା ସଂଗଠନର ନୂତନ କର୍ମକର୍ତ୍ତା ଚୟନ ।   (23-Aug-2026)       ||      ବନ୍ୟା ବିପନ୍ନ ୪ ଜିଲ୍ଲା ପାଇଁ ଅଣ୍ଟା ଭିଡିଲା ଭାରତ ମସଲା ବାଣ୍ଟିଲା ୧୦,୦୦୦ ଶୁଖିଲା ଖାଦ୍ୟ ପ୍ୟାକେଟ୍   (23-Aug-2026)       ||      *ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୋନପୁର ଶାଖା ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ*-   (23-Aug-2026)       ||      ଲଘୁଚାପ ବର୍ଷା ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଜନଜୀବନ ଅସ୍ତବ୍ୟସ୍ତ   (23-Aug-2026)       ||      *ତେଲେଣ୍ଡା ଶ୍ରୀ ରଣେଶ୍ଵର ଶୈବ ପୀଠ ଓ ମାଁ ରାମଚଣ୍ଡୀ ଙ୍କ ଠାରେ ଗଙ୍ଗା ମହା ଜଳଶାୟୀ ଅନୁଷ୍ଠିତ*-   (23-Aug-2026)       ||      ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||     

HOME   ରାଜ୍ୟ

ଭିମ୍‌ସାର କୋଭିଡ୍‌ ହସ୍ପିଟାଲ୍‌ରେ ପୁଣି ୬ ମୃତ

03-Jan-2021



ସମ୍ବଲପୁର (ପ୍ରେରଣା ଖବର): ଭିମ୍‌ସାର କୋଭିଡ୍‌ ହସ୍ପିଟାଲରେ ପ୍ରତିଦିନ ଚିକିତ୍ସାଧୀନ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ପୁଣି ଗୋଟିଏ ଦିନରେ ଚିକିତ୍ସାଧୀନ ୬ ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ, ବରଗଡ଼ର ୫୨ ବର୍ଷୀୟ ପୁରୁଷ, ସମ୍ବଲପୁରର ୫୫ ବର୍ଷୀୟା ମହିଳା, ସମ୍ବଲପୁରର ୬୫ ବର୍ଷୀୟ ପୁରୁଷ, ସମ୍ବଲପୁରର ୫୦ ବର୍ଷୀୟ ପୁରୁଷ, ସୋନପୁରର ୫୫ ବର୍ଷୀୟା ମହିଳା ଏବଂ ବୌଦ୍ଧର ୫୭ ବର୍ଷୀୟ ପୁରୁଷ ଅଛନ୍ତି। ରାଜଘାଟରେ ସମସ୍ତଙ୍କ ଅନ୍ତିମ ସଂସ୍କାର କରାଯାଇଛି। ମୃତକମାନେ ୪ରୁ ୧୦ ଦିନ ମଧ୍ୟରେ ଏଠାରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ଅନ୍ୟ କୌଣସି ରୋଗ ଥିଲା ନା ନାହିଁ ସେ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିନାହିଁ। ଏହି ଡାକ୍ତରଖାନାରେ ୧୦ ଦିନ ହେଲା ପ୍ରତିଦିନ ୫ରୁ୬ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହେଉଛି। ଏଥିଯୋଗୁଁ ସ୍ଥିତି ଗୁରୁତର