-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ରାଇରଙ୍ଗପୁର ସହରାଅଂଚଳରେ ଗଡିଲା ସୁଭଦ୍ରା ଯୋଜନା ସଚେତନତା ରଥ

12-Sep-2024



ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସୁଭଦ୍ରା ଯୋଜନା ଫର୍ମ ଆବେଦନ ଚାଲିଛି l ଲୋକେ ଭ୍ରାନ୍ତ ଧାରଣାରେ ବୁଡି ନ ରହି ସମସ୍ତ ହିତାଧିକାରୀ ସୁଭଦ୍ରା ଯୋଜନାର ଲାଭ ଉଠାଇପାରିବେ, ଏ ନେଇ ରାଜ୍ୟ ସାରା ସୁଭଦ୍ରା ଯୋଜନା ସଚେତନତା ରଥ ଘୁରିବୁଲୁଛି l ଏ ପରିପ୍ରେକ୍ଷୀ ରାଇରଙ୍ଗପୁର ମ୍ୟୁନିସିପାଲିଟିର ପନ୍ଦର ଟି ୱାର୍ଡ କୁ ନେଇ ସୁଭଦ୍ରା ସଚେତନତା ରଥ ମ୍ୟୁନିସିପାଲିଟି ପରିସରରେ ମାନ୍ୟବର ସାଂସଦ ନରଚରଣ ମାଝୀଙ୍କ କରକମଳରେ ଶୁଭ ଉଦଘାଟିତ ହୋଇଯାଇଛି l ସେ ସବୁଜ ପତାକା ଦେଖାଇ ଆନୁଷ୍ଠାନିକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ l  ଏଥିରେ ରାଇରଙ୍ଗପୁର ମ୍ୟୁନିସିପାଲିଟିର ଉପାଧ୍ୟକ୍ଷା ମମିତା ଚୌଧୂରୀ, କାର୍ଯ୍ୟ ନିର୍ବାହୀ ଅଧିକାରୀ ରମେଶ ଚନ୍ଦ୍ର ନାୟକ, ପାରିଷଦ ବର୍ଗ ଓ ସ୍ବୟଂ ସହାୟକ ଗୋଷ୍ଠୀର ଭଉଣୀମାନେ ଉପସ୍ଥିତ ଥିଲେ l ଏହି ସୁଭଦ୍ରା ଯୋଜନା ପାଇଁ ଶେଷ ତାରିଖ ନାହିଁ l ସମସ୍ତ ଯୋଗ୍ୟ

ହିତାଧିକାରୀ ଆବେଦନ କରିପାରିବେ l ଏଥିରେ ବର୍ଷକୁ ଦଶହଜାର ଅର୍ଥାତ୍ ଛଅମାସକୁ ପାଂଚ ହଜାର ପୁଣି ଆଉଥରେ କିସ୍ତି ପାଂଚ ହଜାର ସରକାର ପ୍ରଦାନ କରିବେ l ଏହିପରି ପାଂଚ ବର୍ଷକୁ ପଚାଶ ହଜାର ପାଇପାରିବେ l ଏଥିପାଇଁ କୌଣସି ଆବେଦନ ଖର୍ଛ ଜନ ସେବା କେନ୍ଦ୍ରରେ ଦାବୀ କରିପାରିବେ ନାହିଁ l ଏହି ଯୋଜନା ସଂପୂର୍ଣ୍ଣ ମାଗଣା ଅଟେ l ଯଦି ଯିଏ ଏହା ପାଇଁ ଆବେଦନ ଖର୍ଚ୍ଚ ଦାବୀ କରିଥାଏ, ତା ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ l

(ରାଇରଙ୍ଗପୁରରୁ ଶ୍ୟାମଳେନ୍ଦୁ ପରିଡାଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like