-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ପାର୍ବତ୍ୟ ଅଞ୍ଚଳ କାଠଫାର ସମସ୍ୟା ର ଗ୍ରନ୍ଥାଘର, ମୋଲିକ ସୁବିଧା ପ୍ରଦାନ ନେଇ ସରକାରଙ୍କୁ ଦାବୀ

12-Sep-2024



ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ  ଅନ୍ତର୍ଗତ ଭାଇସାଦାନୀ ଗ୍ରାମ ପଞ୍ଚାୟତ ର ପାର୍ବତ୍ୟ ଅଞ୍ଚଳ କାଠଫାର  ସମସ୍ୟା ର ଗ୍ରନ୍ଥାଘର କହିଲେ ଅତ୍ୟୁଚୀ  ହେବା ନାହିଁ। ମୋଲିକ ସୁବିଧା ପ୍ରଦାନ ପାଇଁ ସରକାରଙ୍କୁ ଦାବୀ କରୁଛନ୍ତି।  ସମୁଦ୍ର ପତ୍ତନ ରୁ ୨୦୦୦ ଫୁଟ ଉଚ୍ଚତାରେ ଅବସ୍ଥିତ କାଠଫାର । ବ୍ୟାପକ ରୂପେ  ପହରିଆ ଆଦିମ ବନବାସୀ  ବସବାସ କରୁଥିବା ବେଳେ  ତାଙ୍କ ମୋଳିକ ସୁବିଧା ନାହିଁ କହିଲେ ଚଲେ।  ଗମନା ଗମନ ବ୍ୟବସ୍ଥା ନ ଥିବାବେଳେ  ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ରେ ସଡ଼କ ନିର୍ମାଣ ଆରମ୍ଭ ହୋଇଅଛି। ବର୍ଷା ଚାରି ମାସ ବିଛିର୍ଣ୍ଣାଞ୍ଚଲ୍ ରୂପେ ପରିଣତ ହୋଇଥାନ୍ତି  ଗ୍ରାମରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ, ସ୍କୁଲ ଅଛି। ଖୋଲିବା ନେଇ ଅନିଶ୍ଚିତତା ରହିଥାଏ। ପ୍ରାଥମିକ ଶିକ୍ଷା ରୂପେ ଅଙ୍ଗନୱାଡି କେନ୍ଦ୍ର ରହିଥିବା ବେଳେ ଅଙ୍ଗନୱାଡି କେନ୍ଦ୍ର ଖୋଲିବା ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଅଛି। ସ୍ବାସ୍ଥ୍ୟ ସେବା ନାହିଁ କହିଲେ ଚେଲ। ସାଧାରଣ ବଣ୍ଟନ ଯୋଜନା ରେ ଖାଦ୍ୟ ସାମଗ୍ରୀ  ପଞ୍ଚାୟତ କାର୍ଯ୍ୟଳୟ କୁ ଆସି ନେଉଥିବା ବେଳେ ଦୈନନ୍ଦିନ ସାମଗ୍ରୀ ପାଇଁ ପାହାଡ ତଳେ ବସୁଥିବା ବୋଡ଼େନ ସାପ୍ତାହିକ ବଜାର ଉପରେ ନିର୍ଭରଶୀଳ ଅଟନ୍ତି। ବିଶେଷ ଏବଂ ମୁଖ୍ୟ ସମସ୍ୟା ରୂପେ ପହରିଆ ବନବାସୀ ଙ୍କୁ ଆଦିବାସୀ ମାନ୍ୟତା ପ୍ରଦାନ।

(ରିପୋର୍ଟ: ଚନ୍ଦନ ମାଝୀ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026

You Might Also Like