ହେବାରେ ଲାଗିଛି। ବର୍ତ୍ତମାନ ଭିମସାର କୋଭିଡ ଡାକ୍ତରଖାନାରେ ୭୫ ଜଣ ଚିକିତ୍ସିତ ହେଉଛନ୍ତି। ଆଇସିୟୁରେ ନୂତନ ରୋଗୀଙ୍କ ପାଇଁ ସ୍ଥାନ ନାହିଁ। ଶଯ୍ୟାରେ ଥିବା ରୋଗୀଙ୍କୁ ଆଇସିୟୁ ଆବଶ୍ୟକ ଥିଲେ ସେହି ସୁବିଧା ପ୍ରଦାନ କରାଯାଇ ପାରୁ ନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଳଦାରେ ମାଗଣା ସ୍ୱାସ୍ଥ୍ୟ ଶିବିର   24-Aug-2026
  ଜିଲ୍ଲା  
ଖବର ଆଜିର ତାରିଖ:୨୪/୦୮/୨୬, ସୋମବାର    24-Aug-2026
  ଜିଲ୍ଲା  
ଏମଏମଡିଆର ବିଲ ଉପରେ ସରକାର ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ନ ଡାକିବାରୁ ତାଙ୍କ ମନୋଭାବ ସ୍ପଷ୍ଟ   24-Aug-2026
  ଜିଲ୍ଲା  
କୁଦୋପାଲି ରଣଭୂମିରେ ବୀର ଛବିଳ ସାଏ ସ୍ମୃତି କମିଟିର ବୈଠକ   23-Aug-2026
  ଜିଲ୍ଲା  
ଅସ୍ଥେୟ ଓ ଅପରିଗ୍ରହ ପରି ସଦଗୁଣ ମାନବକୁ ମହା ମାନବରେ ପରିବର୍ତ୍ତିତ କରେ ରାଷ୍ଟ୍ର ନିର୍ମାଣରେ ଯୁବ ପ୍ରସ୍ତୁତି ଶିବିର   23-Aug-2026
  ଜିଲ୍ଲା  
ଓଡ଼ିଶାରେ ସାମ୍ବାଦିକଙ୍କ ପେନସନ ପାଇଁ ଦାବି ରେ ସମ୍ୱଲପୁରରେ ବରିଷ୍ଠ ସାମ୍ବାଦିକଙ୍କ ବୈଠକ ।   23-Aug-2026
  ଜିଲ୍ଲା  
ସେବା ଭାରତୀ, ଓଡ଼ିଶା ପଶ୍ଚିମ ଦ୍ଵାରା ସୁପୋଷଣ ଜାଗରଣ ଅଭିଯାନ   23-Aug-2026
  ଜିଲ୍ଲା  
ପ୍ରଥମ ଅଲ୍ ଓଡ଼ିଶା ଇକ୍ୱିପ୍ଡ ପାୱାରଲିଫ୍ଟିଂ ଚାମ୍ପିଅନଶିପ୍–୨୦୨୬ ସମ୍ପନ୍ନ   23-Aug-2026
  ଜିଲ୍ଲା  
ସ୍ଵୟଂସେବକ ସଂଘ ବୁଢାରଜା ନଗରରେ ଯୁବ ସମ୍ମିଳନୀ   23-Aug-2026
  ଜିଲ୍ଲା  
କୋଲହାପୁର ଏବଂ ଲଦାଖ ରେ ନୂଆ ହାଇକୋର୍ଟ ବେଞ୍ଚ ସ୍ଥାପନ କଲେ ସରକାର, ପଶ୍ଚିମ ଓଡ଼ିଶାର ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା କୁ ଆଉ କେତେଦିନ ? — ଇଂ ରୋହିତ ପୂଜାରୀ   23-Aug-2026
  ଜିଲ୍ଲା  
ଶହେ ଟଙ୍କା ନଦେବାରୁ ଯୁବକକୁ ବ୍ଲେଡରେ ମରଣାତ୍ମକ ଆକ୍ରମଣ   23-Aug-2026
  ଜିଲ୍ଲା  
ମୋବାଇଲ୍ ମେଳା ୨.୦: ଟେକ୍ନୋଲୋଜି ଆଧାରିତ ପୁନରୁଦ୍ଧାର - ₹୪୫ ଲକ୍ଷ ଏବଂ ୧୧୫ ମୋବାଇଲ୍ ଫୋନ୍ ନାଗରିକଙ୍କୁ ଫେରସ୍ତ   23-Aug-2026

You Might Also Like