-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ଯୀଶୁ ଖ୍ରୀଷ୍ଟ ଙ୍କୁ ଗଭୀର ଭାବରେ ବିଶ୍ୱାସ କରୁଥିବା ବରିଷ୍ଟ ନାଗରିକ କୁଞ୍ଜ ନାୟକ ଙ୍କ ଦେହାନ୍ତ, ଗୋଟିଏ ସପ୍ତାହ ପୂର୍ବରୁ ମୃତ୍ୟୁର ଆଭାସ ଜାଣି ପାରୁଥିଲା କୁଞ୍ଜ

12-Sep-2024



ଟିକାବାଲି(ରମେଶ ପଣ୍ଡା): କନ୍ଧମାଳ ଜ଼ିଲ୍ଲା ଦାରିଙ୍ଗବାଡି ବ୍ଲକ ସିମନ ବାଡ଼ି ରାଜୀବ ନଗର ବାସିନ୍ଦା ସ୍ବର୍ଗତ କୁଞ୍ଜ ନାୟକ ଙ୍କ ଦେହାନ୍ତ ଘଟିଛି l ସୂଚନା ପ୍ରକାରେ ସ୍ବର୍ଗତ କୁଞ୍ଜ ନାୟକ ଜଣେ ଗରିବ ସତ 'କିନ୍ତୁ ଜଣେ ସ୍ୱଭିମାନ, ନିଷ୍କପଟ, ସରଳ ମଣିଷ ଥିଲେ ଜୀବନ ର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ସେ ଅନ୍ୟ କାହାକୁ ଵି ଇର୍ଷା, ବାଦ, ବିବାଦ, କିମ୍ବା କାହାର ମନ୍ଦ ଚିନ୍ତା କରି ନ ଥିଲେ ସର୍ବଦା ସମସ୍ତଙ୍କ ଭଲ ଚିନ୍ତା କରୁଥିଲେ ସେ ସମାଜ ପାଇଁ ଏକ ଦିଗଦର୍ଶନ ଥିଲେ ତାହା ସନ୍ଧେହ ନାହିଁ  l ସେ ଗଭୀର କ୍ରିଷ୍ଣ ବିଶ୍ୱାସୀ ଥିଲେ   ଦେହ ଖରାପ ହେତୁ ଦାରିଙ୍ଗବାଡି ସ୍ୱସ୍ଥ୍ୟ କେନ୍ଦ୍ର ପରେ ଫୁଲବାଣୀ ନିଆଯାଇଥିଲା ବଂଚିବାର ଆଶା ନ ଦେଖାଯିବା ଯୋଗୁଁ ନିଜ ଗ୍ରାମ ସିମନବାଡ଼ି କୁ ଅଣାଯାଇଥିଲା କିନ୍ତୁ ବଡ଼ ଆଚର୍ଯ୍ୟ ର କଥା ନିଜ ପରିବାର ସଦସ୍ୟ ଙ୍କୁ ମୃତ୍ୟୁ ପୂର୍ବରୁ ଉଚିତ ଉପଦେଶଦେଇଥିଲେ ଏବଂ କହୁଥିଲେ ମୋର ଆତ୍ମୀୟ ମତେ ନେଇଆସିଛନ୍ତି ମୁ ଆଉ ରହିଁବିନି ଏଣୁ ସମସ୍ତଙ୍କୁ କିଛି ନା କିଛି ଉତ୍ତମ ଉପଦେଶ ଦେଇଥିଲେ ଏବଂ ଯାହାଙ୍କୁ ଵି ଦର୍ଶନ ର ଶେଷ ଇଚ୍ଛା ଥିଲା ତାହାଙ୍କୁ ଦର୍ଶନ ପରେ ଶେଷ ନିଶ୍ୱାସ ତ୍ୟାଗ କଲେ ଆଜି ୮୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି ସେହିପରି ଜଣେ ସ୍ୱାଭିମାନ ବ୍ୟକ୍ତିଙ୍କୁ  ହରେଇ ଉକ୍ତ ଅଞ୍ଚଳ ସ୍ତବ୍ଧ l ତାଙ୍କୁ ଖ୍ରୀଷ୍ଟିୟ ନୀତି ରୀତି ଅନୁସାରେ ତାଙ୍କ ପରିବାର ଓ ବନ୍ଧୁ ପରିଜନ ଙ୍କ ଗହଣରେ ଶେଷ କୃତ୍ୟ ସମ୍ପର୍ଣ କରାଯାଇଛି ଏଥିରେ ସାଧୁ ନାୟକ, ଲବ ବଳିୟାର ସିଂ, ବିରୁ ନାୟକ, ତାଙ୍କ ପୁତ୍ର ସଂଜୀବ ନାୟକ, ଝିଅ ଲତିକା ନାୟକ, ଲୁପିତା ପ୍ରଧାନ, ସଙ୍ଗମ ନାୟକ, ଙ୍କ ସମେତ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତି ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like