-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ପତଞ୍ଜଳୀ ଯୋଗ ସମିତି ସୁବର୍ଣ୍ଣପୁର ତରଫରୁ ନୂଆଁଖାଇ ଭେଟଘାଟ କାର୍ଯକ୍ରମ ଅନୁଷ୍ଟିତ

12-Sep-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ର ପ୍ରତିଷ୍ଠିତ ହୋଟେଲ ମୁନ ଠାରେ ଜିଲ୍ଲା ଯୋଗ ସମିତି ଓ ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯକ୍ରମ ଅନୁଷ୍ଟିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମ କୁ ସଂଗଠନ ସଭାପତି ଗୋପାଳ ନେଗୀ ଓ ସଂପାଦକ ଶ୍ରିବନ୍ତ ମିଶ୍ର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ଫଟୋ ଚିତ୍ର ରେ ଧୂପ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ  କରିଥିଲେ । ଏହି କାର୍ଯ୍ୟକ୍ରମ ରେ ପତଞ୍ଜଳୀ ଯୋଗ ସମିତି ର ସମସ୍ତ ଯୋଗ ସାଧକ ଓ ସାଧିକା ସ ପରିବାର ଉପସ୍ଥିତ ରହି ରଙ୍ଗାରଙ୍ଗ ମେଲୋଡି କାର୍ଯ୍ୟକ୍ରମ କୁ ବିଳମ୍ବିତ ରାତ୍ରୀ ଯାଏ  ଉପଭୋଗ କରିଥିଲେ l  ଏହି କାର୍ଯ୍ୟକ୍ରମ କୁ ଓଡ଼ିଆ ଚଳଚ୍ଚିତ୍ର ର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ବ୍ରହ୍ମା କୁମ୍ଭାର, କଣ୍ଠଶିଳ୍ପୀ ପୁରନ୍ଦର ଠେଲା, ଚୁଲବୁଲି କଣ୍ଠଶିଳ୍ପୀ ସୁଶ୍ରୀ ସୁପ୍ରିୟା ଶର୍ମା, ମିନୀ ପଣ୍ଡା, ପେଡ଼ ବାଦକ ଶୀତଳ,ଓ ତବଲା ବାଦକ ଭବାନୀ ଶଙ୍କର ମେଲୋଡି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । ଯୋଗ ସହିତ ସଙ୍ଗୀତ ଓ ନାଚଗୀତ ଦ୍ଵାରା ମନ ଓ ଶରୀର କୁ ସୁସ୍ଥ ରଖିବା ଓ ବିଭିନ୍ନ ବର୍ଗର ଲୋକଙ୍କୁ ଯୋଗ ପ୍ରାଣାୟାମ ଅଭ୍ୟାସ ଦ୍ଵାରା ସୁସ୍ଥ ଓ ନିରାମୟ ଜୀବନ ଅତିବାହିତ କରିବା ସକାଶେ ସମସ୍ତ ସହର ବାସୀଙ୍କୁ ପତଞ୍ଜଳୀ  ଭାରତ ସ୍ବାଭିମାନ ଜିଲ୍ଲା ପ୍ରଭାରୀ ମନୋଜ ପଣ୍ଡା ସମସ୍ତ ଙ୍କୁ ଆହ୍ଵାନ କରି ଥିଲେ। ଏହି ସଂlସ୍କୃତିକ କାର୍ଯ୍ୟକ୍ରମ କୁ ଯୋଗୀ ମନୋରଞ୍ଜନ ତ୍ରୀପାଠୀ ଓ ସଙ୍ଗୀତକାର ପୁରନ୍ଦର ଠେଲା ସଂଯୋଜନା କରିଥିବା ବେଳେ  ଯୋଗ ସମିତି ପକ୍ଷରୁ ରବୀନ୍ଦ୍ର ଜେନା, ସୁବାସ ପଣ୍ଡା, ସଞ୍ଜୟ ବଡ଼ପଣ୍ଡା, ଅନିଲ ଅଗ୍ରୱାଲ, ଦୀନବନ୍ଧୁ ସାହୁ, ନନ୍ଦଲାଲ୍ ଅଗ୍ରୱାଲ, ଉମେଶ ସାହୁ, ଟୁନା ସାହୁ,  ଲକ୍ଷ୍ମୀ କାନ୍ତ ସାହୁ, ଜାଗୃତି, ମଞ୍ଜୁଶ୍ରୀ, ମଞ୍ଜୁଲତା ଭଉଣୀ ତଥା ଅନ୍ୟାନ୍ୟ ମହିଳା ଯୋଗ ସାଧିକା ସକ୍ରିୟ ସହଯୋଗ କରି ଥିଲେ । ଶେଷ ରେ ସଂଗଠନ ସଂଯୋଜକ ରବୀନ୍ଦ୍ର ଜେନା ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।  ଯୋଗ ଗୁରୁ ମନୋଜ ପଣ୍ଡା ଓ ସମସ୍ତ କଳାକାର ଙ୍କୁ ଏହି କାର୍ଯ୍ୟକ୍ରମ ରେ ସମ୍ବର୍ଧିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like